ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା :୨ ମୃତ, ୩ ଗୁରୁତର
କୋରାପୁଟ,୨୫।୯(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି। ୩ ଗୁରୁତରଙ୍କୁ ପ୍ରଥେମେ ନାରାୟସନପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ...
ବୀରମହାରାଜପୁରରେ ମାଇନ୍ସ ବିଭାଗର ଚଢ଼ାଉ, ୧୫ ଶହ ଟନର ଧଳା ପଥର ଜବତ
ଅମରପାଲି,୨୫।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ଧଳା ପଥର ଖଣି ରେ ଗତ ତିନି ଦିନ ହେଲା ମାଇନ୍ସ ବିଭାଗର ବଡ଼ ଧରଣର ଚଢ଼ାଉ ହେଉଛି। ବୁଧୁବାର ସଂଧ୍ୟା ପର୍ଯ୍ୟନ୍ତ ପ୍ରାୟ ୧୫...
କୁଷ୍ମାଣ୍ଡା ବେଶରେ ମା ସମଲେଶ୍ବରୀ, ଦର୍ଶନ ପାଇଁ ଭକ୍ତଙ୍କ ସମାଗମ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜାତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶରୀ ଗୁରୁବାର କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ,...
ବାଇକରେ ପଶିଗଲା ବିରାଟ ନାଗ, ଛାନିଆ ହୋଇ ଗାଡ଼ି ଛାଡ଼ିଦେଲେ ଚାଳକ, ତା’ ପରେ…
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ବାଇକରେ ପଶିଗଲା ବିଷଧର ନାଗ। ନାକେଦମ ହେଲେ ଚାଳକ। ଏଭଳି ଏକ ଘଟଣା ଗଞ୍ଜାମ ବଡ଼ ବଜାରଠାରେ ବୁଧବାର ସନ୍ଧ୍ୟାରେ ଘଟିଛି। ସୂଚନାନୁଯାୟୀ, ପୁଇଁତୋଳା ଗ୍ରାମର ରୋହିତ କୁମାର ରାଉଳଙ୍କ ବାଇକରେ ବିଷଧର ନାଗ ସାପ...
କଣ୍ଟେନରରେ ଗୋରୁ ଚାଲାଣ: ଖବର ପାଇ ମାଡ଼ି ବସିଲା ପାଇକମାଳ ପୋଲିସ
ପାଇକମାଳ, ୨୪।୯(ବଡ ଶତପଥୀ): ପାଇକମାଳ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ଚେରେଙ୍ଗା ଝାଞ୍ଜ ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ କରାଯାଇଛି। ତେବେ ଏକ କଣ୍ଟେନରରେ ଗୋରୁ ବୋଝେଇ ହୋଇ ଆସୁଥିବା ଜାଣି ପୋଲିସ ଚଢ଼ାଉ କରିଥିଲା।...
ବାଇକ୍ରେ ଯିବା ବେଳେ ମାଡ଼ିଗଲା ହାଇଓ୍ବା: ଛଟପଟ ହୋଇ ଚାଲିଗଲା ୩ ଜୀବନ
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ.ଜାତୀୟ ରାଜପଥର ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତି ପ୍ରାୟ ୮ ଟାରେ ଏକ ହାଇୱା...
ଏନ୍ଏଚ୍ ଉପରେ ପଡିଲା ବିରାଟ ଗଛ, ବରଗଡ଼ – ବୋରିଗୁମା ଯାତାୟାତ ଠପ୍
ବଲାଙ୍ଗୀର,୨୪ା୯(ସୁନୀଲ ମହାନ୍ତି): ବରଗଡ଼ – ବୋରିଗୁମା ୨୬ନଂ ଜାତୀୟ ରାଜପଥ ଦେଓଗାଁ ବିଜୟାନନ୍ଦ ଚିନିକଳ ସାମ୍ନା ରାସ୍ତା ଉପରେ ଏକ ବିରାଟ ଗଛ ପଡ଼ିଯାଇଛି । ଫଳରେ ଯାନବାହନ ସହ ସାଧାରଣ ଲୋକଙ୍କ ଯିବା ଆସିବା ବନ୍ଦ ହେଇଯାଇଛି l...
ଭୂସ୍ଖଳନ ଯୋଗୁ ଖସିଲା ପଥର: ଗାହାକିଆଠାରୁ ଗସାପାଙ୍ଗା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ, ପହଞ୍ଚିଲେ ବିଡିଓ
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ସୋନପୁର ପଞ୍ଚାୟତର ଗାହାକିଆଠାରୁ ଗସାପାଙ୍ଗା ରାସ୍ତାରେ ଭୂସ୍ଖଳନ ହୋଇଛି। ଫଳରେ ସୋନପୁରଠାରୁ ବ୍ରାହିଟପଙ୍କା ଦେଇ ଗଦାପୁର ପଞ୍ଚାୟତ ସମେତ କୋଟଗଡ଼ ବ୍ଲକ ଶ୍ରୀରାମପୁର କୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।...
‘ଯୋଜନା ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିଛି’
ଭଞ୍ଜନଗର,୨୪ା୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ୮ ବର୍ଷ ହେବ ଚାଲିଥିବା ଜାଇକା ପ୍ରକଳ୍ପର ବୁଧବାର ୨୦୨୪-୨୦୨୫ ଆର୍ଥିକ ବର୍ଷ ଉପରେ ଭଞ୍ଜନଗର ଟାଉନ ହଲ ପରିସରରେ ଏକ ସମୀକ୍ଷା ବୈଠକ ହୋଇଥିଲା। ସମୀକ୍ଷା ବେଳେ...
ବାପାମା’ ଘରେ ନ ଥିଲେ, ନାବାଳିକାଙ୍କୁ ମୋବାଇଲ୍ରେ ଅଶ୍ଳିଳ ଭିଡ଼ିଓ ଦେଖାଇ ବଳାତ୍କାର ଉଦ୍ୟମ; ଅଭିଯୁକ୍ତ…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ୫ମ ଶ୍ରେଣୀ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍ଆଇ ଜ୍ୟୋତି...
ଗଞ୍ଜାମ: ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଯୋଗଦାନ
ଛତ୍ରପୁର,୨୪।୯(ଦିଲୀପ ସାମଲ): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସୌରଭ ପ୍ରଧାନ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ସେ ପ୍ରଥମେ ଗଞ୍ଜାମ ଜିଲାପାଳଙ୍କୁ ସାକ୍ଷାତ କରି ନିଜର ଯୋଗଦାନ ପତ୍ର ପ୍ରଦାନ କରିଥିଲେ । ପୂର୍ବରୁ...
ହାଇଓ୍ବା ଧକ୍କାରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ, ମୃତଦେହ ରଖି ରାସ୍ତା ଅବରୋଧ କଲେ…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ଓଡ଼ିଆ ସାହି ବାସିନ୍ଦା ତଥା ଗଜପତି ଜିଲା ମୋହନା ବ୍ଲକ ପିଣ୍ଡିକି ଗ୍ରାମ ହାଇସ୍କୁଲର କ୍ରୀଡା ଶିକ୍ଷକ ରାମକୃଷ୍ଣ ପାଣିଗ୍ରାହୀ ଓରଫ ବବୁଲ(୩୨) ବୁଧବାର ସାରେ ଏକ...
Archives


