ଆମ ଜିଲା ଖବର

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଝୁଲୁଥିବାର ଦେଖିବାକୁ ମିଲିଛି। ମୃତ ଯୁବକ ଜଣକ ହେଲେ ଉଲବା ପଞ୍ଚାୟତ…

ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍‌ସିର ଖଣି ଖନନ

ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍‌ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ ପଡିଛି। ଏଥିରେ ସମ୍ପୃକ୍ତ ଅଧିକାରୀମାନଙ୍କୁ ଚିହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ…

କମାଲ୍‌ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍‌ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ତଥା…

କ୍ୟାନ୍‌ସର ହସ୍‌ପିଟାଲ ସମସ୍ୟା ଅସମାହିତ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିଠାରେ ନିର୍ମିତ କ୍ୟାନସର ହସ୍‌ପିଟାଲରେ ବହୁବିଧ ସମସ୍ୟା ଲାଗି ରହିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ସିଟିଜେନ ଫୋରମର ଏକ ପ୍ରତିନିଧି ଦଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ)…

ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି ଅସୁଲିରେ ହୋଇଥିବା ଏକ ବଡ଼ କେଳେଙ୍କାରୀ ସାମ୍ନାକୁ ଆସିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବୁକ୍‌କୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଥିବା ଜଣାପଡ଼ିଛି। ଅସୁଲି…

ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି ଅସାଧୁ ଲୋକଙ୍କ ଜନବିରୋଧୀ ତଥା ଶିଳ୍ପନୀତିକୁ ନିନ୍ଦା କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ…

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ ବର୍ଷ ହେବ ଗାଁରେ ବେଆଇନ ଭାବେ ଦେଶୀ ବିଦେଶୀ ମଦଭାଟି ଖୋଲି ଗାଁର ପରିବେଶକୁ…

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍‌ସିତା ବେହେରା(୨୬)। ସେ ନିମାପଡ଼ା…

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ…

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା ବେଳେ…

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗକୁ ଭିତ୍ତିକରି ଥାନାଧିକାରୀ ବଧୂଲିକା ବିଶ୍ବାଳ ଏକ ସ୍ବତନ୍ତ୍ର ଟିମ୍‌ ଗଠନ…

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ ସାଜିଥିବା ବେଳେ ପ୍ରଥମରୁ ପୋଲିସ ଅଭିଯୋଗ ଗ୍ରହଣ କରି ଏପର୍ଯ୍ୟନ୍ତ ନୀରବ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?