ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର
ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…
ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ…
ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ…
ବିଡିଓଙ୍କୁ ନାଲିଆଖି ଦେଖାଇଲେ ଭାଜପା ନେତା, କହିଲେ ଏକାବେଳେ କରିଦେବେ…
ଜୟପୁର,୧୮ା୯(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ବିଡିଓଙ୍କୁ ଧମକଚମକ ଦିଆଯିବା ନେଇ ଥାନାରେ ଏତଲା ଦିଆଯାଇଛି। ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଜୟପୁର ବିଡିଓ ଶକ୍ତିପ୍ରସାଦ ମହାପାତ୍ର। ଭାଜପା ନେତା ଗୌତମ ସାମନ୍ତରାୟଙ୍କ ନାଁରେ ସେ ଅଭିଯୋଗ କରିଛନ୍ତି। ବିଡିଓ…
ଯାହା ପଢ଼ିବାକୁ ଦେବୁ ତାହା ନ ପଢ଼ିିଲେ ବିଧାୟକଙ୍କ ହାତଧରି ମଞ୍ଚରୁ ଓହ୍ଲାଇ ଦେବୁ: କାହିଁକି ଏମିତି କହିଲେ…
ମଙ୍ଗଳବାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କୋରାପୁଟ ଜିଲା ଜୟପୁର ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଭାଷଣକୁ ନେଇ ଭାଜପାର ପୂର୍ବତନ ବିଧାୟକ ପ୍ରାର୍ଥୀ ଗୌତମ ସାମନ୍ତରାୟ ଓ କେତେଜଣ କର୍ମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାୟକ ବାହିନୀପତି…
ଶିକ୍ଷାର ବିକାଶ ହେବା ଜରୁରୀ
ଅମରପାଲି, ୧୮।୯(ପୀତାମ୍ବର ସାହୁ):ସାମ୍ପ୍ରତିକ ବିଶ୍ବର ଶିକ୍ଷା ବ୍ୟବସ୍ଥା ସହ ତାଳଦେଇ ଚାଲିବାକୁ ହେଲେ ଦେଶର ଶିକ୍ଷାର ସ୍ତରକୁ ବିଶ୍ବସ୍ତରୀୟ କରିବାକୁ ହେବ। ଏଥିପାଇଁ ଏକ ଭଲ ଶିକ୍ଷାନୀତିର ଆବଶ୍ୟକତା ରହିଛି। ଏହି ଆବଶ୍ୟକୀୟ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୧୯୮୬ ମସିହାରେ କାର୍ଯ୍ୟକାରୀ…
‘କର୍ନାଟକ ମଡେଲ୍ ଆପଣାନ୍ତୁ ଓଡ଼ିଶା ସରକାର’
କୋରାପୁଟ,୧୮ା୯(ଅମିତାଭ ବେହେରା): ସୁଭଦ୍ରା ଯୋଜନା ମଙ୍ଗଳବାର ଶୁଭାରମ୍ଭ ହୋଇଛି। ହିତାଧିକାରୀଙ୍କ ପାଖକୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ଏହି ଯୋଜନାରେ ମହିଳାମାନେ କେତେ ଉପକାର ପାଇବେ ତାହା ସମୟ ହିଁ କହିବ ବୋଲି ପଟ୍ଟାଙ୍ଗି ବିଧାୟକ ତଥା କଂଗ୍ରେସ…
ଠାକୁରଙ୍କ ଜନ୍ମଦିବସରେ ବିଶ୍ୱ ଭାତୃତ୍ୱର ବାର୍ତ୍ତା
ଢେଙ୍କାନାଳ,୧୮।୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ତାଳବରକୋଟସ୍ଥିତ ଡିଭାଇନ ୟୁନିଭରସିଟି ସତ୍ସଙ୍ଗ ପକ୍ଷରୁ ୧୪ ତାରିଖ ଦିନ ଶ୍ରୀଶ୍ରୀ ଠାକୁରଙ୍କର ଜନ୍ମ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡିଶାରୁ ସମଗ୍ର ପୃଥିବୀକୁ ମାନବିକତା, ପରିବେଶ ସଚେତନତା ଓ…
ମାମଲା ରୁଜୁ ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ଶୂନ
ଢେଙ୍କାନାଳ,୧୮।୯(ରତନ ନାୟାର): ଢେଙ୍କାନାଳ ସହର ଉପକଣ୍ଠ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳରେ ଜାଗୃତୀ-୧ନାମକ ଏକ ସର୍ଟଷ୍ଟେ ହୋମରୁ ୩ଜଣ ନାବାଳିକା ନିଖୋଜ ହେବା ଘଟଣା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ମାମଲା ରୁଜୁ ହେବାର ଦୁଇ ସପ୍ତାହ ବିତିବା ପରେ…
ହେନ୍ତାଳ ବନ ସୁରକ୍ଷା ଚିନ୍ତାରେ ବନ ବିଭାଗ
ବ୍ରହ୍ମପୁର,୧୮।୯(ଅଶୋକ କୁମାର ସାହୁ): ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା କ୍ଷୟକ୍ଷତିକୁ ପ୍ରଶମିତ କରିବା ପାଇଁ ବନ ବିଭାଗ ନଜର ରଖିଛି। ଏଥିପାଇଁ ସମୁଦ୍ର ଉପକୂଳରେ ଘଞ୍ଚ ଜଙ୍ଗଲ ସୃଷ୍ଟି କରିବା ପାଇଁ ନୂଆ ତରିକା ଆପଣେଇଛି। ଗତ ୨ମାସ…
ସୁବର୍ଣ୍ଣରେଖାରେ ବନ୍ୟା
ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ ଥର ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ରାଜଘାଟ ଗେଜ୍ଠାରେ ବନ୍ୟାଜଳ ବୃଦ୍ଧିପାଇ ମଙ୍ଗଳବାର ମଧ୍ୟାହ୍ନରେ ବିପଦସଂକେତ…
ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା! ବୁଦା ମୂଳରୁ ମିଳିଲା ମୃତଦେହ
ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଏକ ମୋବାଇଲ ଟାୱାର ପାଖରେ ଥିବା ବୁଦା ମୂଳରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ଚତୁର୍ଥ…
ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…
ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ ନେଇ ପ୍ରତିଯୋଗିତା କରାଇଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ମହିଳାମାନଙ୍କୁ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର…

