ଆମ ଜିଲା ଖବର

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ ଥିବା ବିଶ୍ରାମାଗାର ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ନିତିଦିନିଆ ଏହି ରାସ୍ତା ଦେଇ ବିଭିନ୍ନ…

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା…

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ ମିଳିଛି ତେଲକୋଇ ବ୍ଲକ ରାଇସୁଆଁ ପଞ୍ଚାୟତର ରାଇସୁଆଁ ଗ୍ରାମରେ ଦେଖିବାକୁ ମିଳିଛି। ରାଇସୁଆଁ ଗାଁ…

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି। ଦଶହରା ଓ ଲକ୍ଷ୍ମୀପୂଜା ପାଇଁ ଦାରିଙ୍ଗବାଡି ଓ ଏହାର ଆଖପାଖରେ ଶୁଭଖୁଣ୍ଟି ସ୍ଥାପନ କରି…

ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…

ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ ବଦଳରେ ନିମ୍ନମାନର ଗୋରୁକୁଣ୍ଡକୁ ଯିବାଭଳି ଖାଦ୍ୟ ପ୍ରଦାନ କରାଯାଉଛି। ପୂର୍ବରୁ ଏ ନେଇ ଅଭିଯୋଗ…

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକର ଆରାଧ୍ୟ ଦେବୀ ମା’କଟକ ଚଣ୍ଡୀ ଏବଂ ଗଡଚଣ୍ଡୀଙ୍କ ଷୋଡ଼ଶ ଉପଚାର ପୂଜା…

ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍‌ସା

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ ଭେଟିଛନ୍ତି। ଏହି ସମୟରେ ଲିନ୍‌ସାଙ୍କ ସହ ତାଙ୍କ ଗ୍ରାମର ଅନ୍ୟ ଭଦ୍ର ଲୋକ ଉପସ୍ଥିତ…

ଗୋଟିଏ ଗଛରେ ଝୁଲିପଡିଲେ ପ୍ରେମୀଯୁଗଳ

ଉମରକୋଟ,୨୪।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ରାଇଘର ବ୍ଳକ ଭୁରଖାମହୁଲି ଗାଁ ନିକଟରେ ଥିବା ଏକ ପିପଳି ଗଛ ଡାଳରେ ପ୍ରେମୀ ଯୁଗଳଙ୍କ ମୃତଶରୀର ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ମିଳିଛି । ରାଇଘର ବ୍ଳକ ଭୁରଖାମହୁଲି ଗାଁର ରେମଲାଲ ଗଣ୍ଡ (୧୮) ଏବଂ…

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ ପୀଠରେ…

ହସ ଖୁସିର ସଂସାର ଉଜାଡି ଦେଲା କ୍ୟାନ୍ସର: ସରକାରୀ ପ୍ରୋତ୍ସାହନରୁ ବଞ୍ଚିତ ଆକାଶ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):ଦିନ ଥିଲା ଗାଡି ଚଳାଇ ଘରକୁ ବଡ଼ ହସ ଖୁସିରେ ଚଳାଉଥିଲେ। ଦିନ ରାତି ପରିଶ୍ରମ କରିବାକୁ ପଛାଉ ନ ଥିଲେ। ଯେତିକି ରୋଜଗାର ଆସୁଥିଲା ସେତିକିରେ ନିଜ ସ୍ତ୍ରୀ ଆଉ ଛୋଟ ଶିଶୁଙ୍କୁ ହସ ଖୁସିରେ…

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ କଟକ…

ସୁସ୍ମିତାଙ୍କ ଡାକ୍ତର ହେବା ସ୍ବପ୍ନ ଚୁରମାର୍‌: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ସ୍ବପ୍ନ ଚୁରମାର୍‌ ହୋଇଛି। ଡାକ୍ତର ହେବାକୁ ଇଚ୍ଛା ରଖି ବିଜ୍ଞାନ ପଢ଼ୁଥିବା ସୁସ୍ମିତା ଦୁର୍ଘଟଣାର ଶିକାର ହୋଇଛନ୍ତି। ଅର୍ଥ ବାଧକ ସାଜିବାରୁ ସେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?