ଆମ ଜିଲା ଖବର

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌ ଜଳିଯାଇଛି। ସେଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବାରଣ୍ଡାପାଟ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା ପଡ଼ାବାସୀଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି। ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୨…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬ ପଞ୍ଚାୟତର ୮୬ ଗ୍ରାମରୁ କ୍ଷତିଗ୍ରସ୍ତ ଗ୍ରାମବାସୀ ଏକତ୍ର ହୋଇ ନାଲ୍‌କୋ, ବେଦାନ୍ତ ସମେତ…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗ୍ରାମ୍ୟ ଦେବତା ବାବା ଖଣ୍ଡୁଆଳ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ…

ବଳାତ୍କାର ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ ତାଙ୍କ ଓକିଲ ଡି. ଭେଙ୍କଟରାଓ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ ବାସୁଦେବ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର ଘରୁ ଅଫିସକୁ ଅଧ କିଲୋମିଟର ଚାଲିଚାଲି ଯାଉଥିବା ଦେଖିବାକୁ ମିଳିଛି। ସମୟ ହୋଇଯାଇଥିଲେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ମାସରେ ୧୦ ରୁ ୧୨ ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ବ୍ରହ୍ମପୁର ଏବଂ ଦିଗପହଣ୍ଡିର ଦୁଇଜଣ ପ୍ରଭାବଶାଳୀ ବ୍ୟକ୍ତି…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଛି । ମୃତକ ହେଲେ ମାଣ୍ଡୋସିଲ ଗ୍ରାମର ଗିରିଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri