ପୁଣି ଏକ ମାଈ ହାତୀର ଜୀବନ ଗଲା
କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍ଓ ଧନରାଜ ଏଚ୍ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ…
ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ
ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ ପଟୁଆରରେ…
ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ
ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ ନେଇ ପ୍ରଶାସନ ପାଖରେ କୌଣସି ସୂଚନା ନାହିଁ । ସୂଚନାନୁସାରେ, ଏହି ହେଲିକପ୍ଟରଟି ACE…
ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି, ସୌଭାଗ୍ୟକ୍ରମେ ତାଙ୍କ ସ୍ବାମୀ ରକ୍ଷା ପାଇଯାଇଛନ୍ତି। ମୃତ ମହିଳାଙ୍କ ଘର ଗତିରାଉତ ପାଟଣାରେ ବୋଲି…
ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍ବ ଯାତ୍ରୀ
ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଗାଡିକୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଏହି ବଡ ଦୁର୍ଘଟଣାରୁ…
ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର
ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ଯୋଗୁ ବିଦ୍ୟୁତ ଖୁଣ୍ଟଗୁଡିକ ଉପୁଡି ପଡିବା ସହ ବାଉଁଶୁଳି…
ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ
ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଛି ଏହି ଯାତ୍ରୀବାହୀ ବସ।…
ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା
ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ ଲାଗି ଜଙ୍ଗଲ ଜଳିବାରେ ଲାଗିଛି। ବୁଧବାର ପାଟଣା ରେଞ୍ଜର ସୋରାସକୋଲା, ଭିମାପଡ଼ା ବଲାଣିପଶି ଗ୍ରାମ୍ୟ…
କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ
କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ଜଣେ ବୃଦ୍ଧାଙ୍କର ମୃତ୍ୟୁଘଟିଛି। ଏନେଇ ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଜଣାଯାଇଛି। ମିଳିଥିବା…
ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ
ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍ ନଂ ୧୨୨/୨୪ରେ ମାମଲା ରୁଜୁ କରିବା ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ବାଇକ୍ ସହ ପିଟିହେଲା ବାଇକ୍: ୨ ଜଣଙ୍କ ଜୀବନ ଗଲା, ୨ ଆହତ
ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍. କ୍ରିଷ୍ଣା…
ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ
ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ସାରି ସେ ନିକଟିସ୍ଥ ଡଙ୍ଗରିଗୁଡା ଗ୍ରାମର ଦଳିତ ଗରିବ ପରିବାରର ଗଗନ…
Archives


