ମଞ୍ଚକୁ ଆଇଟମ୍ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ
ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍ ଗର୍ଲ ଆସିବାର ଥିଲା। ମାତ୍ର ଏଥିରେ ବିଳମ୍ବ ହେବାରୁ ଦର୍ଶକ ଉତ୍ତ୍ୟକ୍ତ ହୋଇ ମଞ୍ଚ ଉପରକୁ ଚେୟାର,…
ବିରୂପା ବ୍ରିଜ୍ ଉପରେ ସାଇକେଲ୍ ମୋବାଇଲ ରଖି …
କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ…
ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍ଘାଟନ କଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍ଘାଟନ…
ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ
ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ, ଲୋକଙ୍କ କଥା ଶୁଣିବାକୁ ବିଧାୟକ ଖିଲ ତାଙ୍କ କିଛି ସମର୍ଥକ ଏକ ଦେଶୀ ଡଙ୍ଗାରେ…
ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…
ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ…
ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା…
ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର
କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ କରିଥିବା ବେଳେ ଏହାକୁ ସରପଞ୍ଚ ସଂଘ ସମର୍ଥନ କରୁଥିବା ନେଇ ସାମାଜିକ ଗଣମାଧ୍ୟମ ଓ…
ଟ୍ରକ-ବାଇକ୍ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର
ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସୋରଳ…
ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ମାମଲାରେ ସମ୍ପୃକ୍ତ ଗଜପତି…
ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….
ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ ହେଲେ ଖଲ୍ଲିକୋଟର ତୋଫାନ ମହାରଣା ଏବଂ ପୁରୁଷୋତ୍ତମପୁରର ତିରୁପତି ଦୋରା। ପୁରୁଷୋତ୍ତମପୁରେ ଗତ ୧୨…
ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର
ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍ରେ ପିଟି ଜ୍ବାଇଁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ହେଲେ ଲୋଚନ…

