ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…
ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ପାଟଣା ଥାନା ପୋଲିସ ତତ୍ପରତା ପ୍ରକାଶ କରି ଶୁକ୍ରବାର ଜଣେ…
ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ କରିଛି। ସେମାନେ ହେଲେ ହଲେ ରାୟଗଡ଼ ଜିଲା ଚନ୍ଦ୍ରପୁର ବ୍ଲକ୍ ଭାଇସ୍ ଚ୍ୟାରମ୍ୟାନ୍…
ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ
ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ଟୋକନ ପାଇବାରୁ ବଞ୍ଚିତ ହେବା କାରଣରୁ ଜିଲ୍ଲାର ଅନେକ ଚାଷୀ…
ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି
ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ,ବ୍ରହ୍ମପୁର ଏସ.ପି ଡ଼ା. ଶ୍ରବଣା ବିବେକ…
ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…
ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଭାଜପାର ରାଜ୍ୟ ସଭାପତି…
ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ
ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ ୨୪ତାରିଖ ଶୁକ୍ରବାର ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ଓ ଜଳସେଚନ ବିଭାଗ…
ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ
ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଅଞ୍ଚଳରେ ଗୃହପାଳିତ ପ୍ରାଣୀ ସମ୍ପଦ ମଧ୍ୟ ଏହାର…
ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ
ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇଯାଇଛି। ରେବ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଭଗବାନପୁର ଗ୍ରାମପଞ୍ଚାୟତର ଇଚ୍ଛଦା…
ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପ୍ରାଥମିକ ତଦନ୍ତରୁ ଯୁବକଙ୍କ ମୃତ୍ୟୁ ଦନ୍ତା ହାତୀ ଆକ୍ରମଣରେ ଘଟିଥିବା ସନ୍ଦେହ…
ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ
ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅବସରରେ ଆୟୋଜିତ ଶ୍ରୀ ଗୁଣ୍ଡିଚା ରଥଯାତ୍ରାର ରଥ ଟଣା ଶୁକ୍ରବାର ସମ୍ପନ୍ନ ହୋଇଛି।…
ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା
ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ ପାଣି ଜମି ଯାତାୟାତ ବାଧାପ୍ରାପ୍ତ ହେଉଥିଲା। ସ୍ଥାନୀୟ ବାସିନ୍ଦାଙ୍କ କହିବାନୁସାରେ, ଏ ନେଇ…
ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…
ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ ପ୍ରଭାବିତ ହୋଇପଡ଼ିଛି। ବର୍ଷା ଯୋଗୁ ବହୁ ମାଟି ଘର ଭୁଶୁଡ଼ି ପଡ଼ୁଥିବା ବେଳେ…

