ଆମ ଜିଲା ଖବର

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ ପତ୍ର ପୋଡ଼ି ଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ…

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଗଛ ଡାଳରୁ ସୋମବାର ଜଣେ ଛାତ୍ରଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଓରବରସିଂହ ପଞ୍ଚାୟତ କୃଷ୍ଣପୁର ଗ୍ରାମର ଚନ୍ଦନ ସେଠୀ। ସେ ନିରାକାରପୁର ପଞ୍ଚାୟତରେ…

ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ ଧକ୍କା ଦେଇଛି। ଏହି ଯାତ୍ରୀବାହି ବସ ଘଟଣା ସ୍ଥଳରେ ହେଲ୍ପରଙ୍କ ମୃତ୍ୟୁ ହୋଇଛି। ସୂଚନା…

କୂଅରୁ ହାତୀକୁ ଉଦ୍ଧାର କଲା ବନବିଭାଗ

କେସିଙ୍ଗା, ୩୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅଧିନସ୍ଥ ସୌରାପଦର ଗ୍ରାମ ନିକଟରେ ଥିବା କାଜୁବାଦାମ ପରିସରରେ ଏକ କୂଅରେ ହାତୀ ପଡିଥିବାର ଜାଣି ଗ୍ରାମବାସୀ ସୋମବାର ରେଞ୍ଜରଙ୍କୁ ଜଣାଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଭିତ୍ତି କରି ବନ ବିଭାଗର ରେଞ୍ଜର…

ଗାଁ ଗାଁ ରେ ବିକ୍ରି ହେଉଛି ଦେଶୀ ବିଦେଶୀ ମଦ, ନିରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ସବୁଠି ମିଳୁଛି ଦେଶୀ ବିଦେଶୀ ମଦ। ପାନ ଦୋକାନ,ତେଜରାତି ଦୋକାନଠୁ ଆରମ୍ଭ କରି ପ୍ରତି ଗ୍ରାମର ଛକ ଓ ଜନଗହଳି ସ୍ଥାନମାନଙ୍କରେ ମଦ ଚୋରାରେ ମିଳୁଛି । ଫଳରେ ସବୁ ଗାଁରେ ଏବେ…

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୩୦।୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ…

ମୃତଦେହ ରଖି ରାସ୍ତାରୋକୋ

ବରଗଡ଼୍‌,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଗୋବିନ୍ଦ ଦେହେରୀ(୪୮)। ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ ସମ୍ମିଳିତ…

ବିନା କାରଣରେ ନିସ୍ତୁକ ପିଟିଲା ପୋଲିସ, ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ୟକ୍ତି

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ପୋଲିସ ସାଧାରଣ ଲୋକଙ୍କୁ ବିନା କାରଣରେ ମାଡ ମାରିବା ଘଟଣା ସାମ୍ନାକୁ ଆସିଛି। ରାଜନଗର ଥାନା ଅନ୍ତର୍ଗତ ହଂସିଣା ଗୁଳା ଗ୍ରାମର ପ୍ରମୋଦ ବିଶାଳ ନିଜ ଦୋକାନରେ ଥିବାବେଳେ ରାଜନଗର ଥାନା ଗାଡି ସେଠାରେ…

ଖାଲରେ ପଡିଲା ହାତୀ, ବାହାରିବାକୁ ଲଗାଇଛି କସରତ

ଭବାନୀପାଟଣା,୩୦।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ କାର୍ଯ୍ୟାଳୟ ଅଧିନସ୍ଥ ପରଲସିଙ୍ଗା -ସଁଅରାପଦର ରାସ୍ତା ପାର୍ଶରେ ଥିବା ଏକ ଖାଲରେ ସୋମବାର ସକାଳୁ ଏକ ବଣୁଆ ହାତୀ ପଡି ଯାଇଥିବା ଦେଖିବାକୁ ମିଳିଛି। ଏପରିକି ହାତୀଟି ବାହାରକୁ ଆସିବା…

ଆଦିବାସୀ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସଭା ଏମ୍‌ପି

ପାଟଣାଗଡ, ୩୦।୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ବ୍ଲକ ମୁଣ୍ଡାପଲା ଗାଁରେ ଅଖିଳ ଭାରତୀୟ ଗଣ୍ଡାୱାନ (ଗଣ୍ଡ) ସମାଜର ଆଦିବାସୀ ଭବନର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଏହି ଆଦିବାସୀ ଭବନଟି ଏମପି ଲାଣ୍ଡ ରାଜ୍ୟ ସଭା…

ପଦ୍ମ ଧରିଲେ ୯ ସମିତି ସଭ୍ୟାସଭ୍ୟ

କୁଜଙ୍ଗ,୩୦।୯(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତର ନିର୍ବାଚିତ ୯ ଜଣ ସମିତି ସଭ୍ୟାସଭ୍ୟ ରବିବାର ରାତିରେ ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଭାଜପା ସଦସ୍ୟ ସଂଖ୍ୟା ୧୨ରେ ପହଞ୍ଚତ୍ଛି। ଫଳରେ…

ବବିଙ୍କ ଆହ୍ବାନ କହିଲେ…

ରସୁଲପୁର,୩୦।୯(ରଞ୍ଜିତ ରାଉତ): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀର ରସୁଲପୁର ବ୍ଲକ ଶାଖା ବିଜେଡି ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ରବିବାର ସନ୍ଧ୍ୟାରେ କୁଆଖିଆସ୍ଥିତ ଏସ୍‌କେ ଲଜିଂ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡିର ପୂର୍ବତନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?