ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ
ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ…
କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା
କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର (ବ୍ରଡ ସ୍ପେଶିଆଲିଟି-ପାଥୋଲୋଜି)ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ସମଗ୍ର ଜିଲାରେ ଆନନ୍ଦର ଲହରି ଖେଳିଯାଇଛି। ଓଡ଼ିଶା…
ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…
ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ…
ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା: ମନ୍ତ୍ରୀ
ଭୁବନେଶ୍ୱର,୧୮।୭: ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ପୂର୍ବରୁ ଚଳିତ ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନ୍ସର ଆରୋଗ୍ୟ ଯୋଜନା…
ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା
ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ ଭାବେ ଜରାଜୀର୍ଣ୍ଣ ହୋଇପଡ଼ିଥିବା ବେଳେ ବଡ଼ ବଡ଼ ଖାଲ, ଉଚ୍ଚନୀଚ ସ୍ଥାନ, ଭାଙ୍ଗିଯାଇଥିବା…
୮୦ ନୂଆ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶ: ଗଞ୍ଜାମରୁ ୧୧, ଜାଣନ୍ତୁ କେଉଁ କଲେଜରେ କିଏ…
ଭଞ୍ଜନଗର,୧୮ା୭(ବାବୁଲା ପ୍ରଧାନ): ରାଜ୍ୟ ସରକାର ରାଜ୍ୟରେ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ଖାଲିଥିବା ଅଧ୍ୟକ୍ଷ ପଦବୀ ପୂରଣ ପାଇଁ ଶନିବାର ୮୦ ଜଣ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶିତ କରିଛନ୍ତି। ନୂତନ ଅଧ୍ୟକ୍ଷମାନେ ୨୦ ତାରିଖ ସୁଦ୍ଧା ଦାୟିତ୍ୱ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।…
ଗୋ’ଶାଳା ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…
ବଲାଙ୍ଗୀର,୧୮ା୭(ସୁନିଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ ପକ୍ଷରୁ ଶନିବାର ବଲାଙ୍ଗୀର ସହରର ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ପରିଚାଳନା କମିଟିର ମନମୁଖୀ କାର୍ଯ୍ୟ ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ପରିଷଦ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଜିଲାପାଳ…
ଗାଁ ଭିତରେ ପଶିଲେ ଭାଲୁ ପଲ, ଲୋକେ ଭୟଭୀତ ହୋଇ…
ଝରିଗାଁ,୧୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମକାଚାଷ ବଢ଼ିବା ଫଳରେ ରହିଥିବା ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଯାହା ଫଳରେ ଜଙ୍ଗଲରେ ରହିଥିବା ହିଂସ୍ରଜନ୍ତୁ ପ୍ରାୟତଃ ଖାଦ୍ୟ ଅନ୍ବେଷଣରେ ଗାଁମୁହାଁ ହୋଇଥିବା ଦେଖାଦେଇଛି। ସପ୍ତାହେ ମଧ୍ୟରେ ଗୁରୁସିଙ୍ଗା ଜଙ୍ଗଲରୁ…
ଘୋଷଯାତ୍ରାରେ ବିରଳ ଦୃଶ୍ୟ: ସମୁଦ୍ର ପାଣିକୁ ଦୁଇ ଭାଗ କଲେ ଷଣ୍ଢ
ପୁରୀ, ୧୮।୭(ଅଜିତ୍ ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ସହ ପବିତ୍ର ସମୁଦ୍ରରେ ସ୍ନାନ କରି ପୁଣ୍ୟଲାଭ କରୁଛନ୍ତି। ଭକ୍ତମାନଙ୍କ…
ପୋଲର ସୁରକ୍ଷାବାଡ଼ରେ ପିଟିହେଲା ବୁଲେଟ୍, ଚାଲିଗଲା ଯୁବକଙ୍କ ଜୀବନ
ପାଟଣା,୧୮ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି ଡେଣୁଆ ରାସ୍ତାର ଜହ୍ନେଇ ନାଳ ପୋଲ ସୁରକ୍ଷାବାଡ଼ରେ ବୁଲେଟ ଧକ୍କା ଦେଇ ଜଣେ ୨୯ ବର୍ଷୀୟ ଯୁବକ ପୋଲ ତଳକୁ ଖସି ପଡ଼ିଥିଲେ। ଧରଣୀଧର ମେଡିକାଲ କଲେଜରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶନିବାର…
୩ ଟ୍ରକ୍ରେ ଚାଲାଣବେଳେ ୮୩ ମଇଁଷି ଉଦ୍ଧାର, ୩ ଜଣଙ୍କୁ ଗିରଫ କରି…
ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଭେଳା ବିଜୁ ଏକ୍ସପ୍ରେସ୍ ରାସ୍ତାକଡ଼ରେ କିଛିଦିନ ତଳେ ୭ଟି ମୃତ ମଇଁଷି ପଡ଼ିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାକୁ ଗୁରୁତ୍ୱର ସହ ନେଇ କୋମନା ପୋଲିସ ତଦନ୍ତ…
ସ୍କୁଟିରେ ଯାଉଥିଲେ ଅଙ୍ଗନବାଡି କର୍ମୀ, ବାଟରେ ପିଟିଲା ହାଇଓ୍ବା: ଆଉ ତା’ପରେ…
ପାପଡାହାଣ୍ଡି,୧୮।୭(ସ୍ବପ୍ନଜିତ ପଟ୍ଟନାୟକ): ଟିପ୍ପର ଧକ୍କାରେ ଜଣେ ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ପ୍ରଧାନୀଗୁଡା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ଘଟାଇ ଫେରାର…

