ଆମ ଜିଲା ଖବର

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ବାଲେଶ୍ୱରରୁ ରେମୁଣା ଓ ଏନଏଚ-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।…

ବ୍ରିଜ୍‌ ଉପରେ ୪ ଫୁଟର ପାଣି, କେନ୍ଦୁଝର-ମୟୂରଭଞ୍ଜକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୧୬ା୯(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୂଳା ବାହାଳୀ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଖସା କୁଦର ସୀମା ଦେଇ ପ୍ରବାହିତ ତେଲ ନଦୀ ବ୍ରିଜ୍‌ ଉପରେ ସୋମବାର ୪…

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ ହୋଇଗଲାଣି ଫେରିବାର ନାଁ ନାହିଁ। ତିନି ଝିଅ ଓ ରୋଗିଣା ସ୍ତ୍ରୀ କଥା ଯେମିତି…

ମାତ୍ର ୫୮ ରନ୍‌ କରିବା ମାତ୍ରେ ଇତିହାସ ରଚିବେ ବିରାଟ କୋହଲି: ଭାଙ୍ଗିବେ ମାଷ୍ଟରବ୍ଲାଷ୍ଟରଙ୍କ ରେକର୍ଡ

ନୂଆଦିଲ୍ଲୀ,୧୬।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୧୯ରୁ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ନାମରେ ଏକ ବଡ଼ ରେକର୍ଡ ସୃଷ୍ଟି କରିପାରିବେ।…

କର୍ମଚାରୀ ଅଭାବ: ଯୋଜନା କାର୍ଯ୍ୟକାରୀରେ ଅନ୍ତରାୟ

ପଟ୍ଟାମୁଣ୍ଡାଇ,୧୬ା୯ (କଳ୍ପତରୁ ନାୟକ): ଭାଜପା ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ଯୋଜନା ପ୍ରଣୟନ କରୁଥିବା କୁହାଯାଉଛି। କିନ୍ତୁ ସରକାର ପ୍ରଣୟନ କରୁଥିବା ଯୋଜନାଗୁଡ଼ିକ ବାସ୍ତବରେ କର୍ମଚାରୀ ଅଭାବରୁ ତଳ ସ୍ତରରେ କେତେଦୂର କାର୍ଯ୍ୟକାରୀ ହେଉଛି ଏବଂ ଜନସାଧାରଣ କେତେଦୂର…

ରାଷ୍ଟ୍ରପତିଙ୍କ ମନ ଜିଣିଲେ ଓଡ଼ିଆ ପୁଅ

ଗୋପାଳପୁର,୧୬।୯(ନବୀନ ରାଜ ଆଚାରୀ)ଗଞ୍ଜାମ ଜିଲାର ଚିତ୍ରକରଙ୍କୁ ପାଇ ଖୁସି ପ୍ରକଟ କରିବା ସହ ୪୫ ମିନିଟ୍‌ ଧରି ତାଙ୍କ ସହ କଥା ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇଟି ସୁନ୍ଦର ଚିତ୍ରକୁ ଦେଖି ସୁନାଛାଞ୍ଚ ଥିବା ରାଷ୍ଟ୍ରପତି ଭବନରେ ଏକ କଳାକୃତିକୁ…

ରୂପେଶଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ମୃତିରେଖା

ଧର୍ମଶାଳା/କାଏମା,୧୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତ): ଯାଜପୁର ଜିଲା ଧର୍ମଶାଳାର ଭାଜପା ନେତ୍ରୀ ସ୍ମୃତିରେଖା ପହି ରୂପେଶ ଭଦ୍ରଙ୍କୁ ଟଙ୍କା ମାଗିବା ସହ ତାଙ୍କୁ ବ୍ଲାକମେଲ କରିଥିବା ନେଇ ଅଭିଯୋଗ ହେବାପରେ ନାନା ଆଲୋଚନା ଜାରିରହିଛି। ଏହାମଧ୍ୟରେ ରବିବାର ଜାରକାସ୍ଥିତ ନିଜ କାର୍ଯ୍ୟାଳୟରେ…

ଆଜି ବିଶ୍ୱବିନ୍ଧାଣୀଙ୍କ ପୂଜା, ପାରାଦୀପରେ ଆକର୍ଷଣୀୟ ମଣ୍ଡପ

ପାରାଦୀପ,୧୬ା୯(ଶରତ ରାଉତ): ପାରାଦୀପର ଅନ୍ୟତମ ଗଣପର୍ବ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ପାରାଦୀପ ବଡ଼ପଡ଼ିଆ ଥାନାଛକଠାରୁ ବ୍ୟାଙ୍କ ଛକ ଓ ନୂଆବଜାର ହୋଟେଲ ଛକ ପର୍ଯ୍ୟନ୍ତ ସୁଉଚ୍ଚ ଓ ଆକର୍ଷଣୀୟ ୧୪ ମେଢ଼ ହୋଇଛି। ଚଳିତବର୍ଷ ସବୁ ଆୟୋଜକ…

ନଦୀ, ପୋଖରୀରୁ ମିଳିଲା ୨ ମୃତଦେହ

ଛତ୍ରପୁର,୧୬।୯(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମୁନିସିପେଣ୍ଠ ନିକଟ ଋଷିକୂଲ୍ୟା ନଦୀ କଂସାରୀ ଗଣ୍ଡରୁ ଜଣେ ଓ ଗଙ୍ଗାପୁର ପୋଖରୀରୁ ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ମୁନିସିପେଣ୍ଠ ନିକଟ ଋଷିକୂଲ୍ୟା ନଦୀ କଂସାରୀ ଗଣ୍ଡରେ ମୁନିସିପେଣ୍ଠ…

ସହିବା ସୀମା ଟପିଗଲାଣି, ଏଥର ସାରା ଓଡ଼ିଶା ଜଳିବ

ପାରାଦୀପ,୧୬।୯(ଶରତ ରାଉତ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାରାଦୀପ ବିଜେଡି ମଧ୍ୟରେ ଚାଲିଥିବା ଶୀତଳ ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ଓ ବର୍ତ୍ତମାନ ପାରାଦୀପ ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ…

ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି ଦର୍ଶାଇ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗନେବାକୁ ଅଯୋଗ୍ୟ ଘୋଷିତ ହେବା ଘଟଣା ଚର୍ଚ୍ଚାର ବିଷୟ…

ଗଛରେ ପିଟି ହୋଇ ଓଲଟିଲା ପିକ୍‌ଅପ୍‌, ୯ ଶ୍ରମିକ ଆହତ

ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା ଘଟିଛି। ଏହି ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?