ଆମ ଜିଲା ଖବର

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ ସ୍କ୍ରାପ୍‌ ବ୍ୟବସାୟକୁ ନେଇ ବୁବୁଙ୍କୁ ହତ୍ୟା କରାଯାଇଥିବା ପୋଲିସ କହିଛି। ଏହି ଘଟଣାରେ…

ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌ ପୋଲିସର ଆଉ ଏକ ଥାନା ନାଁରେ ଥାର୍ଡ ଡିଗ୍ରୀ ଅଭିଯୋଗ ଆସିଛି। ବାଲିପାଟଣା…

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ବୁଲା କୁକୁର ଓ ଗୋରୁ ଜମା ହୋଇ…

ପୋଲ ଉପରେ ୫ଫୁଟ୍‌ର ବର୍ଷାପାଣି

ପାଟଣା,୨୫।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତର ନୂଆପଡ଼ା ଦେଇ ଯାଇଥିବା ସୀତା ନଦୀ ପୋଲ ଉପରେ ମଙ୍ଗଳବାର ଅପରାହ୍ନରୁ ୫ ଫୁଟ୍‌ର ବର୍ଷାଜଳ ପ୍ରବାହିତ ହୋଇଥିଲା। ଫଳରେ ପାଟଣା ବ୍ଲକରୁ ଘଟଗଁା ଓ ଢେଙ୍କିକୋଟକୁ ଯୋଗଯୋଗ ବିଚ୍ଛିନ୍ନ…

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨% ବୈଜ୍ଞାନିକ…

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ ଓଡ଼ିଶାରେ ପହଞ୍ଚୁଛି। ରାଇବଣିଆ ଅଞ୍ଚଳର ପ୍ରତ୍ୟେକ ଛୋଟ ଏବଂ ବଡ ପାନ ଦୋକାନରେ…

ବିଦ୍ୟୁତ୍‌ କାର୍ଯ୍ୟାଳୟ ହୋହଲ୍ଲା: ଘେରିଲେ …

ପାଟଣା,୨୫।୧(ବୀରକିଶୋର ଦାଶ)ଚ ଅଘୋଷିତ ବିଦ୍ୟୁତ୍‌କାଟ୍‌ ପ୍ରତିବାଦରେ ଉପଭୋକ୍ତାମାନେ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଉପଖଣ୍ଡ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ମଙ୍ଗଳବାର ଅପରାହ୍ନରେ ଘେରାଉ କରିଥିଲେ। ସବ୍‌ ଷ୍ଟେଶନ ଅଞ୍ଚଳରେ ଥିବା ଷଡ଼ଙ୍ଗୀ, ଫୁଲ କଅଁଳେଇ, ବାଉଟିଆ ପଦା, ବୁଢ଼ୀକାପୁଡ଼ି ଓ କିଆପଡ଼ା…

ପୋଲିସକୁ ନାକେଦମ କଲେଣି ଯୁବକ: କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ

ବଣାଇଁ,୨୫।୯: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ଗଁାରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛନ୍ତି। ସେ ଧନୁତୀର ଧରି ଡରାଇବା ସହ ବେଳେବେଳେ ତୀର ବି ମାରୁଛନ୍ତି। ଯୁବକଙ୍କୁ କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ, ଅଗ୍ନିଶମ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଯୋଡା, ୨୪ା୯(ମାନସ ମହାନ୍ତି)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରିଛି। ନାବାଳିକାଙ୍କ ବୟାନକୁ ଭିତ୍ତି କରି ପୋଲିସ…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର ବିଧାୟକ…

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ ଅବାଧ ଓ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ…

ରାଜ୍ୟ ସରକାର, ନାଲ୍‌କୋ, ଇଡ୍‌କୋକୁ ନୋଟିସ

କଟକ,୨୫ା୯ (କାର୍ତ୍ତିକ ସାହୁ):କଳିଙ୍ଗ କୋଲ ମାଇନ୍ସ ପାଇଁ ଅଧିଗୃହୀତ ଜମି ନାଲକୋ ରେଲଓ୍ବେ ସାଇଡିଂ ନିମନ୍ତେ ବ୍ୟବହାର କରାଯିବା ବିରୋଧରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?