ଜୈବିକ ଉପାୟରେ କୀଟ ନିୟନ୍ତ୍ରଣ
ପୁରୀ,୬ା୪: ଜୈବିକ ଉପାୟରେ କୀଟ ନିୟନ୍ତ୍ରଣ କିପରି ହୋଇପାରିବ, ତାକୁ ନେଇ ପୁରୀ ଜିଲା ସାତଶଙ୍ଖସ୍ଥିତ ଛତାଘର ପ୍ରଧାନ ସାହିରେ ଥିବା ଅର୍ଗାନିକ ବାୟୋଟେକ୍ ଫାର୍ମ ପରିସରରେ ଓଏଫ୍ଏସ୍ ଆଇଏଫ୍ଏସ୍ ଓ କର୍ନାଟକ ଆଗ୍ରୋ କେମିକାଲର ମିଳିତ ଉଦ୍ୟମରେ ଏକ ପ୍ରଶିକ୍ଷଣ…
କାର୍ ଧକ୍କାରେ ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ଜୀବନ ଗଲା
ଛତ୍ରପୁର,୬ା୪(ଦିଲ୍ଲୀପ ସାମଲ): କାର୍ ଧକ୍କାରେ ବରଦା ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ମୃତ ପାଟଭୁକ୍ତା ଜଣକ ହେଲେ ଗଞ୍ଜାମ ବ୍ଲକ ବରଦା ଗ୍ରାମର କୃଷ୍ଣ ମହାପାତ୍ର। ପୋଲିସ ସୂଚନାନୁସାରେ, ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକ ଜାତୀୟ ରାଜପଥଠାରେ ଶୁକ୍ରବାର…
ନାଳକୁ ଖସି ପଡ଼ିଲା ମୋ ବସ୍, ଭିତରେ ଥିଲେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ
ଖୋର୍ଦ୍ଧା,୬।୪: ରାସ୍ତାକଡ଼ ନାଳକୁ ଖସିଲା ମୋ ବସ। ଏହି ଦୁର୍ଘଟଣାରେ ୨୦ ଆହତ ହୋଇଥିବା ଜଣାପଡିଛି। ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ମୋ ବସ ନାଳକୁ ଖସି ପଡିଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିବାବଳେ ଏପରି…
ଗଡୁଛି ମୁଣ୍ଡ ଉପରେ ମୁଣ୍ଡ : ସପ୍ତାହକରେ ୨ ହତ୍ୟା
ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳ ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଥିବା ବେଳେ ମୁଣ୍ଡ ପରେ ମୁଣ୍ଡ ଗଡ଼ି ଚାଲିଛି। ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ହତ୍ୟା କରାଯିବାର ସପ୍ତାହେ ନ ପୂରୁଣୁ ପୁଣି ଶୁକ୍ରବାର…
ଛତ୍ରପୁର ନିର୍ବାଚନମଣ୍ଡଳୀ: ହ୍ୟାଟ୍ରିକ୍ ଲକ୍ଷ୍ୟରେ ବିଜେଡି
ଗଞ୍ଜାମ,୬।୪(ବିଦ୍ୟାଧର ସାହୁ): ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି। ଛତ୍ରପୁର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପୁଣି ସୁବାସ ଚନ୍ଦ୍ର ବେହେରାଙ୍କୁ ଟିକେଟ୍ ଦେଇ ରିପିଟ୍ କରିଥିବାରୁ ନେତା ଏବଂ କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ…
ଏନ୍ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ
ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍ଟିପିସି କନ୍ଭର ଲାଇନ୍ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ
ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲିସ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା ବିଜାପୁର ଏସ୍ପି ସୂଚନା…
ବାଇକ୍କୁ ପିଟିଲା ଟିପ୍ପର: ଚାଲିଗଲା ବାପ-ପୁଅଙ୍କ ଜୀବନ
ଯାଜପୁର,୬।୪: ଯାଜପୁର ଜିଲା ସଦର ଥାନା ଅଧୀନ ବରୁହାଁ ଛକ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଏବଂ ତାଙ୍କ ପୁଅ ମୁନା…
ପିକ୍ଅପ୍ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର
ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍ଅପ୍ ଭ୍ୟାନ୍ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ…
ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ…
ସଙ୍ଗୀତାଙ୍କୁ ମିଳିପାରେ ବିଜେଡି ଟିକେଟ
ନିମାପଡ଼ା,୬ା୪(ରଞ୍ଜନ ପଟ୍ଟନାୟକ): ବର୍ତ୍ତମାନ ପରିସ୍ଥିତିରେ ନିମାପଡ଼ା ବିଜେଡି ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳୀୟ ଟିକେଟ କାହାକୁ ମିଳିବ ସେ ନେଇ ସସ୍ପେନ୍ସ ଲାଗିରହିଛି। ଗୁରୁବାର ଟିକେଟ ଆଶାରେ ଭାଜପା ଛାଡ଼ି ଦିଲୀପ ନାୟକ ବିଜେଡିରେ ଯୋଗଦେଇଥିଲେ। ଶଙ୍ଖଭବନରେ ଆୟୋଜିତ ସ୍ବତନ୍ତ୍ର…
ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ
ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି ମଡେଲ ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଦେଶ ମାଟିରେ ଚମକିବା ସହ ଜିଲା…
Archives


