ଆମ ଜିଲା ଖବର

ଦୁଃଖ ଆଣିଦେଲା ବନ୍ୟା: ଧୋଇ ହୋଇଗଲା ଶହ ଶହ କୋଟି ଟଙ୍କାର ସମ୍ପତ୍ତି

ଭଞ୍ଜନଗର, ୩୦।୧୦ (ବାବୁଲା ପ୍ରଧାନ)- ବାତ୍ୟା ପରବର୍ତ୍ତୀ ବନ୍ୟା ଭଞ୍ଜନଗର ଅଞ୍ଚଳବାସୀଙ୍କ ପାଇଁ ଅପାର ଦୁଃଖ ଓ ଦୁର୍ଦ୍ଦଶା ଆଣିଦେଇଛି। ଭଞ୍ଜନଗର ସହରବାସୀ ଦୀର୍ଘ ବର୍ଷ ପରେ ଏଭଳି ଭୟଙ୍କର ବନ୍ୟା ଦେଖିଛନ୍ତି। ପୂର୍ବରୁ ବନ୍ୟା ହେଲେ ମଧ୍ୟ ସହରର ମୁଖ୍ୟ…

ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ସମ୍ପର୍କୀୟ ନାବାଳକ: ଅବସ୍ଥା ଗୁରୁତର

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୋଲିସ ଜିଲା ଅନ୍ତର୍ଗତ ଜାମଦା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଶିଶୁକନ୍ୟାଙ୍କୁ ସମ୍ପର୍କୀୟ ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଜଣକ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ…

ନନା-ଜେନାଙ୍କ ପତିଆରା ଲଢ଼େଇ: ଭାଜପାରେ ଶୀତଳ ଯୁଦ୍ଧ

ବାଲେଶ୍ୱର,୩୦ା୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ):ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା କିଛି ମାସ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦେବା ପରେ ବାଲେଶ୍ୱର ଭାଜପାରେ ଶୀତଳ ଯୁଦ୍ଧ ତୀବ୍ର ହୋଇଛି। ଦଳର ବରିଷ୍ଠ ନେତା ତଥା ବର୍ତ୍ତମାନର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ନନା)…

ଜୋଲାପୁଟ ଡ୍ୟାମ୍‌ର ୮ ଗେଟ୍‌ ଖୋଲିଲା

ନନ୍ଦପୁର,୨୯ା୧୦(ତୁଷାର କାନ୍ତ ମହାନ୍ତି): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାତାଳୀ ଓ ମାଛକୁଣ୍ଡ ନଦୀ ଦେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ର ଜୋଲାପୁଟ ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪୦,୦୦୦ କ୍ୟୁସେକ ଜଳ ପ୍ରବେଶ କରୁଛି। ଉପରମୁଣ୍ଡରେ ବର୍ଷା…

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ ନେଇ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ,…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର ପାର୍ଶ୍ୱରୁ ଜୁନାଗଡ଼ ଅଭିମୁଖେ ଆସୁଥିବା ଏକ ଦ୍ରୁତଗାମୀ କାର୍‌ ଭାରସାମ୍ୟ ହରାଇ ରାସ୍ତା…

ମୁଖ୍ୟରାସ୍ତାରେ ଛାତିଏ ପାଣି, ଘରେ ପଶିଲା ବନ୍ୟାଜଳ: ଦିଗପହଣ୍ଡି NAC ବୁଲି ସ୍ଥିତି ପରଖିଲେ ବିଧାୟକ, ସାହି-ବସ୍ତି ବୁଲି…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଗାଣ ପ୍ରବଳ ବର୍ଷା ଯୋଗୁ ଦିଗପହଣ୍ଡି ଏନ୍‌ଏସି (NAC) ଅଞ୍ଚଳରେ ବ୍ୟାପକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ସୋମବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ବର୍ଷା ଯୋଗୁ ସମଗ୍ର…

ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକାରେ କେନ୍ଦୁଝର ପୁଅ ସିଦ୍ଧାର୍ଥଙ୍କ କମାଲ: IMAT-2026ରେ ୪୮ତମ ସ୍ଥାନ, ପାଇବେ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ପି.ଡି. ସିଦ୍ଧାର୍ଥ ସାରଥୀ ବେଜ ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (IMAT-2026)ରେ ୪୮ତମ ସ୍ଥାନ ହାସଲ କରି ସମଗ୍ର ଅଞ୍ଚଳ ତଥା ରାଜ୍ୟ ପାଇଁ ଗୌରବ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଉଛନ୍ତି ରାମଚନ୍ଦ୍ରପୁର ଥାନା…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିଥିବା ସାଙ୍ଘାତିକ ଅଭିଯୋଗ…

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା ସମ୍ପର୍କରେ ଗୁରୁବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକସ୍ତରରେ ତତ୍ପରତା ଦେଖିବାକୁ…

ଦିଗପହଣ୍ଡିରେ ପ୍ରବଳ ବର୍ଷା: ପୁଣି ଖୋଲାଗଲା ଘୋଡ଼ାହାଡ଼ ଡ୍ୟାମ୍‌ର ୩ ଗେଟ୍, ଫାସିଗୁଡ଼ାରେ ମନ୍ଦିରରେ ଫସିଥିବା ୧୫ ଜଣଙ୍କୁ…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ବନ୍ୟା ବିଭୀଷିକା ଦେଖାଦେଇଛି। ଦିଗପହଣ୍ଡିରେ ୩୬୫ ମିଲିମିଟର ଏବଂ ଘୋଡ଼ାହାଡ଼ ଡ୍ୟାମ୍‌ ଅଞ୍ଚଳରେ ୪୩୬ ମିଲିମିଟର ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?