ଆମ ଜିଲା ଖବର

ଜିଲାପାଳଙ୍କୁ ଫେରାଦ ହେଲେ ସିଆରପିସିଏମ୍‌:ଦାବି ପୂରଣ କର

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ବିଜେପୁର ବ୍ଲକର ୭ପଞ୍ଚାୟତରେ କାର୍ଯ୍ୟରତ ସିଆରପିସିଏମ୍‌ମାନେ ଶୁକ୍ରବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ସେମାନଙ୍କୁ ପ୍ରାପ୍ୟ ପ୍ରଦାନ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ସେମାନେ ନିବେଦନ କରିଛନ୍ତି।…

ମୃତ ନିର୍ମାଣ ଶ୍ରମିକଙ୍କ ନାଁରେ କାର୍ଡ ପଞ୍ଜୀକରଣ

ରାୟଗଡ଼ା,୨୪।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶ୍ରମ କାର୍ଯ୍ୟାଳୟରେ ପିଛା ଛାଡ଼ୁନି ଦୁର୍ନୀତି ଓ କେଳେଙ୍କାରୀ। ନିର୍ମାଣ ଶ୍ରମିକ କାର୍ଡରେ ମୃତ୍ୟୁକାଳୀନ ବୀମା ଅର୍ଥ ହେରଫେର ଘଟଣାରେ ଜିଲା ଶ୍ରମ ଅଧିକାରୀ ଜସ୍ମିନ ଶୁଭଦର୍ଶିନୀ ସାହୁ ନିଲମ୍ବିତ ହୋଇଥିଲେ। ଏବେ ପୁଣି…

ରତ୍ନଭଣ୍ଡାରରୁ ପୁରୁଣା ସିନ୍ଦୁକ, ଆଲମିରା ସ୍ଥାନାନ୍ତର: ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗକୁ ନେଇ ବଡ଼ ବୟାନ ଦେଲେ ଜଷ୍ଟିସ ରଥ

ପୁରୀ,୨୪ା୮(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ବା ଏସ୍‌ଓପି ଅନୁଯାୟୀ ଶୁକ୍ରବାର ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ପୁରୁଣା ସିନ୍ଦୁକ ଓ ଆଲମିରାକୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ଏହି ସ୍ଥାନାନ୍ତର…

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ ଆନ୍ଧ୍ର ପ୍ରଦେଶ ଟିଡିପି ସରକାର ଶୁକ୍ରବାର ଗ୍ରାମସଭା କରିଥିଲା। ଏହା ସହିତ ଓଡିଶାର…

ବାଟରେ ବସ୍‌ ନ ରଖିବାରୁ କାଚ ଭାଙ୍ଗିଲେ ଯୁବକ

ଜୁନାଗଡ଼,୨୩ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ତଲମଲା ପଞ୍ଚାୟତକୁ ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌ ସେବା ଉପରେ ଶୁକ୍ରବାର ଜଣେ ଯୁବକ ଆକ୍ରମଣ କରିଛନ୍ତି। ବାଟରେ ବସ୍‌ ନ ରଖିବାରୁ ଯୁବକ ଜଣକ ଉତ୍ତ୍ୟକ୍ତ ହୋଇ କାଠ ଫାଳିଆରେ ବସ୍‌ର…

ଦୁର୍ଘଟଣାରେ ପ୍ରାଣ ହରାଇଲା ଘୋଡା: ଝୁରୁଛନ୍ତି ପରିବାର

ମୋରଡ଼ା,୨୩ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଅଞ୍ଚଳରେ ‘ରାନୀ’ ବେଶ୍‌ ଜଣାଶୁଣା। ଆଖପାଖ ଗାଁର ଲୋକେ ତାକୁ ବହୁତ ଆଦର ମଧ୍ୟ କରୁଥିଲେ। ରାନୀ କୌଣସି ଛୋଟ ଝିଅର ନାଁ ନୁହେଁ, ସେ ହେଉଛି ଅଶେଷ ମହାନ୍ତଙ୍କ…

ତଳି ରୋଉଥିଲେ ମହିଳା: ଘଟିଲା ବଜ୍ରପାତ

ଜଳେଶ୍ୱର,୨୩ା୮(ରବିନାରାୟଣ ପାତ୍ର): ବାଲେଶ୍ୱର ଜିଲା ଗୋପୀମୋହନପୁର ପଞ୍ଚାୟତ ବାସୁଳିଆ ଆଦିବାସୀ ସାହିର ମହିଳାମାନେ ଗୁରୁବାର ଅପରାହ୍ନରେ ତଳି ରୋଉଥିଳେ। ସେତିକିବେଳେ ହଠାତ୍‌ ବର୍ଷା ସହ ଘଡଘଡି ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ ସୁନୀଲ ହେମ୍ବ୍ରମଙ୍କ ସ୍ତ୍ରୀ ସୋମବାରୀ(୩୬)ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ…

ଏକତରଫା ପ୍ରେମରେ ବିଫଳ ହୋଇ ଯୁବତୀଙ୍କୁ ପେଚକସ୍‌ ଭୁସିଦେଲେ ଯୁବକ

ଲୋଇସିଂହା,୨୩।୮: ବଲାଙ୍ଗୀର ଜିଲା ଲୋଇସିଂହା ସ୍ଥିତ ଏକ ପେଟ୍ରୋଲ ପମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏକତରଫା ପ୍ରେମ କରି ବିଫଳ ହେବା ପରେ ଯୁବକ ଜଣକ ଯୁବତୀଙ୍କୁ ପେଚକସ୍‌ ଭୁସି ଆକ୍ରମଣ କରିଛନ୍ତି। ଫଳରେ ଯୁବତୀ ଜଣଙ୍କ ଗୁରୁତର…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ଏଥର ପାସ୍‌ ହାର ରହିଛି…

କଟକ,୨୩।୮: ୨୦୨୪ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି। ପାସ୍‌ ହାର ୫୫.୪% ରହିଛି। ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ…

ରାଜ୍ୟରେ ମାଡି ଚାଲିଛି ଡେଙ୍ଗୁ: ରୋଗୀ ସଂଖ୍ୟା ୨୪ ଶହ ଟପିଲା

ଭୁବନେଶ୍ୱର,୨୩।୮: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି…

ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଆଲମାରୀ, ସିନ୍ଦୁକ

ପୁରୀ,୨୩ା୮: ଶୁକ୍ରବାର ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ସେବାୟତଙ୍କ ସହାୟତରେ ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ…

ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ: ମୁଖ୍ୟ ଅଭିଯୁକ୍ତଙ୍କଠୁ ମଦ ଆଣି…

ଚିକିଟି,୨୧।୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲାରେ ମଦ ମୃତ୍ୟୁ ବିଭୀଷିକା ଦେଖିବାକୁ ମିଳିଛି। ମଦ ମୃତ୍ୟୁ ଘଟଣାରେ କେ.ନୂଆଗାଁ ପୋଲିସ ଶୁକ୍ରବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ମାଉନ୍ଦପୁର ଗ୍ରାମର ରାଜେନ୍ଦ୍ର ସାହୁ। ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?