ଆମ ଜିଲା ଖବର

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ ପଦାର୍ଥ ମିଶିଛି। ଫଳରେ ନଦୀରେ ବହୁ ପରିମାଣରେ ମାଛ ମରିପଡି ଭାସୁଥିବା ଦେଖିବାକୁ…

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରି ପୋଲିସ ତଦନ୍ତ…

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ…

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା ଖଳନାୟକ କାହ୍ନା ସ୍ବାଇଁ ଖେଳଣା ପରି ଖୋଲା ମଞ୍ଚରେ ମହାପ୍ରଭୁଙ୍କ ପ୍ରତିମାର ଗୋଟିଏ ବାହୁକୁ…

ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି। ଗୁରୁତର ବନ କର୍ମଚାରୀ ସୁକାନ୍ତ ସାହୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ,…

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା…

ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା ବୋଲି ଜଣାପଡିଛି। ଖବରପାଇ କୋଇଡ଼ା ପୋଲିସ ଏବଂ ଓ଼ ରାଉଲକେଲା ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ…

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ ରୂପେ ପାଳନ କରିବାକୁ ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଲକ୍ଷ୍ମଣ ଭନ…

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ ହୋଇଛନ୍ତି। ଗୁରୁବାର ରାତିରେ ରେଞ୍ଜରା ରେଲଓ୍ବେ ସାଇଡିଂ ଷ୍ଟେଶନ ମାଷ୍ଟରଙ୍କୁ ଧମକ ଦେବା ସହ…

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ ଦେହକୁ ବନବିଭାଗ ଶୁକ୍ରବାର ସକାଳୁ ଉଦ୍ଧାର କରିଛି। ହାତୀର ମୃତ୍ୟୁକୁ ନେଇ କୌଣସି ସ୍ପଷ୍ଟ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋହନ ମାଝୀ ଗୋ ବ୍ୟାକ୍‌ ସ୍ଲୋଗାନ ଦେଇଥିଲେ। ଜିଲାକୁ ଦେଇଥିବା…

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?