ଆମ ଜିଲା ଖବର

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି । ଦେବଗଡ ଶିକ୍ଷାବିତ୍ ଡ. ରାମଚନ୍ଦ୍ର ମହାପାତ୍ର କହିଛନ୍ତି  ବଜେଟ୍…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ ନେଇ ୱାର୍ଡବାସୀଙ୍କ ଯାତାୟାତରେ ସମସ୍ୟା ହେଉଛି। ଗତ କିଛିଦିନ ହେଲା ଏହି ୱାର୍ଡରେ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ପରଲୋକ ଗମନ କରିଛନ୍ତି। ଏହି ଖବର ଭଞ୍ଜନଗରରେ ପ୍ରଚାରିତ ହେବା ପରେ ଶୋକର…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍‌ରେଜ୍‌ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ କଲେଜ ପଛ ପଟେ ରହୁଥିହା ଭଡ଼ାଘରୁ ଫ୍ୟାନ୍‌ରେ ଝୁଲନ୍ତା ମୃତଦେହକୁ ବୋଲଗଡ଼ ପୋଲିସ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି ”ମାଁ ରାମଚଣ୍ଡିମହୋତ୍ସବ-.୨୦୨୬“ ଅନୁଷ୍ଠିତ ହେବ। ମା’ଙ୍କ ନୂତନ ମନ୍ଦିର ପ୍ରତିଷ୍ଠାର ତୃତୀୟ ବାର୍ଷିକ…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ ମିଥ୍ୟା ଅଭିଯୋଗରେ ପୋଲିସର ଗିରଫଦାରୀ ପ୍ରତିବାଦରେ ଗ୍ରାମବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା ଜଣେ ଆରୋହୀଙ୍କୁ ପୋଲିସ ଗାଡି ଧକ୍କା ଦେଇଥିଲା। ଏଥିରେ ଜଣଙ୍କ  ମୃତ୍ୟୁ ଘଟିଥିବା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଗୋରୁ ମାଫିଆମାନେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ସିପୁ ଜଙ୍ଗଲରେ ଲୁଚିଥିବା ଖବରପାଇ ଅପରେଶନ ଆରମ୍ଭ ହୋଇଥିଲା। ପରେ ତାଙ୍କୁ ଏନକାଉଣ୍ଟର…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ ଶନିବାର କୋର୍ଟଚାଲାଣ କରିଛି । ଗିରଫ ଯୁବକ ଅନୁଗୁଳ ଜିଲା ଠାକୁରଗଡ ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri