ଆମ ଜିଲା ଖବର

ନିମାପଡ଼ା ଏନ୍‌ଏସି: ଭୋଟ ନାକଚକୁ ନେଇ ରାଜନୀତି

ନିମାପଡ଼ା,୨୨।୮(ରଞ୍ଜନ ପଟ୍ଟନାୟକ): କିଏ କଲା ନିଜ ଭୋଟକୁ ନାକଚ? ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ କାଟ ଖାଇବା ପରେ ଏଠାକାର ରାଜନୀତି ରୋଚକ ମୋଡ଼ ନେଇଛି। ପ୍ରକୃତରେ କିଏ ସେହି କାଉନସିଲର ଯିଏ ନିଜ ଭୋଟକୁ ନାକଚ…

୨ ସପ୍ତାହ ସମୟ ନେଲେ ରାଜ୍ୟ ସରକାର

କଟକ,୨୨ା୮ (କାର୍ତ୍ତିକ ସାହୁ):ଯାଜପୁର ଜିଲାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀ ଉଠ୍‌ବସ୍‌ କରାଇବା ହେତୁ ତାଙ୍କର ମୃତ୍ୟୁ ଘଟିବା ନେଇ ରୁଜୁ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶାରୀରିକ ଦଣ୍ଡ ଦିଆ ନ ଯିବା ଉପରେ…

ଏମ୍‌ଭି ଦେବୀ ଜାହାଜକୁ ବିକ୍ରି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦୀପ,୨୨ା୮(ଶରତ ରାଉତ):୨୦୨୩ ନଭେମ୍ବର ୩୦ରେ ପାରାଦୀପ ବନ୍ଦରରେ ଲାଗିଥିବା ଏମ୍‌ଭି ଦେବୀ (ନଂ. ଆଇଏମ୍‌ଓ ୯୬୧୬୭୩୫) ଜାହାଜରୁ ୨୦ ପ୍ୟାକେଟ କୋକେନ୍‌ ଜବତ ହୋଇଥିଲା, ଯାହାର ବଜାର ମୂଲ୍ୟ ୨୨୦ କୋଟି ହେବ। ଏହା ପରେ ଆଙ୍କରେଜ ଏରିଆରେ ଏମ୍‌ଭି ଦେବୀ…

ପାହାଡ଼ରୁ ମିଳିଲା ୨ ଗଳିତ ମୃତଦେହ

ଔପଦା,୨୨।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଧୀନ ଦେବଗିରି ପାହାଡ଼ ଶିଖରରୁ ବୁଧବାର ୨ ଆଦିବାସୀଙ୍କର ଗଳିତ ମୃତଦେହ ଜବତ ହୋଇଛି। ୮ଦିନ ହେଲା ଏମାନେ ଗ୍ରାମରୁ ନିଖୋଜ ଥିଲେ। ସେମାନେ ଆତ୍ମହତ୍ୟା କରିଛନ୍ତି ନା ସେମାନଙ୍କୁ ହତ୍ୟା କରାଯାଇଛି…

ସ୍ମାର୍ଟ ମିଟରରେ ଆସୁଛି ଅଧିକ ବିଲ୍‌: ଚିନ୍ତାରେ ଉପଭୋକ୍ତା

ବରଗଡ,୨୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ବିଦ୍ୟୁତ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ବୁଧବାର ଟିପିଡ଼ବ୍ଲ୍ୟୁଓଡିଏଲର ନିର୍ବାହୀ ଯନ୍ତ୍ରୀ ବିଭୂତି ଭୂଷଣ ଶତପଥୀଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାର୍ଟ ମିଟରରେ ଅଧିକ ବିଲ୍‌ ଆସୁଥିବା ଯୋଗୁ ସେଗୁଡ଼ିକୁ ହଟାଯାଇ…

