ଆଇଆରଇ ଓ ଗୋପାଳପୁର ପୋର୍ଟ କମ୍ପାନୀରେ ଯୁବକ/ଯୁବତୀଙ୍କୁ ନିଯୁକ୍ତି ଦାବି ନେଇ ଆନ୍ଦୋଳନ
ଛତ୍ରପୁର (ଦିଲ୍ଲୀପ ସାମଲ )୪।୯: ଛତ୍ରପୁର ଉପକଣ୍ଠ ଆଇଆରଇଏଲ ଓ ଗୋପାଳପୁର ପୋର୍ଟ କମ୍ପାନୀ ଗୁଡିକରେ ସ୍ଥାନୀୟ ଶିକ୍ଷିତ ଯୁବକ /ଯୁବତୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ଦାବି ନେଇ ଅଗଷ୍ଟ ୨୮ରୁ ଧାରଣା ଦିଆଯାଇଥିଲା। କିନ୍ତୁ ସେମାନଙ୍କ ଦାବି କେହି ନ…
କାନ୍ଥ କଣାକରି ଗହଣା ଦୋକାନରୁ ଚୋରି
ବ୍ରହ୍ମପୁର, ୪।୯(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଟାଟାବେଂଜ଼ ଛକରେ ଥିବା ଏକ ଗହଣା ଦୋକାନରେ ବଡଧରଣର ଚୋରି ହୋଇଛି। ପୋଲିସ ପହଞ୍ଚି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କରୁଛି। ଦୋକାନ ମାଲିକ ଜେ. ଶ୍ରୀଧର…
ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ
ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଚଢ଼ାଉ କରି ବେଆଇନ ଭାବେ ଗଛିତ ପ୍ରାୟ ୧୨୦ ଗ୍ରାମ…
ବରସୁଆଁ ଲୁହା ଖଣିରେ ସିବିଆଇ ଚଢାଉ
ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟେନସାସ୍ଥିତ ସେଲ (SAIL) ଆର୍.ଏସ.ପି (Rourkela Steel Plant) ପରିଚାଳିତ ବରସୁଆଁ ଲୌହଖଣିରେ ସିବିଆଇ ଚଢ଼ାଉ ଜାରି ରହିଛି। ସୁଚନା ମୁତାବକ, ବିଗତ ଦୁଇ ତିନୋଟି ଆର୍ଥିକ ବର୍ଷରେ ସେଲ ଆର୍.ଏସ.ପି ପରିଚାଳିତ ବରସୁଆଁ ଲୌହ…
ବ୍ୟାଙ୍କ୍ରେ ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍: ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ
ବାଲିଗୁଡା,୪।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନାଋଣ ଦୁର୍ନୀତି ପଦାକୁ ଆସିଛି। ବ୍ୟାଙ୍କରେ ସୁନା ଆପ୍ରାଇଜର ଭାବେ କାମ କରୁଥିବା ଜଣେ ବ୍ୟକ୍ତି ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ପ୍ରାୟ ୫୫ ଲକ୍ଷ ଟଙ୍କା…
୨ ଦିନ ହେବ ନିଖୋଜ ଥିଲେ ଫାଇନାନ୍ସ କର୍ମଚାରୀ: ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ
ବଲାଙ୍ଗୀର, ୪।୯(ସୁନିଲ କୁମାର ମହାନ୍ତି): ସଇଁତଲା ଥାନା ବଡ଼ମାଳ ଫାଣ୍ଡି ଅନ୍ତର୍ଗତ ଗୋଏଲଭାଡ଼ି ଗ୍ରାମ ନିକଟସ୍ଥ ବର୍ଣ୍ଣି ସଂରକ୍ଷିତ ଜଙ୍ଗଲରୁ ଜଣେ ଫାଇନାନ୍ସ କମର୍ର୍ଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି । ସଇଁତଲା ଥାନା ଅଧିକାରୀଙ୍କ ସୂଚନା ଅନୁସାରେ ଟିଟିଲାଗଡ଼ସ୍ଥିତ…
