ରାସ୍ତାରେ ଅଧିଆ ପଡ଼ି ରାଜସ୍ଥାନରୁ ପୁରୀ ଯାତ୍ରା
କାମାକ୍ଷାନଗର ୨୬ା୮(ସୁଧୀର କୁମାର ପରିଡା):ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ତାଙ୍କର ସାନ୍ନିଧ୍ୟ ଟିକେ ପାଇବାକୁ ସୁଦୂର ରାଜସ୍ଥାନରୁ ବାହାରି ରାସ୍ତାରେ ଅଧିଆ ପଡ଼ି ପୁରୀ ଅଭିମୁଖେ ବାହାରିଛନ୍ତି ଜଣେ ଭକ୍ତ। ଏଭଳି ଜଣେ ଭକ୍ତଙ୍କୁ ରବିବାର ଦେଖିବାକୁ ମିଳିଛି କାମାକ୍ଷାନଗର ଉପଖଣ୍ଡ…
ଜନ୍ମାଷ୍ଟମୀ ନୀତି ସମୟରେ ବନ୍ଦ ରହିବ ଦର୍ଶନ
ପୁରୀ,୨୫ା୮(ଅଜିତ୍ କୁମାର ମହାନ୍ତି): ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ସୋମବାର ଶ୍ରୀମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଯେଉଟ ଭୋଗ ଲାଗିହେବା ସହ ଗର୍ଭଉଦକ ବନ୍ଦାପନା ନୀତି ସମ୍ପନ୍ନ କରାଯାଇଛି।…
ଗାଁ ଭୋଜିରେ ମାଂସ ଖାଇ ଦେଶୀମଦ ପିଇଥିବାରୁ ବ୍ୟାପିଛି ଝାଡ଼ାବାନ୍ତି: ଡାକ୍ତରୀ ଟିମ୍
ତୁମୁଡିବନ୍ଧ,୨୫ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ସପ୍ତାହେ ହେଲା ଝାଡ଼ାବାନ୍ତିରେ ଶତାଧିକ ଲୋକ ଆକ୍ରାନ୍ତ ହୋଇଥିବା ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିଲା। ଏ ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଜିଲା…
୨୭ରୁ ବସ୍ ଚଳାଚଳ ବନ୍ଦ
ମାଲକାନଗିରି,୨୫ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଘରୋଇ ବସ୍ ମାଲିକ ସଂଘ ରବିବାର ଏକ ଖବରଦାତା ସମ୍ମିଳନୀରେ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଆସନ୍ତା ୨୭ ତାରିଖରୁ ଜିଲାର ସମସ୍ତ ଘରୋଇ ବସ୍ ଚଳାଚଳ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା ଦେଇଛି।…
ନାରାୟଣପାଟଣାରେ ଡେଙ୍ଗୁ ଆତଙ୍କ: ୩ ଦିନରେ ଗଲାଣି ୨ ଜୀବନ
କୋରାପୁଟ / ନାରାୟଣପାଟଣା,୨୫।୮(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଡେଙ୍ଗୁ ଆତଙ୍କ। ରବିବାର ଏହି ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ନାରାୟଣପାଟଣା ବସ୍ଷ୍ଟାଣ୍ଡ ଅଞ୍ଚଳର…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହୋ ସମାଜ ନେତା
କେନ୍ଦୁଝର,୨୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଆଦିବାସୀ ହୋ ସମାଜ ମହାସଭାର ନେତା ଗୌରଚନ୍ଦ୍ର ମୁଣ୍ଡା ଏବଂ ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ସଭାପତି ସୁରେଶ ମୁଣ୍ଡା l ଏହି ଅବସରରେ…
ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା
ଖୋର୍ଦ୍ଧା,୨୫।୮: ଖୋର୍ଦ୍ଧା ଟାଉନ ଥାନା ବଜାରରେ ରବିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତକ ହେଲେ ଶେଖ ସାଜିଦ୍।…
କେନ୍ଦୁଝର ସଦର ରେଞ୍ଜରେ କାଠ ମାଫିଆ ସକ୍ରିୟ
କେନ୍ଦୁଝର,୨୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜରେ କାଠ ମାଫିଆ ସକ୍ରିୟ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ବନ ବିଭାଗର ଅପାରଗତା ଯୋଗୁ କେନ୍ଦୁଝର ସଦର ରେଞ୍ଜର ବିଭିନ୍ନ ଜଙ୍ଗଲରେ କାଠ ମାଫିଆ ଅବାଧରେ ପଶି ମେଶିନ ସାହାର୍ଯ୍ୟରେ ଶହ ଶହ ଗଛ କାଟି…
ପ୍ରକୃତି ଉପାସକଙ୍କ ପାଇଁ ସ୍ବର୍ଗୀୟ ଅନୁଭବ ଦିଏ ଶିମିଳିପାଳ ଅଭୟାରଣ୍ୟ, ଏଠାରେ ଦେଖିବା ପାଇଁ ରହିଛି…
ପ୍ରକୃତି ଉପାସକଙ୍କ ପାଇଁ ସ୍ବର୍ଗୀୟ ଅନୁଭବ ହେଉଛି ଶିମିଳିପାଳ ଅଭୟାରଣ୍ୟ। ଭାରତରେ ସର୍ବବୃହତ୍ ଏବଂ ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ ସଂରକ୍ଷିତ ବନକ୍ଷେତ୍ର ଭାବେ ଏହା ପରିଗଣିତ। ମୟୂରଭଞ୍ଜ ଜିଲାର ୫,୫୬୯ବର୍ଗ କି.ମି. ଶିମିଳିପାଳ ଜୈବମଣ୍ଡଳ ପାଇଁ ସଂରକ୍ଷିତ। ସେଥିମଧ୍ୟରୁ ୨,୨୭୧.୭୮…
ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ଅଭିଭାବକ, ପ୍ରତିବାଦରେ ରାସ୍ତାରୋକୋ
ବାରିପଦା,୨୫ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ପରିବାର ଲୋକେ ସ୍କୁଲ କର୍ତ୍ତୃପକ୍ଷ ଅବହେଳାକୁ ନେଇ ଉଦଳା-ବାରିପଦା…
କୋଡ଼ଗମ୍ଭୀର ପ୍ରଧାନମନ୍ତ୍ରୀ ସଡ଼କ ସାରା ଖାଲ, ଗାଁକୁ ଜରୁରିକାଳୀନ ସେବା ଅପହଞ୍ଚ
ଭଦ୍ରକ,୨୫ା୮(ସନାତନ ରାଉତ): ୧୬ ନମ୍ବର୍ ଜାତୀୟ ରାଜପଥରୁ ଭଦ୍ରକ ବ୍ଲକ ଅନ୍ତର୍ଗତ ସାବରଙ୍ଗକୁ ସଂଯୋଗ କରୁଥିବା ଆର୍.ଡି ରାସ୍ତାର ( ଶାଖା ରାସ୍ତା ) ଡାହାଣ ପାର୍ଶ୍ୱରେ ଯାଇଥିବା (ପ୍ରଧାନମନ୍ତ୍ରୀ ଗ୍ରାମୀଣ ସଡ଼କ) ରାସ୍ତାଟି କୋଡ଼ବରୁଆଁ, କୋଡ଼ଗମ୍ଭୀର, ଛତିଶବିରଜାପୁର, ପଲ୍ଲୀ, ପଗଡ଼,…
ନୟାଗଡ଼ର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲ୍ ଭିତରେ ଯାହା ଚାଲିଥିଲା ପୋଲିସ ଦେଖି…
ନୟାଗଡ଼,୨୫ା୮(ଲୋକନାତ ମିଶ୍ର): ରବିବାର ନୟାଗଡ଼ ଜିଲାର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମୁଖ୍ୟ ଜେଲ୍ ସମେତ ଜିଲାର ରଣପୁର, ଦଶପଲ୍ଲା, ଖଣ୍ଡପଡ଼ା ସବ୍ଜେଲ୍ରେ ଆଜି ଭୋର୍ ସମୟରୁ ଏହି ଚଢ଼ାଉ ହୋଇଛି। ଜେଲ୍ ଭିତରେ ବେଆଇନ କାର୍ଯ୍ୟ ଚାଲୁଥିବା…

