ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ରାଗିଙ୍ଗ୍ ଅଭିଯୋଗ
ବ୍ରହ୍ମପୁର,୨୩।୯(ସ୍ବାଧୀନ ଶେଖର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଛାତ୍ରାବାସରେ ରାଗିଙ୍ଗ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ବିଶ୍ୱବିଦ୍ୟାଳୟର ନୂତନ ଛାତ୍ରାବାସରେ ୨୦୨୪ ଶିକ୍ଷାବର୍ଷ ପ୍ରଥମ ବର୍ଷର ଛାତ୍ରମାନେ ରହୁଥିବା ବେଳେ ଶନିବାର ରାତିରେ ଦ୍ୱିତୀୟ ବର୍ଷର କିଛି ଛାତ୍ର ନୂତନ ଛାତ୍ରାବାସକୁ ଯାଇ…
ଅନୁପସ୍ଥିତ ଥିଲେ ସିଡିପିଓ, ଛତୁଆ କେନ୍ଦ୍ରରେ ହଠାତ୍ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…
କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ କରାଯାଇଛି। ତେବେ ରାଜ୍ୟରେ ମିଳୁଥିବା ଛତୁଆ ଖାଦ୍ୟ ଉପଯୋଗୀ ନ ହୋଇ ନିମ୍ନମାନର ହେଉଥିବା…
କାମୁଡିଲା ସାପ: ଅଙ୍ଗନୱାଡି କର୍ମୀଙ୍କୁ ଡାକ୍ତରଖାନାକୁ ନ ନେଇ ନେଇଥିଲେ ଗୁଣିଆ ପାଖକୁ, ତା’ପରେ…
ଗଜପତି,୨୩।୯(ଗିରିଧାରୀ ପରିଛା): ଅନ୍ଧ ବିଶ୍ବାସର କରୁଣ ପରିଣତି। ସାପ କାମୁଡାରେ ଅଙ୍ଗନୱାଡି କର୍ମୀ ମୃତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଦମାଦୁଆ ଗ୍ରାମ ପଞ୍ଚାୟତ ଘୋଡ଼ାପଙ୍କା ଗାଁରେ। ଗାଁର ବିପିନ କୁମାର ପାଟମାଝୀଙ୍କ ସ୍ତ୍ରୀ…
ଧରାପୃଷ୍ଠକୁ ଆସୁଛନ୍ତି ମା’: ଶାରଦୀୟ ଦୁର୍ଗାପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି
ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍ଏସି ୧୦ ନମ୍ପର ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟି ତରଫରୁ ମା’ଙ୍କ ଶାରଦୀୟ ପୂଜା ସକାଶେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି । ପଣ୍ଡିତ ରଞ୍ଜନ ମିଶ୍ରଙ୍କ ତତ୍ତାବଧାନରେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ…
ପୋର୍ଟ, ଆଇଆରଇଏଲରେ ମିଳୁନି ନିଯୁକ୍ତି: ରାସ୍ତା ଅବରୋଧ କରିବେ ପଞ୍ଚାୟତବାସୀ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପକଣ୍ଠରେ ଥିବା ଗୋପାଳପୁର ପୋର୍ଟ ଓ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆରଇଏଲ)ରେ ସ୍ଥାନୀୟ ଗରିବ ଯୁବତୀ ଓ ଯୁବକଙ୍କୁ ନିଯୁକ୍ତି ମିଳୁନି। ଏନେଇ ବାରମ୍ବାର ଦାବି ସହ ଧାରଣା ଆନ୍ଦୋଳନ କରାଯାଇଛି। ମାତ୍ର ଏହା…
ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା
ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ଦେବୀପୀଠ ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। କେତେଜଣ…
ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡ଼ିକ ପକ୍ଷରୁ ଆଜି ଦେଶବ୍ୟାପୀ କଳା ଦିବସ ପାଳନ କରିବା ପାଇଁ ଆହ୍ବାନ ଦେଇଥିଲେ।…
ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ
ମୋରଡ଼ା,୨୩ା୯(ସ୍ମାରକ ମାଜୀ): ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍ ହୋଇ ବସି ପଡୁଛି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ମୁତାବକ, ଗତ ୨୧…
କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି
କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍ କରିଛି…
ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….
ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ ଦିଗାଲ୍ଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ଏପରିକି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା…
ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍ ନୋଟ୍ରେ ଥିଲା…
ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍ ଆରମ୍ଭ ହୋଇଛି। ସୁଇସାଇଡ୍ ନୋଟ୍ରେ ଡିଏଫ୍ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍…
ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ ଓ ଜଣେ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ୨ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ରୀ…

