ଆମ ଜିଲା ଖବର

ଧର୍ମଗଡ଼କୁ ରେଳ ଲାଇନ ସଂଯୋଗ ଆଶା ଉଜ୍ଜୀବିତ

ଭବାନୀପାଟଣା,୩୧ା୮ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଧର୍ମଗଡକୁ ରେଳ ଲାଇନ ସଂଯୋଗୀକରଣ ଆଶା ଉଜ୍ଜୀବିତ ହୋଇଛି। ବହୁ ପ୍ରତୀକ୍ଷିତ ଜୁନାଗଡ-ନବରଙ୍ଗପୁର ରେଳ ଲାଇନ ମଧ୍ୟରେ ଧର୍ମଗଡ ନିକଟରେ ଧର୍ମଗଡ ରୋଡ ଷ୍ଟେଶନ ନିର୍ମାଣ ହେବ ବୋଲି ଜଣାପଡିଛି। ଧର୍ମଗଡଠାରେ ଏକ ସ୍ବତନ୍ତ୍ର…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଛତ୍ରପୁର ବିଇଓଙ୍କ ଘରେ ପଶିଲା ଭିଜିଲାନ୍ସ

ଛତ୍ରପୁର,୩୧।୮(ସନ୍ତୋଷ ପାଢ଼ୀ): ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୀତାରାମଙ୍କ ବ୍ରହ୍ମପୁର ସ୍ଥିତ ଖୋଡ଼ାସିଙ୍ଗି…

ପାରାଦ୍ୱୀପରେ ହଟଚମଟ: ଚାଇନା ଜାହାଜରୁ ଧରାପଡିଲେ ୩ ଘାନା ନାଗରିକ

ପାରାଦ୍ୱୀପ,୩୧।୮(ଶରତ ରାଉତ): ପାରାଦ୍ୱୀପ ବନ୍ଦର ସିକ୍ୟୁ ୧ ବର୍ଥରେ ଶନିବାର ଭୋରୁ ଲାଗିଥିବା ଚାଇନା ଜାହାଜ ଏମଭି ଗ୍ରେଟ ଶେଙ୍ଗ ଓ୍ବେନକୁ ନେଇ ହଟଚମଟ ସୃଷ୍ଟି ହୋଇଛି। ଉକ୍ତ ଜାହାଜରେ ୩ ଜଣ ଘାନା ଦେଶର ନାଗରିକ ବେଆଇନ ଭାବେ ପ୍ରବେଶ…

ସ୍ମାର୍ଟ ମିଟର ସୁରକ୍ଷିତ, ଭରସାଯୋଗ୍ୟ: ଟିପିଡବ୍ଲ୍ୟୁଓଡିଏଲ୍‌

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍‌ ବିତରଣ କମ୍ପାନୀ ଟିପିଡବ୍ଲ୍ୟୁଓଡିଏଲ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ସହ ଗ୍ରାହକ ସେବା ପାଇଁ ସଦାସର୍ବାଦା ପ୍ରତିଶ୍ରୁତିବଦ୍ଧ ରହିଛି । ସ୍ମାର୍ଟ ମିଟର ସମ୍ପୂର୍ଣ୍ଣ ରୂପେ ସୁରକ୍ଷିତ ଓ ଭରସାଯୋଗ୍ୟ। ଶୁକ୍ରବାର ବରଗଡ଼ର ଏକ…

୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଏବଂ ଏସ୍‌ପି ପି.ଏସ୍‌ ମୀନାଙ୍କ ଉପସ୍ଥିତିରେ ଶୁକ୍ରବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଗାଙ୍ଗଲୁର ଥାନା…

ଯୁବକଙ୍କୁ ଖଣ୍ଡାରେ ହାଣି ଟଙ୍କା, ସୁନା ଚେନ୍‌ ଲୁଟ

ଗୋପାଳପୁର,୩୦।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଏକ ଜରି ଫେକ୍ଟ୍ରି ନିକଟରେ ଜଣେ ଯୁବକଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରି ୩୦ ହାଜର ଟଙ୍କା ସହ ସୁନା ଚେନ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି। ତଦନ୍ତ…

ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ କରିଥିଲା। ଠିକ୍‌ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ ବନ…

ରେଣ୍ଡୋ ମାଝିଙ୍କ ଶହୀଦ ଦିବସରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆଦିବାସୀ ସଂଘ ପକ୍ଷରୁ ରେଣ୍ଡୋ ମାଝିଙ୍କ ୧୬୯ ତମ ଶହୀଦ ଦିବସ ପାଳନ ଓ ଜିଲାରେ ନିର୍ମାଣାଧୀନ ଆଦିବାସୀ ଭବନର ଶୁଭ ଉଦ୍‌ଘାଟନ କରିବା ପାଇଁ ଜିଲା ଆଦିବାସୀ ସଂଘର ଏକ ପ୍ରତିନିଧି ଦଳ…

ପାଳ ଭାଡ଼ିତଳୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ କରଦାଙ୍ଗି ଗ୍ରାମରୁ ଅପହୃତ ନାବାଳକ ଶାନ୍ତନୁ ପାତ୍ର(୧୨)ଙ୍କୁ ପୋଲିସ ଉଦ୍ଧାର କରିଛି। ନାବାଳକ ମୁମୂର୍ଷୁ ଅବସ୍ଥାରେ ଏକ ପାଳ ଭାଡ଼ିତଳେ ପଡ଼ିଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତଲକୋଇ ଗୋଷ୍ଠୀ…

ବାପଘରୁ ଶାଶୁଘର ଫେରିବା ବେଳେ ମହିଳାଙ୍କୁ ଗଣବଳାତ୍କାର

ବାଲେଶ୍ୱର,୩୦।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ବାଲିଆପାଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ନିଆଁ…

ଓଲଟିଲା ସ୍କୁଲ ଭ୍ୟାନ: ୧୦ ଛାତ୍ରୀଛାତ୍ର ଆହତ

ଚାନ୍ଦବାଲି:୮।୩୦: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?