ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: ସ୍ବାମୀଙ୍କୁ ମିଳିଲା ଏଭଳି ଦଣ୍ଡ
ରାୟଗଡା,୨୪।୧୨(ଆଶିଷ ରଞ୍ଜନ ପଣ୍ଡା)- ସ୍ତ୍ରୀ ହତ୍ୟାକାରୀ ସ୍ବାମୀକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ରାୟଗଡ଼ା ଅତିରିକ୍ତ ଜିଲା ଦୌରାଜଜ୍ ଅଳ୍ପନା ସ୍ବାଇଁ। ଏହି ମାମଲାରେ ୨୦ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣକୁ...
ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା...
ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି l ବିଭିନ୍ନ ଜିଲାର ମଣ୍ଡି ଓ ଧାନ ଖଳାରେ ଚାଷୀମାନଙ୍କ ଧାନ ପଡିରହିଥିଲେ...
ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…
ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କାର ଯାଞ୍ଚ କରାଯିବ। ଏଭଳି ଧମକ ଦେଇ ଘରେ ପଶିବା ପରେ...
ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୨ଟାରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍) ତରଫରୁ ଧାରଣା ଦିଆଯାଇଛି। ଜେଏମ୍ଏମର ଜିଲା ସଭାପତି ତଥା ମୋରଡା ନିର୍ବାମଣ୍ଡଳୀର...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବକୁ ପାଇଥିଲେ। ପରର...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ...
ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି ଦୋରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ ମୁଖ୍ୟ ଅତିଥି,...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ହୋଇଛି। କିଛି ଦିନ ହେଲା ବିଭିନ୍ନ ମଣ୍ଡଳୀ ସମେତ ପ୍ରମୁଖ ଚର୍ଚ୍ଚଗୁଡ଼ିକରେ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ...
Archives