ହାତୀ ଘଉଡାଇବାକୁ ଯାଇ ଜୀବନ ହାରିଲେ ଯୁବକ
ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ସରସରା ସେକସନ କୁଲୁକୁତାରେ ଏକ ଦୁଃଖଦ ଘଟଣା ଘଟିଛି। କୁଲୁକୁତା ଅଞ୍ଚଳରେ ପ୍ରାୟ ୭ ଦିନ ଧରି ଏକ ଗୋଠଛଡା ଦନ୍ତା ଘୁରି ବୁଲି ଆତଙ୍କ ସୃଷ୍ଟି କରୁଥିଲା l ଧନ ଜୀବନ…
ମୁହଁରେ କପଡ଼ା ପକାଇ ସୁନାଚେନ୍ ଲୁଟିନେଲେ ଲୁଟେରା
ଗଞ୍ଜାମ,୪।୯(ବିଦ୍ୟାଧର ସାହୁ):ଗଞ୍ଜାମ ବଡ଼ ବଜାର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ପୃଥକ ପୃଥକ ଭାବେ ଦୁଇଟି ସ୍ଥାନରୁ ଚୋରି ହୋଇଥିବା ଜଣାପଡିଛି । ବଜାର ହରିଜନ ସାହିରୁ ମନୋଜ ନାୟକଙ୍କ ପଲସର ଗାଡି, ଟୁଟୁକେଶରୀ ନାୟକଙ୍କ (ଓଡିଆଇ୦୭ଭି ୮୬୦୭)ସିଡ଼ି ଡିଲକ୍ସ ଗାଡି…
ଆଧାର କାର୍ଡରେ ଅଛିକି ତ୍ରୁଟି, ସୁଭଦ୍ରା ଯୋଜନାରୁ ପଡ଼ିବେ….
ପଦ୍ମପୁର, ୪।୯ (ପ୍ରଦୀପ୍ତ ଦାଶ): ରାଜ୍ୟ ସରକାର ସୁଭଦ୍ରା ଯୋଜନା ଘୋଷଣା ପରେ ମହିଳାଙ୍କ ମଧ୍ୟରେ ଖୁସି ଦେଖାଦେଇଛି। ମାତ୍ର ଏବେ ଆଧାର କାର୍ଡକୁ ନେଇ ମହିଳାମାନେ ଚିନ୍ତାରେ ପଡିଛନ୍ତି। ସେମାନଙ୍କ ଆଧାର କାର୍ଡରେ ବୟସ ସହିତ ମୋବାଇଲ ନମ୍ବର ଓ…
କର୍କଟ ପାଇଁ …
ବରଗଡ଼୪।୯( ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ମଙ୍ଗଳବାର କର୍କଟ ରୋଗ ନିରାକରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଇନରହିଲ କ୍ଲବ ଅଫ ବରଗଡ଼ ପକ୍ଷରୁ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଇନରହିଲ କ୍ଲବ ଅଫ୍ ବରଗଡ଼ର ପୂର୍ବ ଡିଷ୍ଟ୍ରିକ୍ଟ ଚେୟାରମେନ ମମତା…
ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ସରପଞ୍ଚ
କୁଜଙ୍ଗ, ୪।୯(ମନୋଜ ପ୍ରଧାନ): ପାରାଦୀପ ଗଡପଞ୍ଚାୟତର ମୋ ସେବା କେନ୍ଦ୍ରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପାରାଦୀପଗଡ଼ ଗ୍ରାମ ପଞ୍ଚାୟତ ସରପଞ୍ଚ ସସ୍ମିତା ବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପଞ୍ଚାୟତରେ ଏହି ଯୋଜନାର ଶୁଭାରମ୍ଭ କରିଥିଲେ।…
କନ୍ଧମାଳର ଲକ୍ଷପତି ଦିଦି ରାୟଗଡାରେ ଦେଉଛନ୍ତି ତାଲିମ
ଦାରିଙ୍ଗବାଡି, ୪।୯ (ଅରୁଣ ସାହୁ ): ସବୁ ବେଳେ ତେନ୍ତୁଳିର ଚାହିଦା ରାଜ୍ୟ ଓ ରାଜ୍ୟ ବାହାରେ ରହିଛି। ଅମଳ ପରେ ଏହାକୁ ସଠିକ ଭାବେ ପ୍ରସ୍ତୁତି କରିପାରିଲେ ଏହା ଚାଷୀଙ୍କୁ ଲାଭ ଦେବ। କନ୍ଧମାଳ ଜିଲା ଦାରିଙ୍ଗବାଡି ସମେତ ବିଭିନ୍ନ…

