ଆମ ଜିଲା ଖବର

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟ…

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି। ତୁହାକୁ ତୁହା ବର୍ଷା ଲାଗିରହିବାରୁ ସହର, ଗ୍ରାମ, ବଜାର, ହାଟ, ସ୍କୁଲ, କଲେଜ…

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ବୁଗୁଡ଼ା ନିକଟସ୍ଥ ନଗୁଡୁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ…

ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ଚାଲିଗଲା ଯୁବତୀଙ୍କ ଜୀବନ

ଭବାନୀପାଟଣା,୨୬।୯(ଉତ୍ତମ ଦାଶ): କଳାହାଣ୍ଡି ଜିଲା ସଦର ବ୍ଲକ ଯୁଗସାଏପାଟଣା ମାଣ୍ଡିଆବିରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାର ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ସୂଚନା ମୁତାବକ, ଯୁବତୀ ଜଣକ…

କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

ଛତ୍ରପୁର,୨୬ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କୁ ଗତ ୬ ମାସ ହେଲା ଦରମା ମିଳିନି। ଉକ୍ତ ବକେୟା ପାରିଶ୍ରମିକ ପ୍ରଦାନ ଦାବି ନେଇ ଏମାନେ କଲମ ଛାଡ଼ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା…

ମହାନଦୀ ମୁହାଣରୁ ସୁରକ୍ଷିତ ଉଦ୍ଧାର ହେଲେ ୧୪ ମତ୍ସ୍ୟଜୀବୀ

ଭୁବନେଶ୍ୱର,୨୬।୯: ପାରାଦୀପ ମହାନଦୀ ମୁହାଣରେ ଫସି ରହିଥିବା ୧୪ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ମତ୍ସ୍ୟଜୀବୀମାନେ ଗୁରୁବାର ଏକ ମାଛଧରା ବୋଟ ମଝି ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ହେଲେ ସମୁଦ୍ର ମଝିରେ ବୋଟ ଅଚଳ…

ପ୍ରଶାସନିକ ସ୍ତରରେ ବଡ଼ ପରିବର୍ତ୍ତନ: ବଦଳିଲେ ଦାରିଙ୍ଗବାଡ଼ି ବିଡିଓ, ଆସିଲେ…

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ରାଜ୍ୟରେ ଗତ ଦୁଇଦିନ ହେଲା ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଛି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବଦଳି ତାଲିକାରେ ଦାରିଙ୍ଗବାଡ଼ିକୁ ନୂତନ ବିଡିଓ ଭାବେ ପ୍ରୀତିରଞ୍ଜନ ରଥଙ୍କୁ ବଦଳି…

ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ

ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି ପ୍ରାୟ…

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି। ଘନଘନ…

ଠିକାଦାରଙ୍କ ମନମାନି: ରାସ୍ତା ଖୋଳି ଛାଡ଼ିଦେଲେ, ଗାତରେ ପଡ଼ି ଛାତ୍ରୀଛାତ୍ର ଆହତ

ବରୀ,୨୬ା୯(ମହେନ୍ଦ୍ର ସ୍ବାଇଁ): ପାନୀୟ ଜଳ ଯୋଗାଣ ନିମନ୍ତେ ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର ହୋଇଛି। କିନ୍ତୁ ଦାୟିତ୍ୱରେ ଥିବା ଠିକାଦାର ନିଜର ମନମାନି ଯୋଗୁ ଦୀର୍ଘଦିନ ଧରି ଗ୍ରାମ୍ୟ ରାସ୍ତାକୁ ଖୋଳି ଦେଇ କାର୍ଯ୍ୟ ନ କରିବାରୁ ଯାତାୟାତରେ ଲୋକମାନେ ନାହିଁ…

ବଦଳିଲେ ୪୩ଜଣ ବିଡିଓ, ଜାଣନ୍ତୁ ଆପଣଙ୍କ ବ୍ଲକ୍‌ର କିଏ…

ଭୁବନେଶ୍ୱର,୨୬।୯: ଓଏଏସ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ…

ଠାକୁରାଣୀଙ୍କ ପାଖରେ ଅଧିଆ ପଡ଼ିଥିଲେ ଅବସରପ୍ରାପ୍ତ ଶିକ୍ଷକ, ହାରିଦେଲେ ଜୀବନ

ଧରାକୋଟ,୨୬ା୯: ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅନ୍ତର୍ଗତ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ପ୍ରଖ୍ୟାତ ମା’ ଘୋଡ଼ାଦେଇ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ବୁଧବାର ବିଳମ୍ବିତ ରାତିରେ ମନ୍ଦିର ଭୋଜନାଳୟ ରେଲିଂରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?