ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା
କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍ ଯୋଗେ ଭୁବେନେଶ୍ୱର ଗସ୍ତ କରିଛନ୍ତି। କୋରାପୁଟ ଜିଲାପାଳ ଭି କୀର୍ତ୍ତୀ ଭାସନ ସବୁଜ ପତାକା ଦେଖାଇ…
ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ
ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏବେ ଜଙ୍ଗଲରେ ଆହୁରି ଗଞ୍ଜେଇ ଚାଷ ହୋଇଥିବା ଜଣାପଡିଛି। ଏହା…
ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍: ଦୁଇ ଯାତ୍ରୀ ଗୁରୁତର
ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମରାମତି ପାଇଁ ରାସ୍ତା…
ଲଘୁଚାପ ଲଗାଣ ବର୍ଷା: ଭାଙ୍ଗିଲା ଘର, ବାସହରା ହେଲେ ପରିବାର
ମୋରଡ଼ା,୧୬।୯(ସ୍ମାରକ ମାଜୀ): ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୩ ଦିନ ହେବ ବର୍ଷା ଲାଗି ରହିଛି l ହେଲେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l ମଳିଥିବା ସୂଚନା ମୁତାବକ, ବିପଦ…
ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ
କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି ମୁହାଁ ହେଉଛନ୍ତି ହାତୀପଲ। ଜମିରେ ଧାନ ଫସଲ ହୋଇ ନ ଥିବାରୁ ଗାଁ…
କାର ଭିତରେ ଅଜଗର: ୫ ଘଣ୍ଟା ଉଦ୍ୟମ ପରେ ହେଲା ଉଦ୍ଧାର
ଯାଜପୁର,୧୬।୯: କାର ଭିତରୁ ବାହାରିଲା ଅଜଗର। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ତେନ୍ତୁଲିଖୁଣ୍ଟା ଗାଁ ହୁଣ୍ଡାଇ ସୋ’ ରୁମ ନିକଟରେ। ଜଣେ କାର ମାଲିକ ରବିବାର ନିଜ ଗାଡିର ସର୍ଭିସିଂ ପାଇଁ ସୋ ରୁମକୁ ଆଣିଥିଲେ ।…
ସବୁଠି ଦେବଶିଳ୍ପୀଙ୍କୁ ଆହ୍ବାନ
କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଖଣି ଖାଦାନ ଜିଲା ହୋଇଥିବା ବେଳେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବାବା ବିଶ୍ୱକର୍ମାଙ୍କ ପୂଜା ଧୁମ୍ଧାମ ପାଳିତ ହେଉଛି। ଜିଲାରେ ଲଘୁଚାପ ଜନିତ ବର୍ଷା ସ୍ବତ୍ତ୍ୱେ…
ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି…
ଗାଁକୁ ନାହିଁ ରାସ୍ତା, ଭାରରେ ବୁହାହେଲେ ଗର୍ଭବତୀ
ପଟ୍ଟାଙ୍ଗି,୧୬।୯(ଶରତ ଧଳ):ଗାଁକୁ ନାହିଁ ରାସ୍ତା ଭାରରେ ବୁହାହେଲେ ଗର୍ଭବତୀ ମହିଳା। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତରେ ଏହିପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଟି ଗାବ୍ଡାର ଗ୍ରାମରେ ବସବାସ କରୁଥିବା ରାମଚନ୍ଦ୍ର ହନ୍ତାଳଙ୍କ ପରିବାରରେ ଏହି ଘଟଣା…
ରେଡ୍ ମଡ୍ ପଣ୍ଡ୍ ଭାଙ୍ଗିବା ଘଟଣାରେ ବିଧାୟକ କହିଲେ ୫ ଗୁଣା…
ଭବାନୀପାଟଣା,୧୬ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତର ନୂଆ ରେଡ୍ ମଡ୍ ପଣ୍ଡ ପଣ୍ଡର ହୁଡା ଶନିବାର ବିଳମ୍ବିତ ରାତିରେ ଭାଙ୍ଗି ଯିବାରୁ ସ୍ଥାନୀୟ ଅଞ୍ଚଳର ରାସ୍ତା, ଚାଷଜମି ଓ ନିକଟସ୍ଥ ବଂଶଧାରା ନଦୀରେ ଦୂଷିତ ଜଳ ପ୍ରବାହିତ ହୋଇଥିଲା।…
ବଲାଙ୍ଗୀରରେ ଧୂମ୍ଧାମ୍ରେ ଚାଲିଛି ଦେବଶିଳ୍ପୀଙ୍କ ପୂଜା
ବଲାଙ୍ଗୀର,୧୬ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ସୋମବାର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବଲାଙ୍ଗୀର ସରକାରୀ ନୂତନ ବସ୍ ଟର୍ମିନାଲଠାରେ ଘରୋଇ ବସ୍ ମାଲିକ ସଂଘ, ରାଣୀବନ୍ଧ ରାସ୍ତାରେ ଟ୍ରକ ଅପରେଟର ଆସୋସିଏଶନ,…
୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି
ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା…

