ଆମ ଜିଲା ଖବର

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ ଧମକପୂର୍ଣ୍ଣ ସୂଚନା ମିଳିଛି। ଜିଲା ଜଜ୍‌ଙ୍କ ସରକାରୀ ଇ-ମେଲ ଆଇଡି dj.jharsuguda-od@gov.in କୁ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ ମିଳିଛି, ଏସ୍‌ଏଫ୍‌ଏଲ ରିପୋର୍ଟ ବି ହସ୍ତଗତ ହୋଇଛି। କିଛି ବ୍ୟକ୍ତିଙ୍କୁ ଉକ୍ତ ଘଟଣାରେ…

ମତ୍ସ୍ୟ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

ରିଷିଡ଼ା,୧୭ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ସେହିପରି ବ୍ଲକର ରିଷଡ଼ା, ଟକାରୁମାଲ, ରେଗଡ଼ା, ତେରେସିଙ୍ଗା, ଗଜବାହଲ, ରାଜପୁର ଆଦି ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ରିଷିଡ଼ା ମାଉସୀମା’ ମନ୍ଦିରଠାରେ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ ତିନି ଜଣ ପୁରୁଷ ଓ ଦୁଇ ଜଣ ମହିଳା ଗୁରୁତର ଭାବେ ଆହତ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ ଚେଷ୍ଟା ପରେ, ଟିକେଟ୍‌ଟି କନ୍‌ଫର୍ମ ହୋଇଥାଏ। ମାତ୍ର କୌଣସି କାରଣରୁ ଯଦି ଆପଣଙ୍କର…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ ୪ଟି ଛେଳି ଚୋରି ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତିି । ସୂଚନା…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଭାଲେଶ୍ୱର ଗଁା ହରିଜନ ପଡାର…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା ସହ ପାଳିତ ହୋଇଯାଇଛି। କେସିଙ୍ଗା ବ୍ଲକର ସିର୍ଜା ପାଳି ଓ ବେଲଖଣ୍ଡି ଗ୍ରାମରେ…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ ଜନ୍ଧ୍ରାମୁଣ୍ଡା ଗାଁରେ ଦେଖିବାକୁ ମିଳିଛି। ମୃତକ ହେଲେ ଡୋଲାମଣି ମାଝି(୨୭)। ସୂଚନା ଅନୁଯାୟୀ,…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଏଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେହିପରି…

ଧୂମଧାମରେ ପାଳନ ରଥଯାତ୍ରା ପାଳିତ: ମନମୋହିଲା ରଣପ୍ପା ନୃତ୍ୟ

ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ପୁରୀ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ରଥଯାତ୍ରା ଧୂମଧାମରେ ପାଳନ କରାଯାଇଛି । ଛତ୍ରପୁର ତାଡେପଲ୍ଲୀ ସାହିସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମହାପ୍ରଭୁଙ୍କ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?