ଆମ ଜିଲା ଖବର

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି। ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ା କେନ୍ଦୁଆଠାରେ ମନ କି ବାତ୍‌…

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି। ଉକ୍ତ…

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ ପାଟ୍ରୋଲିଂ…

ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ କରାଯାଇଛି। ବିଷ୍ଣୁ ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ।…

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା…

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ ପଏଣ୍ଟ ଆଦି ରହିଛି। ତେବେ ପର୍ଯ୍ୟଟକଙ୍କୁ ସବୁଠୁ ଅଧିକ ଆକୃଷ୍ଟ କରିଥାଏ ମିଡିୟୁବାନ୍ଦା ଜଳପ୍ରପାତ।…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମର ଫାଇଲ ଜବତ କଲା ଭିଜିଲାନ୍ସ

କେସିଙ୍ଗା,୨୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ଶନିବାର କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର କେସ୍‌ ରେକର୍ଡ ଫାଇଲ ଜବତ କରି ନେଇଛି। ସୂଚନା ଅନୁଯାୟୀ ୨୦୨୩-୨୪ ଆର୍ଥତ୍କ ବର୍ଷରେ ୧୦ ଲକ୍ଷ ଟଙ୍କା ବ୍ୟୟରେ…

ମାସିକ ୧୬ ବଦଳରେ ମିଳୁଛି ୧୧

ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା ଓ…

ବନିତାଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ସାତସପନ

ରାଜକନିକା,୨୯ା୯(ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା କରୁଛନ୍ତି। ହେଲେ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଏହି ଯୋଜନା ପହଞ୍ଚତ୍ ପାରୁନାହିଁ। ପ୍ରଶାସନ ଆଢୁଆଳରେ ରହି ଯାଉଛନ୍ତି ଅନେକ ପରିବାର। ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡିଏ ସେମାନଙ୍କ ପାଇଁ ନାହିଁ।…

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ ବିଭାଗ ପକ୍ଷରୁ ଏହାକୁ ଉଦ୍ଧାର କରାଯାଇ ନିକଟସ୍ଥ ବାଉଁଶଗଡ଼ି ନଦୀରେ ଛଡ଼ାଯାଇଛି। ଏପରି ଘଟଣା…

ପାରାଦୀପଗଡ଼ରେ ଜଳ ନିଷ୍କାସନରେ ସମସ୍ୟା ଉତ୍କଟ

ପାରାଦୀପ,୨୯।୯(ଶରତ ରାଉତ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ପାରାଦୀପଗଡ ପଞ୍ଚାୟତରେ ମାସାଧିକ ସମୟ ହେଲା ଗାଁରୁ ବର୍ଷାଜଳ ନିଷ୍କାସନ ହେଉନାହିଁ। ଗାଁ ଦାଣ୍ଡରେ ପାଣି ଜମି ରହୁଛି। ସେହି ପାଣିରେ ଆବର୍ଜନା, ଗୋବର, ପଙ୍କ, ମଳ,ମୂତ୍ର, ଗଛରୁ ଝଡ଼ୁଥିବା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?