ଆମ ଜିଲା ଖବର

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ ସାଜିଥିବା ବେଳେ ପ୍ରଥମରୁ ପୋଲିସ ଅଭିଯୋଗ ଗ୍ରହଣ କରି ଏପର୍ଯ୍ୟନ୍ତ ନୀରବ ରହିବା…

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ ଲେଜର ସ୍କାନିଂ କରି ଫେରିଛନ୍ତି। ରତ୍ନଭଣ୍ଡାର ତଦାରଖ କରି ଫେରିବା ପରେ ବଡ଼…

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଅଞ୍ଚଳର ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ…

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ…

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା ପଡ଼ିଥିବା ଯୋଗୁ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ ହେଉଛନ୍ତି। ତେବେ ଏହାର ସମାଧାନ କରିବାକୁ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରିଛନ୍ତି। ଏନେଇ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଏମାନଙ୍କ ପକ୍ଷରୁ ଅଣାଯାଇଛି।…

ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ

ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା ଆସିଛି…

ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ଲାଗାଇଥିବା ଜଣାପଡିଛି । ଟ୍ରାଙ୍କୁଲାଇଜ କରିବାରେ ସାତକୋଶିଆ ଟାଇଗର ରିଜର୍ଭ…

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ବୁଧବାର ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍‌ ପହଞ୍ଚିଥିଲା।…

ସରକାରୀ କ୍ୱାର୍ଟର୍ସରୁ ମିଳିଲା ଫରେଷ୍ଟରଙ୍କ ମୃତଦେହ

ଭବାନୀପାଟଣା,୧୮।୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ବୁଧବାର ସକାଳରେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଫରେଷ୍ଟରଙ୍କ ନାମ ସଞ୍ଜୟ ନାୟକ (୩୬)ହୋଇଥିବାବେଳେ ତାଙ୍କ ଘର ରାୟଗଡା ବୋଲି ଜଣାପଡିଛି। ମୃତ ଫରେଷ୍ଟର…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ସହାୟତା ରାଶି ଘୋଷଣା କଲେ ବିଧାୟକ

ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଂଚାୟତ ସଦର ମହକୁମାରେ ଏକ ସ୍ପର୍ଶକାତର ଘଟଣା ଘଟିଛି। ଗାଁ ଉପକଣ୍ଠରେ ଥିବା ଏକ ଟାୱାର ନିକଟ ବୁଦାରୁ ୫ମ ଶ୍ରେଣୀ ଛତ୍ରୀ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…

ଏଡିଜେ କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ

ବାଲିଗୁଡା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଟପ୍‌ ମାଓବାଦୀ ନେତା ଆଜାଦ କନ୍ଧମାଳ ଜିଲା ବାଲିଗୁଡା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲରୁ କଡା ସୁରକ୍ଷାରେ ବାଲିଗୁଡାକୁ ଅଣାଯାଇଛି। ଅତିରିକ୍ତ ଜିଲା ଜଜ ଶୁଭଦର୍ଶି ତ୍ରିପାଠୀଙ୍କ କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?