ଆମ ଜିଲା ଖବର

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜୟପୁର ସହର ହାନାଗୁଡ଼ାର ସିମନ ନାଗ (୨୬)।…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ ପାହାଡ଼ରେ ଥିବା ବୃକ୍ଷଲତା ନଷ୍ଟହେବା ଆଶଙ୍କା ଦେଖାଦେଇଛି । ଏଥିସହ ଉକ୍ତ ପାହାଡ଼ରେ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ମୃତ୍ୟୁ ଘଟିଛି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ତାଙ୍କ ନିମନ୍ତେ ଶେଷ ଦର୍ଶନ ପାଲଟିଛି।…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି କରି ରାଉରକେଲା ପୌରପାଳିକାର ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲଦଣ୍ଡରେ ଦଣ୍ଡିତ…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ ହୋଇଥିଲା। ଏଥିରେ ଅନାମିକା କ୍ଲବ ଚାମ୍ପିୟନ ହୋଇଛି। ପୂର୍ବତନ ଉପ ନଗରପାଳ ସିଦ୍ଧାର୍ଥ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ ସମୟ ଗୋଟିଏ ସ୍ଥାନରେ ହିଁ ଅଟକି ରହୁଛି। ବୟସାଧିକ କାରଣ ଯୋଗୁ ହାତୀଟି…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା ଘଟିଛି। ସୂଚନାରୁ ଜଣାପଡିଛି, ରାୟଗଡା ବ୍ଲକ…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ ଭିଜିଲାନ୍ସ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦହୁଣ୍ଡା ସେବା ସମବାୟ ସମିତିର ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri