ଆମ ଜିଲା ଖବର

ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ

କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି…

ଅନାହାରରେ ଆଖି ବୁଜିଲେ ମହିଳା

ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ ମୃତ୍ୟୁ। ମୃତକ ହେଲେ ଜଗତ୍‌ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି ନାଫେଡ ମାଧ୍ୟମରେ ସରକାର ଖାଉଟିଙ୍କୁ ସୁଲଭ ମୂଲ୍ୟରେ ପିଆଜ ଯୋଗାଇ ଦେଉଛନ୍ତି । ଗତ…

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ ଅଞ୍ଚଳର ମହମ୍ମଦ ଆମିର(୨୮)। ସେ ହତ୍ୟା କରିଥିବା ସ୍ବୀକାର କରିବା ପରେ ଶୁକ୍ରବାର ଘଟଣାସ୍ଥଳରେ…

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ ପଠାଯାଇଛି। ସେଠାରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ସହ ୨୪ ଘଣ୍ଟିଆ ଡାକ୍ତରୀଦଳ ନିରୀକ୍ଷଣ କରିବେ…

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ।…

ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଗତ ୧ ତାରିଖରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା।…

କାନ୍ଥତଳେ ଚାପିହୋଇ ଚାଲିଗଲା ୨ ବର୍ଷର ଶିଶୁ କନ୍ୟାଙ୍କ ଜୀବନ

ପାଟଣା,୨୭।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତର ବାରତଣିଆ ଗ୍ରାମର ଅଘଟଣ ଘଟିଛି। କାନ୍ଥ ତଳେ ଚାପି ହୋଇ ୨ ବର୍ଷ ଝିଅର ଜୀବନ ଯାଇଛି। ଗ୍ରାମର ଚିତରଞ୍ଜନ ମୁଣ୍ଡା ଏବଂ ତାଙ୍କ ୨ ଝିଅ…

ଶିକ୍ଷୟିତ୍ରୀଙ୍କ ଡେପୁଟେଶନକୁ ନେଇ ତାତିଗଲେ ଗ୍ରାମବାସୀ: ଆଉ ତା’ପରେ …

ତୁଣ୍ଡଲା,୨୭ା୯(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ତାଲଭଅଁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେଶନରେ ଅନ୍ୟ ବିଦ୍ୟାଳୟକୁ ପଠାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ସ୍କୁଲ ପରିଚାଳନା କମିଟି ସଭାପତି ସୁବାସ ଚନ୍ଦ୍ର…

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯: ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ କିଶୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?