ଆମ ଜିଲା ଖବର

ବରୁଣେଶ୍ୱର ପୀଠ କାର୍ଯ୍ୟ ବିଳମ୍ବ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ପ୍ରୀତିପୁର,୨୩ା୮(ସୁଶାନ୍ତ ବେହୁରିଆ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବରୁଣେଶ୍ୱର କ୍ଷେତ୍ରର ରୂପାନ୍ତରୀକରଣ କାର୍ଯ୍ୟ ବିଳମ୍ବକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପୀଠର ବିକାଶ ପାଇଁ ତତ୍କାଳୀନ ସରକାର ଘୋଷଣା କରିବା ପରେ ଅଞ୍ଚଳରେ ଆନନ୍ଦ ପ୍ରକାଶ ପାଇଥିଲା। ପୂର୍ତ୍ତ…

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ,୨୩ା୮: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ…

ବ୍ରାଉନସୁଗାର ଜବତ, ୨ ମହିଳାଙ୍କ ସମେତ ୩ ଗିରଫ

ସୋହେଲା,୨୩ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଲାଲ ମନ୍ଦିର ଛକ ପାଖ ଉପରପଡ଼ାରେ ବେଆଇନ ନିଶା କାରବାର ଏବଂ ବ୍ରାଉନସୁଗାର ବିକ୍ରି ଚାଲିଥିବା ନେଇ ବହୁଦିନରୁ ଅଭିଯୋଗ ହେଉଥିଲା। ତେବେ ଗୁରୁବାର ସୋହେଲା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ପ୍ରଣବଙ୍କ ନାଁରେ ଜମି ଜବରଦଖଲ ଅଭିଯୋଗ

କାଏମା,୨୩ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଗଙ୍ଗାଧରପୁର ପଞ୍ଚାୟତର ନୂଆଗଁା ମୌଜାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଜମି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ଉକ୍ତ ଅଭିଯୋଗ ଆଧାରରେ ଗୁରୁବାର ତହସିଲ ପକ୍ଷରୁ ନାକପୋଲ ରାଜସ୍ବ ନିରୀକ୍ଷକ…

ଆଗାମୀ ଦୁଇ ବର୍ଷରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଅାନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି। 2023 ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ, ବିଶ୍ବ…

ବଜ୍ରପାତ ନେଲା ପୁଣି ଜୀବନ

ଉଦଳା,୨୨ା୮(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣିପୁର ଗ୍ରାମରେ ଗୁରୁବର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋମନାଥ ନାଏକ। ଗୁରୁବାର ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ବଜ୍ରପାତ…

ବଡ଼ଭାଇ ଆକ୍ରମଣରେ ସାନ ମୃତ

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ନୂଆ ବାଙ୍କତରାରେ ଗୁରୁବାର ଜମିରେ ପାଣି ମଡାଇବାକୁ କେନ୍ଦ୍ରକରି ବଡ଼ଭାଇ ଆକ୍ରମଣରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ଦୁଇଭାଇଙ୍କ ଗଣ୍ଡଗୋଳ ଛଡ଼ାଇବାକୁ ଆସି ସେମାନଙ୍କ ୨ ପୁଅଙ୍କ ସମେତ ୪ ଜଣ ଆହତ…

ଜଣେ ଶିକ୍ଷକରେ ଚାଲିଛି ୬୦ ସ୍କୁଲ: ଅଫିସ କାମରେ ଗଲେ ସ୍କୁଲ ବନ୍ଦ

ଭବାନୀପାଟଣା,୨୨ା୮(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ଶିକ୍ଷା ବିଭାଗର ବିଚିତ୍ର ନୀତି ଦେଖିବାକୁ ମିଳୁଛି। ଯେଉଁଠି ଦରକାର ଅଛି ସେଠି ଶିକ୍ଷକ ନିଯୁକ୍ତି କରାଯାଉ ନ ଥିବାବେଳେ ଆବଶ୍ୟକ ନ ଥିବା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯାଉଥିବା ଅଭିଯୋଗ ଆସିଛି। ବିଭାଗ…

କନ୍ଧମାଳରେ ମଦ ମୃତ୍ୟୁ ଭୟ: କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବ୍ରାହ୍ମଣୀଗାଁ,୨୨।୮(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି । ବର୍ଷ ବର୍ଷ ଧରି ଅବାଧରେ ଚୋରା ମଦ କାରବାର ଚାଳିଥିବା ବେଳେ ଅସହାୟ ଗରିବଙ୍କ ଏଥିରେ ଧନ, ଜୀବନ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଡିସେମ୍ବର ସୁଦ୍ଧା ସବୁ ଶିକ୍ଷାନୁଷ୍ଠାନକୁ ଦିଆଯିବ ଜମିପଟ୍ଟା

ଭୁବନେଶ୍ୱର,୨୨।୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ବର୍ଷର ସରକାର…

ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ନୂଆପଡା ଜିଲା ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ। ଏଥିରେ ସମ୍ପୃକ୍ତ ଦୋଷୀ ବିରୋଧରେ…

ଦଙ୍ଗା ଗୁଜବଠାରୁ ଦୂରରେ ରହିବାକୁ ନିବେଦନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): ଆସନ୍ତା ଜନ୍ମାଷ୍ଟମୀ ଦିନ ଦଙ୍ଗା ସୃଷ୍ଟି ହେବା ନେଇ ବିଭିନ୍ନ ସାମାଜିକ ଗଣମାଧ୍ୟମରେ କେହି ଦୁର୍ବୃତ୍ତ ଭାଇରାଲ କରିବା ପରେ କନ୍ଧମାଳ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଘଟଣାଟି ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?