ଆମ ଜିଲା ଖବର

ଦଙ୍ଗା ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ: ଲୋକଙ୍କୁ ନିବେଦନ କଲେ ଏସଡିପିଓ

ରାଇକିଆ,୨୦।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଗତ କିଛି ଦିନ ହେଲା ଦଙ୍ଗାକୁ ନେଇ ଗୁଜବ ଜୋର୍‌ ଧରିଛି । ବିଭିନ୍ନ ସୋସିଆଲ ମିଡ଼ିଆରେ ଏ ନେଇ ପ୍ରଚାର ହେବା ଫଳରେ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଏପରିକି ଭୟରେ କିଛି…

ବିବାହ ପାଇଁ ମନା କଲେ ପରିବାର ଲୋକେ, ଟ୍ରେନ ଆଗକୁ ଡେଇଁପଡିଲେ ପ୍ରେମୀ ଯୁଗଳ

ଟିଟିଲାଗଡ, ୨୦।୮(ଶରତ ମିଶ୍ର): ଟିଟିଲାଗଡ଼ କେସିଙ୍ଗା ରେଳ ଲାଇନର ଲୁଥୁରବନ୍ଧ ତେଲ ନଦୀ ବ୍ରିଜ ଉପରେ ମଙ୍ଗଳବାର ପ୍ରେମୀ ଯୁଗଳ ଏକ ମାଲବାହି ଟ୍ରେନକୁ ଡେଇଁ ପଡିଛନ୍ତି। ଟ୍ରେନ ଧକ୍କାରେ କେସିଙ୍ଗା ଥାନା ଅନ୍ତର୍ଗତ ବିନେକେଲା ଗ୍ରାମର ପ୍ରେମିକ ଘନଶ୍ୟାମ ବାଗ…

ବିଜେଡି ଛାଡ଼ିଥିଲେ : ଏବେ ଫେରାଇ ଆଣିବାକୁ…

ବରୀ,୨୦।୮(ମହେନ୍ଦ୍ର ସ୍ବାଇଁ): ବରୀ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ ପଞ୍ଚାୟତ ନିର୍ବାଚନରେ ତତ୍କାଳୀନ ବିଧାୟିକା ସୁନନ୍ଦା ଦାସ ଓ ବିଶ୍ୱରଞ୍ଜନ ମଲିକ ବିଜେଡିରେ ଥିଲେ ବି ସମାନ୍ତରଳ ଭାବେ ନିଜର ପ୍ରାର୍ଥୀ ଦେଇଥିଲେ। ମାତ୍ର ମଲିକଙ୍କ ସାଙ୍ଗଠନିକ ଦକ୍ଷତା ଯୋଗୁ…

ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ…

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ରୋହିଙ୍ଗ୍ୟା ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ ସ୍ଥାନୀୟ ଜଏଣ୍ଟ ଆକ୍ସନ କମିଟି ଦାବି କରିଛି। ଏହି ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସ୍ମାରକପତ୍ରରେ…

ଗଞ୍ଜାମରେ ଅଘଟଣ: ଦେଶୀ ମଦ ପିଇ ୧୫ ଅସୁସ୍ଥ

ବ୍ରହ୍ମପୁର,୨୦।୮: ଗଞ୍ଜାମ ଜିଲା ଚିକିଟି କରବାଲୁଆ ଏବଂ ଜେନା ସାହି ଅଞ୍ଚଳରେ ଏକ ଅଘଟଣ ଘଟିଛି। ଦେଶୀ ମଦ ପିଇ ୧୫ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି। ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ…

ଗୋଡ଼ାଇ ଗୋଡ଼ାଇ ଦିବ୍ୟାଙ୍ଗ ହରିହରଙ୍କୁ ହତ୍ୟା

ପୁରୀ,୨୦।୮(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଛି। ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖୁଥିଲେ ମଧ୍ୟ ସହରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ସୋମବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ…

ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ରେଲୱେ ଗେଟ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ବସ୍‌ରେ ଥିବା ୧୨ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ଆହତଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି…

