ଆମ ଜିଲା ଖବର

ଡିଏମ୍‌ଏଫ୍‌ ପାଣ୍ଠିର ହରିଲୁଟ୍‌ ହୋଇଛି: ବିଧାୟକ

ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ଖଣି ଓ ଶିଳ୍ପାୟନ ଯୋଗୁ ପ୍ରଭାବିତ ଅଞ୍ଚଳବାସୀଙ୍କ ଥଇଥାନ ତଥା ପ୍ରଦୂଷଣଜନିତ କ୍ଷୟକ୍ଷତିର ଭରଣା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମଏଫ) ପାଣ୍ଠି ଗଠନ ହୋଇଛି। କିନ୍ତୁ ଏହି ପାଣ୍ଠିରେ ଆଦାୟ ହେଉଥିବା ଅର୍ଥରେ ସୁକିନ୍ଦା ଓ ଧର୍ମଶାଳା ଖଣି…

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…

ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ

ଭୁବନେଶ୍ୱର,୩୧।୮: ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍‌ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍‌ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା…

ପୋଲ ନିର୍ମାଣ ପାଇଁ ଜାତୀୟ ରାଜପଥରେ ଚିପ୍‌ସ ଗଦା

କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କାଉଡୋଳାରୁ ମହାଜନଗୁଡା ବାଞ୍ଜିବାହାଲକୁ ସଂଯୋଗ କରୁଥିବା ରାସ୍ତା ନିକଟରେ ଏକ ଠିକାସଂସ୍ଥା ପକ୍ଷରୁ ଜାତୀୟ ରାଜପଥ ଉପରେ ଚିପ୍‌ସ ଗଦା କରାଯାଇଛି। ଫଳରେ ଜାତୀୟ ରାଜପଥ ଦେଇ ଯାଉଥିବା ଗାଡିମୋଟର ଦୁର୍ଘଟଣାର ସମ୍ମୁଖୀନ…

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା

କୋକସରା,୩୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଦେଇ ପିପଲଗୁଡା ଯାଉଥିବା ସୁଭଦ୍ରା ନାମକ ଏକ ଘରୋଇ ବସ୍‌ ସହିତ କୁଶମାଲ ଛକ ନିକଟରେ ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକରେ ଥିବା ୨ଜଣ…

ଆକ୍ସନ ମୋଡ୍‌ରେ ସରକାର, ଶ୍ରୀମନ୍ଦିର କାର୍ଯ୍ୟାଳୟର ୩୨ କର୍ମଚାରୀ ବିଦା

ପୁରୀ,୩୧।୮: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା ପରେ ଆକ୍ସନ ମୋଡ୍‌କୁ ଆସିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ଅବସରପ୍ରାପ୍ତ…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୩୧ା୮(ରମେଶ ଚନ୍ଦ୍ର ନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବା କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଳି ପଞ୍ଚାୟତ ଦୋରାସାର୍ଲି ଗାଁର ସହଦେବ ହରିଜନ (୨୮)ଙ୍କ ଗୁରୁବାର ସେଠାରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ସହଦେବ ୨୦୨୩ ଅଗଷ୍ଟରେ ତାମିଲନାଡୁ ତ୍ରିପୁର ଜିଲାକୁ କାମ…

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ରତ୍ନଭଣ୍ଡାର ଚଟାଣ ତଳେ…

ଭୁବନେଶ୍ୱର,୩୧।୮: ରତ୍ନଭଣ୍ଡାର ସର୍ଭେ ନେଇ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ କରି ସାରିଲାଣି। ନନ୍‌ପେନିଟ୍ରେଟିଙ୍ଗ ସର୍ଭେ କରିବା ପାଇଁ ଯୋଜନା ରହିଛି। ସମସ୍ତଙ୍କ ମନରେ ଗୋଟେ ଆଶଙ୍କା…

ଝାଡ଼ାବାନ୍ତି ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି

ଭଞ୍ଜନଗର, ୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ିରେ ଲାଗିଥିବା ଝାଡ଼ାବାନ୍ତି ସ୍ଥିତିରେ ପରିବର୍ତ୍ତନ ଆସୁନାହିଁ। ମୃତ୍ୟୁସଂଖ୍ୟା କ୍ରମେ ବଢ଼ିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଝାଡ଼ାବାନ୍ତିରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ସେମାନେ ହେଲେ ଅରକ୍ଷିତ ଗୌଡ଼ ଏବଂ ତାଙ୍କ…

ଯଶୋବନ୍ତ ସଭାପତି , ଜଗନ୍ନାଥ ସମ୍ପାଦକ

ଛତ୍ରପୁର,୩୧ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଥିବା ଓଏସ୍‌ଏପି ଅଷ୍ଟମ ବାଟାଲିୟନର ହାବିଲଦାର ଓ ସିପାହୀ ସଂଘ ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇ ଶନିବାର ଫଳାଫଳ ଘୋଷଣା ହୋଇଛି l ସଂଘ ସଭାପତି ଭାବେ ଯଶୋବନ୍ତ ସ୍ବାଇଁ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି…

ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର

ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି ଘଟଣା ସାମ୍‌ନାକୁ ଆସୁଛି। ଫୁଣି ଜିଲାରୁ ଏକ ଲଜ୍ୟାକର ଘଟଣା ପଦାକୁ ଆସିଛି।…

ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଧେରେଣ୍ଡି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଶନିବାର ଏକ ବାଇକ-ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଉଭୟ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?