ଆମ ଜିଲା ଖବର

ସୁକିନ୍ଦାରେ ଅନରକିଲିଂ

ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ ସୁଶୀଲ…

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ…

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ବିମାନ…

କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ

କୋକସରା,୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ କରାଯାଇଛି। ସିଡିପିଓ ସରୋଜା ଲତା ଦେଇଙ୍କ ଅଧ୍ୟକ୍ଷତାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ…

ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି ରାଗିଂ ସେଲ୍‌ ଓ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ରବିବାର ରାତିରେ ଏହି…

ସାହାଣୀ କପ ଫୁଟବଲ: କନ୍ଧମାଳ-ବଲାଙ୍ଗିର ବିଜୟୀ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃ ଜିଲା ସାହାଣୀ କପ ଫୁଟବଲ ପ୍ରତିଯୋଗିତାର ସୋମବାର ଅନୁଷ୍ଠିତ ମ୍ୟାଚରେ ବଲାଙ୍ଗିର ଓ…

ନଭେମ୍ବର ୧ରେ ହେବ ବଲାଙ୍ଗୀର ଦିନ୍‌ ଉତ୍ସବ

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୧ରୁ ‘ବଲାଙ୍ଗୀର ଦିନ୍‌’ଉତ୍ସବ ପାଳନ କରାଯିବ। ଏନେଇ ସୋମବାର ସ୍ଥାନୀୟ ପିପି ଏକାଡେମୀ ହଲରେ ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ପକ୍ଷରୁ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ଅଧ୍ୟକ୍ଷ ଗୋପାଲଜୀ…

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ ବିଭାଗୀୟ…

ଟ୍ରକ୍, ବାଇକ୍ ମଧ୍ୟରେ ଧକ୍କା: ମା’ ବାପାଙ୍କ ସମେତ ପୁଅର ଭାଙ୍ଗିଲା ଗୋଡ଼

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଆଇ ଟି ଆଇ ସମ୍ମୁଖରେ ଅପରାହ୍ନରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ଗୋଟିଏ ପରିବାରର ପୁଅ ସମେତ ମା,ବାପାଙ୍କ ଗୋଡ଼ ଭାଙ୍ଗିବା ସହ ଗୁରୁତର ଭାବେ ଜିଲା…

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ କରୁଥିବା…

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ହେଲେ ଦୁବୃର୍ତ୍ତମାନେ ଏଥିରେ ବିଫଳ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ…

ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର ୩ରୁ ୧୨ ତାରିଖ ପର୍ଯ୍ୟନ୍ତ ସମଲେଶ୍ୱରୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇ ପୂଜାର୍ଚ୍ଚନା କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?