ଆମ ଜିଲା ଖବର

ଲଘୁଚାପ ସକ୍ରିୟ: ଏହି ୧୮ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ…

ନକଲି ତେଲ, ନାମୀ ବ୍ରାଣ୍ଡ୍‌

ବ୍ରହ୍ମପୁର,୨୫ା୯(ସୁବାସ ଚନ୍ଦ୍ର ପାଢ଼ୀ):ଦକ୍ଷିଣ ଓଡ଼ିଶାର ବାଣିଜି୍ୟକ ପେଣ୍ଠସ୍ଥଳ ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ଚିନ୍ତା ବଢ଼ାଇଛି। ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ ହେଉଥିବାରୁ ଯେକୌଣସି ଜିନିଷ କିଣିବା ବେଳେ ଗ୍ରାହକଙ୍କ ମନରେ ସନ୍ଦେହ ସୃଷ୍ଟି ହେଉଛି। ସହରରେ ପୂର୍ବରୁ…

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ମଙ୍ଗଳବାର…

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଛି। ଏହା ପରଠାରୁ ତାଙ୍କୁ ଘରେ ଭତ୍ତା ଦିଆଯିବ ବୋଲି ତେଲକୋଇ ବ୍ଲକ ପକ୍ଷରୁ…

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ ମିଳୁଥିବା ବେଳେ ମଙ୍ଗଳବାର ଏଭଳି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା…

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାରପର୍ବ ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ପବିତ୍ର ମୂଳାଷ୍ଟମି ଠାରୁ…

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ ୨ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଏମାନେ ସଙ୍ଗଠନରେ ରହି ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିଲେ।…

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି ଦୁଇ ଅଭିଯୁକ୍ତ। ଟାୱାର ଉପରେ ଥାଇ ଘଟଣାକୁ ଦେଖିଥିବା ଜଣେ ବ୍ୟକ୍ତିଙ୍କର ବୟାନ ପୋଲିସ…

ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି ପାଇଁ ରକ୍ତଦାନ କରି ବହୁ ସଂଖ୍ୟକ ରକ୍ତଦାତା ଏକଥା କହିଛନ୍ତି । ଯାଜପୁରର ଏକ…

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ ଯୁବକ ଗତକାଲି ଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ଏହା ମୋର ବୋଲି ଦାବୀ…

ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା ଆଜି କି କାଲି ନୁହେଁ, ପିଢ଼ି ପିଢ଼ି ଧରି ବିଶ୍ୱାସ ରହିଆସିଛି। ଆତ୍ମ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?