ଆମ ଜିଲା ଖବର

ତୈଳ ଜାତୀୟ ଫସଲ ବୁଲି ଦେଖିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ ପାଇଁ ତୈଳ ଜାତୀୟ ଫସଲ ଜମି ବୁଲି ଦେଖିଛନ୍ତି। ପ୍ରକାଶ ଯେ, ସ୍ବେଛାସେବୀ ଅନୁଷ୍ଠାନ ଜାଗୃତି ର…

ପୁଅକୁ ବଞ୍ଚାଇବାକୁ ଯାଇ ବାପା ମୃତ, ସମ୍ପର୍କୀୟ ଗୁରୁତର

ଭଞ୍ଜନଗର,୨୭।୯: ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୁନାଖାଇ ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଘର…

ପର୍ଯ୍ୟଟନକ୍ଷେତ୍ରକୁ ସଫା ରଖିବାକୁ ଏମିତି କଲେ….

ବ୍ରାହ୍ମଣୀଗାଁ ୨୭।୯: (ମନୋରଞ୍ଜନ ରଣା) ଜଙ୍ଗଲ ଓ ପରିବେଶ ବିଭାଗର ବାଲିଗୁଡ଼ା ବନଖଣ୍ଡର ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯିବା ସହ ପର୍ଯ୍ୟଟନକ୍ଷେତ୍ରକୁ ସଫେଇ କରିବାକୁ ବନାଞ୍ଚଳ…

ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ ବ୍ଲକ ଅଞ୍ଚଳରେ ଏହି ଫାଇନାନ୍ସ କମ୍ପାନୀଗୁଡିକ କାର୍ଯ୍ୟାଳୟ ଖୋଲି ଲୋକଙ୍କୁ ଅବାଧରେ ଋଣ ପ୍ରଦାନ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା…

ପାଇନ୍‌ ବଣରୁ ମିଳିଲା ଶହ ଶହ କାଚ ବୋତଲ, ଚିନ୍ତାରେ ପରିବେଶବିତ୍‌

ଦାରିଙ୍ଗବାଡ଼ି,୨୭ା(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ସମେତ ବସ୍‌ଷ୍ଟାଣ୍ଡ ଆଦି ଅଞ୍ଚଳକୁ ସଫା କରାଯାଇଛି। ଚାରିଆଡ଼େ ଖାଲି କୁଢ଼କୁଢ଼…

ହଷ୍ଟେଲରୁ ମିଳିଲା ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ଼ ନୋଟରେ…

ବ୍ରହ୍ମପୁର,୨୭।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ପୋଲିସ ଶୁକ୍ରବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକ ଜଣଙ୍କ ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଶିଆଳ ଗ୍ରାମର ବିଦ୍ୟାଧର ଦାଶଙ୍କ ଝିଅ ଋତୁପର୍ଣ୍ଣା ଦାଶ (୧୯) ।…

ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା 

ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର ପ୍ରଶିଦ୍ଧ ଶୈବପିଠ ନୀଳଗିରି ଉପଖଣ୍ଡର ପଞ୍ଚଲିଙ୍ଗେଶ୍ବର ପୂଜା ମଣ୍ଡପ ଉପରେ ପାହାଡର ଝରଣା…

ବିଶ୍ୱ ପର୍ଯ୍ୟଟନ ଦିବସ: ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା-ପ୍ରଶାସନ

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଏଥିପାଇଁ ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ରହିଥିବା କଫି ବଗିଚା, ଡୁଲୁରୀ ପାଇନବଣକୁ ସଫେଇ କରାଯାଇଥିବାବେଳେ…

କଳାହାଣ୍ଡି ବିଜୟୀ, ଦ୍ୱିତୀୟ ମ୍ୟାଚ୍‌ରେ ବର୍ଷା ବାଧା

ବରଗଡ଼, ୨୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାରେ ଗୁରୁବାର କଳାହାଣ୍ଡି ଓ ନୂଆପଡ଼ା…

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି। ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି।…

ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି। ସେମାନଙ୍କ ଦୈନିକ ପାଠପଢା ମଧ୍ୟରେ କୃଷି ଭିତ୍ତିକ ଶିକ୍ଷା ସ୍ବତନ୍ତ୍ର ଭାବେ ରହିଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?