ଆମ ଜିଲା ଖବର

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ ଢ଼ଙ୍ଗରେ ପାଳନ କରିଛନ୍ତି। ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରି ସେ କୌଣସି…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। କୃତକାର୍ଯ୍ୟ ହୋଇଥିବା…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି ପାସ୍‌ ହେବାରେ ବିଳମ୍ବକୁ କେନ୍ଦ୍ର କରି ଜଣେ ଟ୍ରେଲର ଚାଳକ ଓ ତାଙ୍କ…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ସନ୍ତରା ପଞ୍ଚାୟତରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ଦିଗପହଣ୍ଡିରେ ପ୍ରସ୍ତୁତି: ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ୱ ବଙ୍ଗଳା ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ…

ତୃତୀୟ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆକାଶ: ଚିଲିଦା ଗ୍ରାମ ପାଇଁ ଆଣିଲେ ଗୌରବ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମଣା ପଞ୍ଚାୟତ ଚିଲିଦା ଗ୍ରାମର ମେଧାବୀ ଛାତ୍ର ଆକାଶ ସବ୍ୟସାଚୀ ମହାନ୍ତ ଜାତୀୟସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (ୟୁଜି)-୨୦୨୬’ରେ ସଫଳତା ହାସଲ କରିଛନ୍ତି। ସେ ସର୍ବଭାରତୀୟ ସ୍ତରରେ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲିପ ରାଉତରାଏ ଗତ ଗୁରୁବାର ଓ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ ହୋଇଛି। ଗୁରୁବାର ପରମ୍ପରା ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଥିବା ବେଳେ ମାତ୍ର ୩୦…

ଭୋଟରଙ୍କ ଆପତ୍ତି ଅଭିଯୋଗ ଶୁଣାଣି ଶିବିର: ସ୍ଥିତି ସମୀକ୍ଷା କଲେ ଭଞ୍ଜନଗର ଉପଜିଲାପାଳ

ଭଞ୍ଜନଗର, ୧୮।୭ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍.) ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ଇଲେକ୍ଟୋରାଲ୍ ରେଜିଷ୍ଟ୍ରେସନ୍ ଅଫିସର (ଇ.ଆର୍.ଓ.) ତଥା ଉପଜିଲାପାଳ…

ପ୍ରଥମ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆଶିଷ: ଗଣ୍ଡାବାହାଲ ଗ୍ରାମ ପାଇଁ ଆଣିଲେ ଗୌରବ

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଗଣ୍ଡାବାହାଲ ଗ୍ରାମର ମେଧାବୀ ଛାତ୍ର ଆଶିଷ କୁମାର ମିଶ୍ର ପ୍ରଥମ ପ୍ରୟାସରେ ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (ୟୁଜି)’ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ପାରିବାରିକ କଳହ ପରେ ସେ ଏପରି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି।…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। କିନ୍ତୁ ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ଯାତାୟାତ ପାଇଁ ସିଧାସଳଖ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?