ବାଲୁକା କଳାରେ ନୂଆଁଖାଇ
କର୍ଲାମୁଣ୍ଡା,୮ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ୍ପ୍ରକାଶ ସାହୁ ଆଦିବାସୀ ଜନଜୀବନର ଏକ କଳାକୃତି…
ହିଲ୍ ଭ୍ୟୁ’ରେ ଶିଶୁ ପର୍ଯ୍ୟଟକଙ୍କ ପାଇଁ ବଡ଼ ପଦକ୍ଷେପ, ଛୁଟି ଦିନରେ ବି କାର୍ଯ୍ୟ ତଦାରଖ କଲେ ବିଡିଓ
ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଏବେ ସଜେଇ ହେବାରେ ଲାଗିଛି। ଆସନ୍ତା ପୂଜା ଋତୁରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ସୁଅ ଛୁଟିବ। ପୂର୍ବରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅଞ୍ଚଳରେ ଥିବା ପର୍ଯ୍ୟଟନ କ୍ଷେତ୍ର ତଥା ଡୁଲୁରୀ ପାଇନବଣଠାରୁ ଆରମ୍ଭ…
ଅମ୍ବୁଡସ ପର୍ସନଙ୍କ ପ୍ରୋସିଡିଂ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ
କେନ୍ଦୁଝର/ହାଟଡିହୀ,୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ): ହାଟଡିହୀ ବ୍ଲକ ସମ୍ପର୍କିତ ଏକ ମାମଲାର ଶୁଣାଣି କରି କେନ୍ଦୁଝର ଏମ୍ଜିଏନ୍ଆର୍ଇଜିଏସ୍ ଅମ୍ବୁଡ଼ସ ପର୍ସନଙ୍କ ପ୍ରୋସିଡିଂ ଉପରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ୬.୯.୨୦୨୪ରେ ମଧ୍ୟବର୍ତ୍ତୀ କାଳୀନ ସ୍ଥଗିତାଦେଶ ଜାରି କରିଛନ୍ତି। ଡବ୍ଲ୍ୟୁପି(ସି) ନଂ ୨୦୯୯୫/୨୦୨୪ ଅଟେ।…
ଚମକ ହରାଉଛି ଶାମୁକା
ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍ ଚକ୍ କରି ଚମକି ଉଠେ। ଏଭଳି ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସେଇ ମୁହୂର୍ତ୍ତକୁ ପର୍ଯ୍ୟଟକମାନେ…
ଧ୍ୱଂସମୁଖରେ ମାଣ୍ଡୁକା ପାହାଡ଼
ଚଣ୍ଡିଖୋଲ,୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଛି ମାଣ୍ଡୁକା ପାହାଡ଼। ଏହି ପାହାଡ଼ର ୧୨ ଏକର ପରିମିତ ଜମିକୁ ମୋରମ ଖନନ ପାଇଁ ଲିଜ୍ ଆକାରରେ ଦିଆଯାଇଥିବାବେଳେ ଲିଜ୍ ଇଲାକା ବାହାରେ ବ୍ୟାପକ ଖନନ କରାଯାଉଛି। ଯାହାକୁ…
ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ଏହି…
ଟ୍ରକ୍ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ୨ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଶିଶୁଭବନରେ ରୋଗୀ…
ଜେଲ୍ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…
ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି
ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ। ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି…
ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି
ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଗ୍ରାମ ଦେବତୀ, ମା ପାଟ୍ଟଖଣ୍ଡାଙ୍କୁ ପୂଜାର୍ଚ୍ଚନା କରାଯିବା ସହ…
କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…
କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶ ରାମ ସିଂହ…
ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ
ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବାଲିଆପାଳ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) ଅଧୀନ ରେମୁ-୨ ଅଙ୍ଗନଓ୍ବାଡି…

