ଆମ ଜିଲା ଖବର

ଗଛରେ ପିଟି ହୋଇ ଓଲଟିଲା ପିକ୍‌ଅପ୍‌, ୯ ଶ୍ରମିକ ଆହତ

ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା ଘଟିଛି। ଏହି ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବା ବେଳେ…

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ…

ଗଜପତିଙ୍କ ୬୮ ଅଙ୍କ, ୧୪୩୨ ସାଲ ଆରମ୍ଭ

ପୁରୀ,୧୬ା୯(ଅଜିତ୍‌ କୁମାର ମହାନ୍ତି): ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ରବିବାର ଅବସରରେ ଶ୍ରୀନଅରରେ ଗଜପତି ମହାରାଜାଙ୍କ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୭ଅଙ୍କ ଶେଷ ହୋଇଥିବାବେଳେ ରବିବାର ସୁନିଆଠାରୁ ୬୮ ଅଙ୍କ ଏବଂ…

ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର ସନ୍ଧ୍ୟାରେ ଦେହାନ୍ତ ପରେ ମୃତଦେହ ସତ୍କାର ପାଇଁ ତାଙ୍କୁ ଚାରିକାନ୍ଧ ମିଳି ନ…

ଫାଷ୍ଟ ଫୁଡ୍‌ ଦୋକାନ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଦ୍ମପୁର,୧୫ା୯(ପ୍ରଶାନ୍ତ କୁମାର କର): ରାୟଗଡ଼ା ଜିଲାର ପଦ୍ମପୁର ସୁନାରି ଘାଇ ଛକ ନିକଟରେ ଥିବା ଏକ ଫାଷ୍ଟ ଫୁଡ୍ ଦୋକାନରେ କାର୍ଯ୍ୟ କରୁଥିବା ଜଣେ କମଚାରୀ ଦୋକାନରେ କେହି ନଥିବା ବେଳେ ଫ୍ୟାନ୍‌ରେ ଗାମୁଛା ବାନ୍ଧି ଝୁଲି ପଡିଛନ୍ତି। ଯୁବକ ଜଣକ…

ଗଣେଶ ଭସାଣି: ଡିଜେ ପାଇଁ ଥାନାରେ ପାଟିତୁଣ୍ଡ

ହିଞ୍ଜିଳିକାଟୁ,୧୫।୯( ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ଭସାଣି ବେଳେ ଡିଜେ ବଜାଇବାକୁ କେନ୍ଦ୍ର କରି କେତେକ ବ୍ୟକ୍ତି ଗଞ୍ଜାମ ଜିଲା ବେଲଗାଁ ଥାନା ସମ୍ମୁଖରେ ପାଟିତୁଣ୍ଡ କରିଛନ୍ତି। ଏହାର ଭିଡିଓ ଏବଂ ଫଟୋ ଏବେ ଭାଇଲାର ହେବାରେ ଲାଗିଛି। ଏଥିରେ ଉତ୍ତ୍ୟକ୍ତ ଲୋକ…

ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ, ଗୁଣି ଗାରେଡିକୁ ନେଇ…

ମାଲକାନଗିରି,୧୫ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡର ସୁକ୍‌ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ଗ୍ରାମବାସୀ ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରେ ୩ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ସେମାନେ ହେଲେ ମଉସମ୍‌ କନ୍ନାର, ତାଙ୍କ…

ପୁଣି ଦାଦନ ଦୁଃଖ: ଚେନ୍ନାଇରେ ଗଲା ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ଜୀବନ

ଚିକିଟି,୧୫ା୯(ପ୍ରକାଶ ଚନ୍ଦ୍ର ସାହୁ): ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୋରଳ ଗ୍ରାମ ଡୁଙ୍ଗାସାହିର ରାମଚନ୍ଦ୍ର ବେହେରା(୪୦)। ରାମଚନ୍ଦ୍ର ଦୀର୍ଘ ୧୦ ବର୍ଷ ହେଲା ପରିବାର…

ଋଷିକୂଲ୍ୟା କଂସାରୀଗଣ୍ଡକୁ ଯାଇଥିଲେ ଗାଧୋଇ, ଆଉ ତା’ପରେ…

ଛତ୍ରପୁର,୧୫।୯(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ମୁନିସିପେଣ୍ଠ ନିକଟ ଋଷିକୂଲ୍ୟା ନଦୀର କଂସାରୀଗଣ୍ଡରେ ରବିବାର ଗାଧୋଇବାକୁ ଯାଇ ଜଣେ ବୃଦ୍ଧ ନିଖୋଜ ହୋଇଯାଇଛନ୍ତି। ନିଖୋଜ ବୃଦ୍ଧ ଜଣକ ହେଲେ ମୁନିସିପେଣ୍ଠ ଗ୍ରାମର ଭଗବାନ ହାତୀ । ଘଟଣାର ଖବର…

ଡାକ୍ତରୀ ଛାତ୍ରୀ ଲିନ୍ସାଙ୍କୁ ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ, କହିଲେ ସଂଘର୍ଷର ଶିଡ଼ି ଚଢ଼ି…

ଦାରିଙ୍ଗବାଡ଼,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଡାକ୍ତରୀ ଛାତ୍ରୀ ଲିନ୍ସା ପ୍ରଧାନଙ୍କୁ ଭୁବନେଶ୍ୱରରେ ଦେଖା କରିଛନ୍ତି ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ ଏନେଇ ସାମାଜିକ ଗଣମାଧ୍ୟମରେ ଦର୍ଶାଇଛନ୍ତି ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ ଗର୍ଜେଡି…

ସାଇକେଲ, ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

ଡେରାବିଶ,୧୫।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା…

ସୁଭଦ୍ରା ଯୋଜନାକୁ ନେଇ ପ୍ରଶାସନ ତତ୍ପର, ବାଦ୍‌ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର ଏବଂ ସିଡିପିଓ ସନ୍ଧ୍ୟାରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?