ଆମ ଜିଲା ଖବର

ଖୋଲିଲା କୋରାପୁଟ କୋଲାବ ଡ୍ୟାମର ଗୋଟିଏ ଗେଟ

କୋରାପୁଟ,୧୪।୯(ଅମିତାଭ ବେହେରା ): ଶନିବାର ଅପରାହ୍ନ ୩ ଘଟିକାରେ କୋରାପୁଟ କୋଲାବ ଡ୍ୟାମର ଗୋଟିଏ ଗେଟ ଖୋଲାଯାଇଛି। ପ୍ରତି ସେକେଣ୍ଡରେ ୩୫୦୦ ଘନ ମିଟର ଜଳ ନିଷ୍କାସିତ ହେଉଥିବା ମୁଖ୍ୟଯନ୍ତ୍ରୀ ସନ୍ତୋଷ କୁମାର ମହାପାତ୍ର କହିଛନ୍ତି।୨୪ ଘଣ୍ଟା ପର୍ଯ୍ୟନ୍ତ ଗେଟ ଖୋଲା…

ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ଘଟଣା, ୩କୋର୍ଟ ଚାଲାଣ

ଜୁନାଗଡ,୧୪।୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଜାରିଙ୍ଗ ଓଭରବ୍ରିଜ ନିକଟରେ ଗତ ଜୁଲାଇ ୧୦ ତାରିଖରେ ଏକ୍ସିସ ବ୍ୟାଙ୍କ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଡକାୟତମାନେ ୧ଲକ୍ଷ ୮୬ ହଜାର ଟଙ୍କା ସହ ମୋବାଇଲକୁ ଛଡେଇନେଇ ଚମ୍ପଟ ମାରିଥିଲେ…

କଲେଜ ନିକଟରେ ଚାଲିଗଲା ଯୁବକଙ୍କ ଜୀବନ, ଏନଏଚ ଉପରେ ମନ୍ତ୍ରୀଙ୍କୁ ଘେରିଲେ ଲୋକ, ଆଉ ତା’ ପରେ…

ଢେଙ୍କାନାଳ,୧୪।୯: ଢେଙ୍କାନାଳରେ କଲେଜ ବାଇପାସ ନିକଟରେ ଟ୍ରକ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ମହିଷାପାଟ ବାଇପାସ ନିକଟରେ ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଦେଖିବାକୁ ମିଳିଛି। ତେବେ ଏହି ଘଟଣା ପରେ ଘଟଣାସ୍ଥଳରେ ବିବାଦ ତେଜିବାରେ ଲାଗିଛି। ସେହି ରାସ୍ତା ଦେଇ…

ପୋଖରୀରୁ ମିଳିଲା ଅଷ୍ଟଧାତୁରେ ନିର୍ମିତ ନାରାୟଣଙ୍କ ମୂର୍ତ୍ତି

ସାକ୍ଷୀଗୋପାଳ,୧୪।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ଶାସନ ବଡ଼ପୋଖରୀରୁ ଶନିବାର ଦେଢଫୁଟ ଉଚ୍ଚ ଏବଂ ପ୍ରାୟ ୩ କିଲୋ ଓଜନର ଅଷ୍ଟଧାତୁରେ ନିର୍ମିତ ଏକ ନାରାୟଣଙ୍କ ମୂର୍ତ୍ତି ଉଦ୍ଧାର ହୋଇଛି।   ପୋଖରୀରେ ଗାଧୋଇବା ବେଳେ…

ସୁଭଦ୍ରା ଯୋଜନାକୁ ନେଇ ମହିଳାଙ୍କ ଭିତରେ ବଢ଼ିଲା ଉତ୍ସାହ, ୧୭କୁ ଅପେକ୍ଷା

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡ଼ିକରେ ମଧ୍ୟ…

ସୁଭଦ୍ରା ଫର୍ମ ପୂରଣ ପାଇଁ ମହିଳାଙ୍କଠାରୁ ନେଉଥିଲେ ଟଙ୍କା, ପରେ ଯାହା ହେଲା…

ଟିଲାଗଡ଼,୧୪।୯(ଶରତ ମିଶ୍ର) ସୁଭଦ୍ରା ଯୋଜନାରେ ଫର୍ମ ପୂରଣ ନେଇ ଟଙ୍କା ନେଉଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଟିଟିଲାଗଡ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଥାଉକି ଟିଟିଲାଗଡ ବ୍ଲକ ଅନ୍ତର୍ଗତ ମନିଗାଁ ପଞ୍ଚାୟତଞ୍‌ର ଆକାଶ ସାହୁ ପ୍ରତ୍ୟେକ…

ଆସନ୍ତାକାଲି ୩ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ,୧୪।୯: ଆସନ୍ତାକାଲି ଅର୍ଥାତ୍‌ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍‌ଥାପନ, ଇନ୍ଦ୍ରଧ୍ୱଜ…

କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ଜହ୍ଲାଦ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା…

ଗାଁ ପୋଖରୀରେ କୁମ୍ଭୀର: ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୧୪।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ…

ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏ ନେଇ…

ମଝି ଚିଲିକାରେ ଫସିଲା ଡଙ୍ଗା: ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

କୃଷ୍ଣପ୍ରସାଦ,୧୪।୯: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ଚିଲିକା ମଝିରେ ପୁଣି ଏକ ଯାତ୍ରୀବାହୀ ଡଙ୍ଗା ଫସି ରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିବା ସାମ୍‌ନାକୁ ଆସିଛି। ଡଙ୍ଗାରେ ୫୦ରୁ ଊଦ୍ଧର୍‌ବ ଯାତ୍ରୀ ରହିଥିବା ବେଳେ ୧୫ଟି ବାଇକ୍‌ ଥିବା…

ବସନ୍ତଙ୍କୁ ବିଜେଡିରୁ ବହିଷ୍କାର ଦାବି

ପାରାଦୀପ,୧୪।୯(ଶରତ ରାଉତ):ପାରାଦୀପ ବିଜେଡି ରାଜନୀତି କ୍ରମଶଃ ଜଟିଳ ହେବାରେ ଲାଗିଛି। ଶୁକ୍ରବାର ସାରେ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପରିସରରେ ବିଜେଡିର କାର୍ଯ୍ୟକାରୀ ସଭାପତି କୁମରବର ନାୟକ, ପୂର୍ବତନ ବିଧାୟକ ପ୍ରତିନିଧି ରଶ୍ମିରଞ୍ଜନ ପରିଡ଼ା ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?