ଆମ ଜିଲା ଖବର

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏଥିସହ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ନିରୀହ ଆଦିବାସୀ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ…

ଜିଲାପାଳଙ୍କ ଜନ ଶୁଣାଣି: ୧୦୮ ଅଭିଯୋଗ ପଞ୍ଜୀକୃତ

କୋକସରା,୨୩ା୯ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର କୋକସରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ସ୍ନେହାପ୍ରଭା ମାଝିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଧର୍ମଗଡ଼ ଉପ ଜିଲାପାଳ ଧୀମାନ ଚକମା,…

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ମୃତ୍ୟୁ ଘଟଣା: ଗାୟକଙ୍କ ବିରୋଧରେ ଏତଲା ଦେଲେ ମା’, ଭଉଣୀ

ଭବାନୀପାଟଣା,୨୩।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ହୋଇଥିଲା। ସ୍କ୍ରବ ଟାଇଫସରେ ତାଙ୍କ ମୃତ୍ୟୁ ହେଇଥିବା ଡାକ୍ତର କହୁଥିବା ବେଳେ ତାଙ୍କ…

କଳାହାଣ୍ଡିରେ ବିଜେଡି ଛାଡିଲେ ପ୍ରଦୀପ ଦାସ, ନବୀନଙ୍କୁ ଲେଖିଲେ ଚିଠି

ଭବାନୀପାଟଣା,୨୩।୯( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ନେତା ପ୍ରଦୀପ ଦାସ ମଙ୍ଗଳବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫା ପତ୍ରକୁ ଜିଲା ସଭାପତି ଜରିଆରେ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି ।…

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ କରି ପୋଲିସ ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏହି ଘଟଣାରେ…

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ।…

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ଏଏନଏମଙ୍କ କ୍ୱାର୍ଟର ଭିତରେ ଏଏନଏମଙ୍କ ଓଢଣୀ ଲଗାଇ ପୁରୁଷ ବନ୍ଧୁ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତିକରି ଥାନା ସ୍ଥାନୀୟ ପୋଲିସ ମାମଲା ନଂ.୩୫୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ…

ପଦ୍ମପୁରକୁ ନୂତନ ବ୍ଲକ ଗଠନ ପାଇଁ ଦାବି: ଶୁଣିନଥିଲେ ପୂର୍ବ ସରକାର, ଏବେ ମୁଖ୍ୟମନ୍ତ୍ରୀକୁ ପୁଣି ଦେଲେ ଦାବିପତ୍ର

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁରକୁ ନୂତନ ବ୍ଲକ ଗଠନ ମାନ୍ୟତା ଦାବିରେ ଶକ୍ତି ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ସମ୍ପର୍କରେ ଦାବି ଉପସ୍ଥାପନ କରାଯାଇ ଆସୁଥିଲେ…

ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡରେ ସାପ କାମୁଡି…

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ୨୦୨୩ ମେ ୨୬ ତାରିଖ ଜଗଦଳପୁର ଗ୍ରାମର ଜି.ଲକ୍ଷ୍ମୀ ପାତ୍ର (୩୮)ଙ୍କ ମୃତଦେହ ଗାଁ ଶ୍ମଶାନରୁ ଜବତ କରିଥିଲା। ଏହା ଏକ ହତ୍ୟା ମାମଲା ସ୍ପଷ୍ଟ ହେବା ପରେ ପୋଲିସ ହତ୍ୟାକାରୀ ସ୍ୱାମୀ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ରାଗିଙ୍ଗ୍‌ ଅଭିଯୋଗ

ବ୍ରହ୍ମପୁର,୨୩।୯(ସ୍ବାଧୀନ ଶେଖର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଛାତ୍ରାବାସରେ ରାଗିଙ୍ଗ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ବିଶ୍ୱବିଦ୍ୟାଳୟର ନୂତନ ଛାତ୍ରାବାସରେ ୨୦୨୪ ଶିକ୍ଷାବର୍ଷ ପ୍ରଥମ ବର୍ଷର ଛାତ୍ରମାନେ ରହୁଥିବା ବେଳେ ଶନିବାର ରାତିରେ ଦ୍ୱିତୀୟ ବର୍ଷର କିଛି ଛାତ୍ର ନୂତନ ଛାତ୍ରାବାସକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?