ଟ୍ରେନ୍‌ରେ କଟି ଚାଲିଗଲା ପ୍ରେମୀଯୁଗଳଙ୍କ ଜୀବନ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଧନୁର୍ଜୟପୁର ନିକଟରେ ଟ୍ରେନରେ କଟି ପ୍ରେମୀଯୁଗଳଙ୍କ ମୃତ୍ୟୁ ହୋଇଛି। ପ୍ରେମୀଯୁଗଳ ବୁଲେଟ ନାୟକ(୨୨) ଓ ସ୍ବପ୍ନ ନାୟକ(୨୫) ବୋଲି ଜଣାପଡ଼ିଛି। ବୁଲେଟଙ୍କ ଘର୍‌ ଧନୁର୍ଜୟପୁର ଓ ଝିଅ ଘର ଘାଗରବେଡା ବୋଲି ଜଣାପଡିଛି। ରେଳବାଇ…

ଚିକିଟି ମଦ ମୃତ୍ୟୁ ମାମଲା: ଅବକାରୀ ଅଧୀକ୍ଷକଙ୍କୁ ହଟାଇଲେ ସରକାର

ଭୁବନେଶ୍ୱର,୨୧ା୮: ଗଞ୍ଜାମ ଜିଲା ଚିକିଟି ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ଅଧୀକ୍ଷକଙ୍କୁ କାର୍ଯ୍ୟରୁ ସରକାର ହଟାଇ ଦେଇଛନ୍ତି। ଏନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

କେନାଲରେ ଢଳା ହେଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଚାଉଳ: ଲୋକ ଦେଖିବାରୁ ଗାଡ଼ି ଧରି ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଡ୍ରାଇଭର

ଗୋପ,୨୧ା୮(ଭାରତୀ ଭୁଷଣ ଉପାଧ୍ୟାୟ): ବୁଧବାର ମଧ୍ୟାହ୍ନରେ ଗୋଟିଏ ଚାଉଳ ଭର୍ତ୍ତି ଗାଡ଼ିରୁ ଗୋପ ବାୟାକୂଦା ନିକଟସ୍ଥ ଗୋପ ବ୍ରାଞ୍ଚ କେନାଲ ରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଚାଉଳ କେନାଲ ପାଣିରେ ଢଳା ହେବା ଘଟଣା ସମସ୍ତଙ୍କୁ ଚକିତ କରିଛି। କେନାଲ ପାଣିରେ କ୍ୱିଣ୍ଟାଲ…

ପୁଣି ଦାଦନ ଶ୍ରମିକଙ୍କ ମୃତ୍ୟୁ, ପୋଲିସର ଦ୍ୱାରସ୍ଥ ହେଲେ ପରିବାର ଲୋକେ

କୋକସରା,୨୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବିଗତ କିଛି ମାସ ବ୍ୟବଧାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ୫/୬ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ଗାଁକୁ ଫେରିଥିବା ବେଳେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ…

ପୁତୁରାଙ୍କ ଟାଙ୍ଗିଆ ଚୋଟରେ ଦାଦାଙ୍କ ମୃତ୍ୟୁ, ଅଭିଯୁକ୍ତ କୋର୍ଟ ଚାଲାଣ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସାମାନ୍ୟ ବଚସାକୁ କେନ୍ଦ୍ରକରି କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଚମ୍ପାଝର ଗାଁରେ ନିଜର ବୃଦ୍ଧ ଦାଦାଙ୍କୁ ଟାଙ୍ଗିଆରେ ହାଣି ପୁତୁରା ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ପୁତୁରାଙ୍କ ବୁଧବାର କୋର୍ଟ ଚାଲାଣ କରାଯାଇଛି। ମୃତକ…

ଆତ୍ମସମର୍ପଣ କଲେ ନାବାଳକ ମାଓବାଦୀ, ଯାହାଙ୍କ ନାମରେ ଘୋଷିତ ହୋଇଥିଲା ୨ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୨୧ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ନିକଟରେ ଛତିଶଗଡ଼ ସୁକ୍‌ମା ଜିଲାର ଜଣେ ୨ ଲକ୍ଷ ପୁରସ୍କାର ଘୋଷିତ ନାବାଳକ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି ଜିଲାକୁ ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଆସିଥିବା ବେଳେ ଏସ୍‌ପି ନିତେଶ…

ବାଲିଗୁଡ଼ାରେ ସଂରକ୍ଷଣ ରାୟକୁ ବିରୋଧ

ବାଲିଗୁଡ଼ା,୨୧ା୮(ସଞ୍ଜୟ କୁମାର ପାଣିଗ୍ରାହୀ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ହୋଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?