ଆମ ଜିଲା ଖବର

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ ସମବାୟ ସମିତିର ନିବନ୍ଧକ (ଆରସିଏସ୍‌) ହସ୍ତକ୍ଷେପ କରିଛନ୍ତି। ଏହି ମର୍ମରେ ଆର୍‌ସିଏସ୍‌ ପକ୍ଷରୁ ଯୁଗ୍ମ…

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍‌ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି ଦିନ ପରେ ଶାରଦୀୟ ଛୁଟିରେ ପ୍ରବଳ ଭିଡ଼ ଜମିବ। ହେଲେ ଦାରିଙ୍ଗବାଡିକୁ ଆସୁଥିବା ପର୍ଯ୍ୟଟକମାନେ…

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ ଉପଜିଲାପାଳ ଅମିତ କୁମାର…

‘ବିଜେଡି ପ୍ରତିଶ୍ରୁତି ଅନୁଯାୟୀ ଷ୍ଟିଲ୍‌ ପ୍ଲାଣ୍ଟ କୁଆଡ଼େ ଗଲା’

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ଦ୍ୱିତୀୟ ଗସ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲାଇଭ୍‌ ସେଭର୍ସ ଗ୍ରୁପ୍‌ ଟ୍ରଷ୍ଟର ତୃତୀୟ ବାର୍ଷିକ…

ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ…

ଫରେଷ୍ଟର ଆମତ୍ହତ୍ୟା ମାମଲା:ବିଭାଗୀୟ ଅଧିକାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସ୍ତ୍ରୀ

ରାୟଗଡ଼ା,୨୧ା୯(ଆଶିଷ ରଞ୍ଜନ ପଣ୍ଡା):ଦୀର୍ଘ ୧୨ ବର୍ଷ ବନ ବିଭାଗ ସିଲ୍‌ଭିକ୍‌ଲଚର ଡିଭିଜନରେ କାର୍ଯ୍ୟରତ ଥିଲେ ରାୟଗଡ଼ା ସହର ଶୁଣ୍ଢିସାହିର ଲବଣୀ ନାୟକଙ୍କ ସାନ ପୁଅ ସଞ୍ଜୟ ନାୟକ। ବିଭାଗୀୟ ଅଧିକାରୀଙ୍କୁ ୫୦ ପ୍ରତିଶତ ପିସି ଦେଇ ନ ପାରି ମାନସିକ ଭାରସାମ୍ୟ…

ଭାଇ ମୃତ୍ୟୁର ନ୍ୟାୟ ମାଗୁଛି: ନେହୁରା ହେଲେ ଫରେଷ୍ଟରଙ୍କ ଭାଇ

ଭବାନୀପାଟଣା,୨୦ା୯(ଉତ୍ତମ କୁମାର ଦାଶ): ଫରେଷ୍ଟର ଆତ୍ମହତ୍ୟା ମାମଲାକୁ ନେଇ ବିବାଦ ଥମିବାର ନାଁ ଧରୁନି। ମୃତ ଫରେଷ୍ଟର ସଞ୍ଜୟ ନାୟକଙ୍କ ଭାଇ ରବି ନାରାୟଣ ନାୟକ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, ଭାଇ ମୃତ୍ୟୁର…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା…

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୨୦୨୩ ଫେବୃଆରୀ ୮ରେ ହୋଇଥିବା ଇସ୍ପାତ ଶ୍ରମିକ ସ୍ବାର୍ଥ…

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାବ୍ୟତୀତ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ବାରିପଦାସ୍ଥିିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?