ଆମ ଜିଲା ଖବର

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଗଣମାଧ୍ୟମ ଜରିଆରେ ବାରମ୍ବାର ଲୋକଙ୍କୁ ସଚେତନତା ବାର୍ତ୍ତା ଦେଉଛନ୍ତି…

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ…

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା ପରଠାରୁ…

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ମୃଣ୍ମୟ ମୂର୍ତ୍ତି ସମ୍ପୂର୍ଣ୍ଣ ହୋଇଥିବା ବେଳେ…

ଗଣେଶ ପୂଜା ପାଇଁ ଡ୍ରେସ କିଣି ଫେରୁଥିଲେ ପିଟିଲା ବାଇକ୍‌: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ଦଶପଲ୍ଲା,୭।୯(ଳୋକନାଥ ମିଶ୍ର):ନୟାଗଡ ଜିଲା ଦଶପଲ୍ଲା ଥାନା ଡିହଗାଁ ଛକରେ ବାଇକ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁଇ ମୃତକ ହେଲେ ଡିହଗାଁର ଶୁକ୍ର ବାଜୁ ଏବଂ ସୁଦର୍ଶନ ପ୍ରଧାନ। ଗୁରୁତର ବାଇକ ଚାଳକ…

ସହରମୁହାଁ ଦନ୍ତା ହାତୀ: ଏକାମ୍ର ଛକରେ ଆତଙ୍କ; ଦେଖନ୍ତୁ ଭିଡିଓ

ବରଗଡ,୭।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ସହରମୁହାଁ ହୋଇଛନ୍ତି ଦନ୍ତା ହାତୀ। ସହରର ଅନତିଦୂର ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟରେ ବୁଲାବୁଲି କରୁଛନ୍ତି। ହାତୀ ଆସିଥିବା ଜଣାପଡିବା ପରେ ଶନିବାର ସକାଳୁ ଆଖପାଖ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡିଛନ୍ତି। ହାତୀମାନେ ଅଞ୍ଚଳର ଧାନ…

ପର୍ଯ୍ୟଟନସ୍ଥଳ ଅପେକ୍ଷାରେ ବିଲ ମହାଦେବ ମନ୍ଦିର

ମହାକାଳପଡ଼ା, ୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଶେଷ ସୀମା କଳପଡ଼ା ମୌଜା ଓ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ମୌଜା ସନ୍ନିକଟରେ ଅବସ୍ଥିତି ଶୈବ ପୀଠ ବିଲ ମହାଦେବ ( ନୀଳକଣ୍ଠେଶ୍ୱର) ମନ୍ଦିର । କେଉଁ ଆବହମାନ କାଳରୁ ଏହି…

ଆଇନ ମନ୍ତ୍ରୀଙ୍କୁ ୪୮ ହିନ୍ଦୀ,ସଂସ୍କୃତ ଶିକ୍ଷକ ସଂଘର ଫେରାଦ

ବରଗଡ଼, ୭।୯( ପ୍ରେମାନନ୍ଦ ଖମାରୀ):୪୮ ହିନ୍ଦୀ/ସଂସ୍କୃତ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ଫେରାଦ ହୋଇଛନ୍ତି। ସଂଘର ନେତା ଅକ୍ଷୟ କୁମାର ନାୟକଙ୍କ ନେତୃତ୍ୱରେ ବରଗଡ଼ ଜିଲାର ପ୍ରତିନିଧି ସୁଦାମା ବାରିକ, ରମେଶ ଚନ୍ଦ୍ର ପ୍ରଧାନ,…

ବିକାଶକୁ ଉନ୍ନତିର ଶିଖରରେ ପହଞ୍ଚାଇଛି କଠିନ ପରିଶ୍ରମ

ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୁଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଶିକ୍ଷାନୁଷ୍ଠାନରେ ଗୁରୁ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ସକାଳ ପ୍ରାର୍ଥନା ସଭାରେ ସର୍ବପଲ୍ଲୀ ରାଧାକ୍ରୀଷ୍ଣନ୍‌ଙ୍କ ପ୍ରତିଛବି ସମ୍ମୁଖରେ ଅତିଥିଗଣ ଦୀପ ପ୍ରଜ୍ଜ୍ୱଳନ ଓ ମାଲ୍ୟାର୍ପଣ କରିଥିଲେ। ପରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦ୍ୱାରା…

ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ସାଗର

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ରହିଥିବା ଚର୍ଚ୍ଚାକୁ ଆସିଛି। ଗତ କିଛି ଦିନ ତଳେ ତାଙ୍କୁ ଦିଲ୍ଲୀ ଡ଼କାଯାଇଥିବାବେଳେ ସେଠାରେ ସେ ମୌଖିକ ପରୀକ୍ଷା ଦେଇ ଫେରିଥିବା…

୪ ଦଫା ଦାବିରେ ଗର୍ଜିଲେ ଇ.ସି ସଦସ୍ୟା: ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ଜୀବିକା ମିଶନ ଇ.ସି ସଦସ୍ୟାଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଓଡ଼ିଶା ଜୀବିକା ମିଶନ ଇ.ସି ସଂଘ ବରଗଡ଼ ଜିଲା ଶାଖାର ଶତାଧିକ ସଦସ୍ୟା ଏକ ବିଶାଳ…

ସିନିୟରଙ୍କ ମାଡ଼ରେ ୨୨ ଜୁନିୟର ଛାତ୍ର ଗୁରୁତର

ନୂଆପଡ଼ା/କୋମନା,୭ା୯(ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ତରବୋଡ଼ ଜବାହର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ସିନିୟର ଛାତ୍ରଙ୍କ ମାଡ଼ରେ ୨୨ ଜଣ ଜୁନିୟର ଛାତ୍ର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?