ଆମ ଜିଲା ଖବର

ଶୁଖୁଆରେ ମିଶାଯାଉଛି ଫର୍ମାଲିନ୍‌

ଅସ୍ତରଙ୍ଗ,୩୦।୯(ପ୍ରଦୀପ୍ତ କୁମାର ଦୀକ୍ଷିତ): ଅସ୍ତରଙ୍ଗ ଅଞ୍ଚଳର ବିଭିନ୍ନ ହାଟବଜାରରେ ବିକ୍ରି ହେଉଥିବା ଶୁଖୁଆର ମାନକୁ ନେଇ ପ୍ରଶ୍ନ ଉଠିଲାଣି। ଏଠାକାର ଶୁଖୁଆ ପ୍ରସ୍ତୁତିରେ କ୍ଷତିକାରକ ଫର୍ମାଲିନ ବ୍ୟବହାର କରାଯାଉଛି। ଏହି ଶୁଖୁଆ ଆଣି ବେପାରୀମାନେ ସ୍ଥାନୀୟ ହାଟବଜାରରେ ବିକ୍ରି କରୁଛନ୍ତି। ଏହାକୁ…

ମହାପ୍ରସାଦ ମାନ ଯାଞ୍ଚକୁ ବିରୋଧ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି): ତିରୁପତି ମନ୍ଦିରରେ ଲଡୁ ପ୍ରସାଦରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଶ୍ରୀମନ୍ଦିରରେ ମହାପ୍ରସାଦ ଓ ଦୀପରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ନେଇ ଆଶଙ୍କା ପ୍ରକାଶ ପାଇଛି। ମହାପ୍ରସାଦ ଓ ଘିଅର ମାନ ଯାଞ୍ଚ…

‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’

ଫୁଲବାଣୀ/ଗୋଚ୍ଛାପଡ଼ା, ୩୦ା୯(ରାକେଶ କୁମାର ରାଉତ/ରୋହିତ କହଁର): ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣା ପରେ ଗୋଟିଏ ପରେ ଗୋଟିଏ ପୋଲିସ…

ପଇଁତରା ମାରୁଛି ପ୍ରଶାସନ, ପୋଲିସ

ଭଦ୍ରକ/ଧାମନଗର,୩୦।୯ (ସନାତନ ରାଉତ/ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ ମହାପାତ୍ର): ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ସହରରେ ଉତ୍ତେଜନା ପରଠାରୁ ୧୬୩ ଧାରା ଜାରି ରହିଥିବା ବେଳେ ଜିଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଏହି ସେବା ବନ୍ଦ…

ପଶୁ ଠାରୁ ବଳିଗଲା ମଣିଷର ପାଶବିକତା: ଅସୁସ୍ଥ ଓଟକୁ ଛାଡ଼ି…

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଜୀବନ ସାରା ଓଟ ପିଠିରେ ବସାଇ ଟଙ୍କା କମାଇ ଥିବା ମାଲିକ ଶେଷରେ ପୋଷା ଅସୁସ୍ଥ ଓଟକୁ ବଲାଙ୍ଗୀର ରାଜରାସ୍ତାରେ ଅସହାୟ ଅବସ୍ଥାରେ ଛାଡି ଫେରାର ମାରିବା ଘଟଣା ହଇଚଇ ସୃଷ୍ଟି କରିଛି। ଅସୁସ୍ଥ ଓଟଟି ଦୀର୍ଘ…

ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ

ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ ଛାତ୍ରଙ୍କୁ ତିନି ମହଲାରୁ ଠେଲି ଦେଇଥିବା ମଧ୍ୟ ଜଣାପଡିଛି। ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଜିଲା…

ଫରେଷ୍ଟରଙ୍କ ଆତ୍ମହତ୍ୟା ମାମଲା: ଜାରିଙ୍ଗ ନର୍ସରୀରେ ତଦନ୍ତ ଆରମ୍ଭ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍‌ଓଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ବିଭାଗୀୟ ତଦନ୍ତ ଆରମ୍ଭ କରିଛି ବନ…

ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍‌ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହି ନୋଟିସ୍‌ରେ ଆସନ୍ତା ଅକ୍ଟୋବର ୧ତାରିଖରେ…

ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର

ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଉଭୟେ…

ଭବାନୀପାଟଣାରେ ପହଞ୍ଚିଲା ଶ୍ରୀକ୍ଷେତ୍ରର ୩ ରଥ ଚକ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ଶ୍ରୀକ୍ଷେତ୍ର ପୁରୀରୁ ତିନୋଟି ରଥର ତିନୋଟି ଚକ ଶନିବାର ସାରେ ଭବାନୀପାଟଣାରେ ପହଞ୍ଚିଛି`। ସହରର ପ୍ରବେଶ ଦ୍ୱାରରୁ ବଳଭଦ୍ରଙ୍କ ତାଳଧଜ, ଦେବୀ ସୁଭଦ୍ରାଙ୍କ ଦର୍ପ ଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଚକକୁ ତିନୋଟି ସୁସଜ୍ଜିତ ଯାନରେ…

ଗାଁରେ ବୁଲୁଛି ଭାଲୁ: ଗ୍ରାମବାସୀ ଭୟଭୀତ

କୋକସରା,୨୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ ଆମପାଣି ଫରେଷ୍ଟ ସେକ୍ସନ ପାତ୍ରବସା ଗାଁରେ ଏକ ଗୋଠ ଛଡା ଭାଲୁ କିଛି ଦିନ ହେଲା ବୁଲାବୁଲି କରୁଛି। ଏନେଇ ଗ୍ରାମବାସୀଙ୍କ ସହ…

ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l ମିଳିଥିବା ସୂଚନା ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?