ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର
କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ ଟ୍ରଲର ଧକ୍କାରେ ଦୁଇ ଜଣ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଦ୍ବୟ ହେଲେ ରାଇସୁଆଁ…
୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ
ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି ଗଣବଳାତ୍କାର ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ବେଳେ ପୀଡିତାଙ୍କୁ…
ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ
କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି ପ୍ରହରରେ ବୁଲୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଭାଲୁଟି ନିଜର ଗୋଠରୁ…
ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ ଶେଷ ହୋଇଛି। ଯଦିଓ କାଲି ପାଇଁ ମଧ୍ୟ ସମୟ ଥିଲା, କିନ୍ତୁ ଆଜି ସର୍ଭେ…
୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା
ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ ପୁରୀ ରାମଚଣ୍ଡୀ ଥାନା ଅଧୀନ ଛଇତନା ବଜାରରେ ମାଗଣାରେ ଲୋକଙ୍କୁ ଚିକେନ ପକୋଡ଼ା ବଣ୍ଟା…
ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍ପି…
ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ
କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ ଶୋଚନୀୟ ହେବାରେ ଲାଗିଛି। ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ପଞ୍ଚାୟତ କାର୍ଯ୍ୟାଳୟକୁ ପଞ୍ଚାୟତବାସୀ…
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ
କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ…
୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ
ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି । ଏକ ମାତ୍ର ଭରସା ବିଏସଏନଏଲ ନେଟୱାର୍କ ଅଚଳ ହୋଇଥିଲେ ସୁଦ୍ଧା ବିଭାଗୀୟ ଅଧିକାରୀ ଏହାକୁ…
ପୁଣି ଲଜ୍ଜା: ମାର୍କେଟ୍ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ
ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର ଶିକାର ହୋଇଥିବା ସାନଙ୍କ ବୟସ ୮ ବର୍ଷ ଏବଂ ବଡ଼ଙ୍କ ବୟସ ୧୨ ବର୍ଷ।…
ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ
ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ ବିରୋଧ କରିଥିଲେ ବ୍ୟକ୍ତି। ହେଲେ କେହି ଶୁଣି ନ ଥିଲେ ତାଙ୍କ କଥା। କେହି…
ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…
ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ…

