ଆମ ଜିଲା ଖବର

ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି। ସେମାନଙ୍କ ଦୈନିକ ପାଠପଢା ମଧ୍ୟରେ କୃଷି ଭିତ୍ତିକ ଶିକ୍ଷା ସ୍ବତନ୍ତ୍ର ଭାବେ ରହିଛି। ଏଥିରେ…

ସ୍ବଚ୍ଛ ଭାରତ ମିଶନରେ ଉତ୍ତମ ପ୍ରଦର୍ଶନ: ରାଜ୍ୟସ୍ତରରେ ଚମାଖଣ୍ଡି ପଞ୍ଚାୟତ ସମ୍ମାନିତ

ଛତ୍ରପୁର,୨୭।୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟ ସ୍ତରରେ ଆୟୋଜିତ ସଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ସ୍ବଚ୍ଛ ଭାରତ ମିଶନ-ଗ୍ରାମୀଣ ଯୋଜନାରେ ଉତ୍ତମ ପ୍ରଦର୍ଶନ କରିଥିବା ଯୋଗୁ ସମ୍ମାନିତ କରାଯାଇଅଛି। ସ୍ବଚ୍ଛ ଭାରତ…

ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା

ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଅଭିଯୋଗ ଅନୁସାରେ ସ୍କୁଲର ବିଜ୍ଞାନ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ନାମରେ ଛଅ…

ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ହେବ ଦରମା ଟଙ୍କା ମିଳିନାହିଁ। ଏହାକୁ ନେଇ ମିଶନ ଶକ୍ତିରେ କାର୍ଯ୍ୟରତ ୫ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ସିଆର୍‌ପି, ଏମ୍‌ବିକେ,…

‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ…

ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ…

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ, ଜଙ୍ଗଲ ଜମି, ପାହାଡ଼ କିସମ ଓ ଅନାବାଦୀ ଜମିକୁ କବ୍‌ଜା କରିବାକୁ କ୍ରଶର ବ୍ୟବସାୟୀମାନେ…

ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି

ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ୩ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ସାଧାରଣ ଲୋକ ନାହିଁ…

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ ସାମାନ୍ୟ…

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା ଜରିମାନା…

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?