ସାକ୍ଷୀଗୋପାଳ ମନ୍ଦିର ଝୁଲଣ କୁଞ୍ଜରେ ଜୋତାପିନ୍ଧା ମୂର୍ତ୍ତି

ସାକ୍ଷୀଗୋପାଳ,୨୦।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ରବିବାର ପରମ୍ପରା କ୍ରମେ ଗହ୍ମାପୂର୍ଣ୍ଣିମା ପର୍ବ ଓ ଝୁଲଣ ଯାତ୍ରା ପାଳିତ ହୋଇଯାଇଛି। ତେବେ ଚଳିତ ବର୍ଷ ବର୍ଜ୍ୟବସ୍ତୁ ଫାଇବରରେ ନିର୍ମିତ ଜୋତା ପିନ୍ଧିଥିବା ଭୀମ ଓ ଦୁଃଶାସନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି।…

୩ ବର୍ଷର ଶିଶୁ ବଞ୍ଚାଇଦେଲା ୨ ଭଉଣୀଙ୍କ ଜୀବନ

ରାଜନଗର,୨୦।୮(ଭାସ୍କର ରାଉତରାୟ):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍‌ ଡାଙ୍ଗମାଳ ପଞ୍ଚାୟତ ତ୍ରିଲୋଚନପୁର ଗାଁର ବାବୁରାମ ଗିରିଙ୍କ ୭ ବର୍ଷର ଝିଅ ଶୁଭଶ୍ରୀ ଓ ଦାଶରଥି ଗିରିଙ୍କ ୬ ବର୍ଷର ଝିଅ ବର୍ଷା ଘର ଆଗରେ ଥିବା ପୋଖରୀରେ ସାଙ୍ଗ ହୋଇ ଗାଧୋଉଥିଲେ। ପରିବାର…

ଜଗା ହାତରେ ରାଖୀ ବାନ୍ଧିଲା ଭଉଣୀ

ଫୁଲବାଣୀ,୨୦।୮(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ାମୁଣ୍ଡ ଅଲଗା ଶିଶୁ ଜଗାର ଚିକିତ୍ସା ଚାଲିଛି। ସୋମବାର ମେଡିକାଲରେ ଜଗା ରକ୍ଷା ବନ୍ଧନ ଉତ୍ସବ ପାଳିଛି। ନିଜ ସାନ ଭଉଣୀ ସୁଭଦ୍ରାର କୁନି ହାତରୁ ରାଖୀ ବାନ୍ଧି ଜଗା…

ନଗଡ଼ା ପାର୍ଶ୍ୱ ଗ୍ରାମରେ ଅତିଶୟ ଅପପୁଷ୍ଟି

ଯାଜପୁର,୨୦।୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଖଣି ଓ ଶିଳ୍ପସମୃଦ୍ଧ ହୋଇଥିଲେ ମଧ୍ୟ ଭୋକର ଭୂଗୋଳ ତାଲିକାରୁ ହଟିପାରୁନାହିଁ। ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାରେ ଶିକାର ହୋଇ ଶିଶୁମାନଙ୍କ ମୃତ୍ୟୁ ହେବା ଘଟଣା ଦେଶ ବିଦେଶରେ ଚର୍ଚ୍ଚା ହୋଇଥିଲା। ଏହି ଘଟଣାର ୮ ବର୍ଷ…

୧୦ ପ୍ରଧାନ ଶିକ୍ଷକଙ୍କ ଦରମା ବନ୍ଦ

ନାଉଗାଁ,୧୯ା୮(ସୁଧା ବେହୁରା): ମଧ୍ୟାହ୍ନ ଭୋଜନର ତଥ୍ୟ ସରକାରୀ ପୋର୍ଟାଲରେ ଅପ୍‌ଲୋଡ ନ କରିବା ନାଉଗାଁ ବ୍ଲକର ୧୦ ଜଣ ପ୍ରଧାନ ଶିକ୍ଷକଙ୍କ ପାଇଁ କାଳ ହୋଇଛି। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରୁ ପକାଶିତ ଚିଠି (ନଂ. ୬୬୨୩/୧୪।୮।୨୩) ଅନୁସାରେ ସେମାନଙ୍କ ଦରମା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?