ଆମ ଜିଲା ଖବର

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରୋହିତଙ୍କ ପ୍ରଶଂସା

ସମ୍ବଲପୁର,୧୯ା୮(ଭବାନୀ ଶଙ୍କର ଭୋଇ): ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ଅଚାନକ ସମ୍ବଲପୁର ସଦର ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ପରଖିଥିଲେ। ମନ୍ତ୍ରୀଙ୍କ ଆକସ୍ମିକ ପରିଦର୍ଶନ କାର୍ଯ୍ୟକ୍ରମକୁ ତାଙ୍କର ସମର୍ଥକ ଓ ଜନସାଧାରଣ ସାମାଜିକ ଗଣମାଧ୍ୟମରେ ବେଶ୍‌…

ସମ୍ପତ୍ତି ଲୋଭରେ ବାପାଙ୍କୁ ହତ୍ୟା

ବ୍ରହ୍ମପୁର,୧୯।୮(ସୁବାସ ଚନ୍ଦ୍ର ପାଢ଼ୀ): ସମ୍ପତ୍ତି ଲୋଭରେ ଜଣେ ବୃଦ୍ଧଙ୍କୁ ତାଙ୍କ ପୁଅ ଓ କିନ୍ନର ବୋହୂ ମିଶି ହତ୍ୟା କରିଥିବା ଘଟଣା ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ବ୍ରହ୍ମପୁର ଅଯୋଧ୍ୟାନଗର ୩ୟ ଲେନ୍‌ର ତଥା ରାଜସ୍ବ ବିଭାଗର…

ମାଉଣ୍ଟ ଏଲ୍‌ବ୍ରୁସ୍‌ ଚଢ଼ିଲେ କଳାହାଣ୍ଡିର ଯୁବକ

ଭବାନୀପାଟଣା,୧୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମର ଯୁବ ପର୍ବତାରୋହୀ ରାହୁଲ ପଧାନ ଇଉରୋପ ମହାଦେଶର ୫୬୪୨ ମିଟର ବିଶିଷ୍ଟ ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଲ୍‌ବ୍ରୁସ୍‌ ଚଢି ଜିଲା ପାଇଁ ଗୌରବ ଆଣିଛନ୍ତି। ଗତ ୧୪…

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଚାଲିଗଲା ମାଈହାତୀର ଜୀବନ

ନାକଟୀଦେଉଳ, ୧୮ା୮(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଘୋଷରାମାଳ ଫରେଷ୍ଟ ସେକ୍ସନର ଚରଡ଼ପଶି ଚହଟାପଦାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ମାଈହାତୀର ମୃତ୍ୟୁ ଘଟିଛି। ଶନିବାର ରାତିରେ ରାଞ୍ଚି-ବିଜୟୱାଡ଼ା ଜାତୀୟ ରାଜପଥର ରେଢାଖୋଲ-ନାକଟୀଦେଉଳ ରାସ୍ତା ପାର୍ଶ୍ୱରୁ ପ୍ରାୟ ୧ଶହ ମିଟର…

ମାଉଣ୍ଟ ଏଲ୍‌ବୃସ୍‌ ଚଢ଼ିଲେ ଓଡ଼ିଆ ଯୁବକ

ଭବାନୀପାଟଣା,୧୮।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ଦେପୁର ଗ୍ରାମର ଯୁବ ପର୍ବତାରୋହୀ ରାହୁଲ ପଧାନ ଇଉରୋପ ମହାଦେଶର ୫୬୪୨ ମିଟର ବିଶିଷ୍ଟ ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଲ୍‌ବୃସ୍‌ ଚଢି ଜିଲା ପାଇଁ ଗୌରବ ଆଣିଛନ୍ତି। ଗତ ୧୪…

ଥମୁନି ଦାଦନ ଯନ୍ତ୍ରଣା: ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଯନ୍ତ୍ରଣା। ବ୍ଲକର ଡେଙ୍ଗାଗୁଡା ଗ୍ରାମ ଗୌନ୍ତିଆପଡାର ସନୁ ଛତ୍ରିଆ (୫୫)ଙ୍କ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗୋଆର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କଠାରୁ ସୂଚନା…

ସିଆର୍‌ପିଏଫ କ୍ୟାମ୍ପରୁ ମିଳିଲା ଯବାନଙ୍କ ମୃତଦେହ

ଭବାନୀପାଟଣା,୧୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବଜାରପଡ଼ାରେ ଥିବା ୬୪ ବାଟାଲିୟନ ସିଆରପିଏଫ କ୍ୟାମ୍ପରୁ ରବିବାର ସକାଳ ଜଣେ ସିଆରପିଏଫ ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯବାନଙ୍କ ନାମ ଅର୍ଜୁନ ଚରଣ ନାୟକ(୫୮)। ତାଙ୍କ ଘର…

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ସିନ୍ଦୂରପୁର ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁ ଶିବମନ୍ଦିର ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଛାନିଆ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ରବିବାର ଦାରିଙ୍ଗବାଡି ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିରେ ଅପରାହ୍ନରେ ପହଞ୍ଚି ବ୍ଲକ କର୍ମଚାରୀଙ୍କ ସହ ସ୍କୁଟି ଧରି ବିଭିନ୍ନ ହଷ୍ଟେଲରେ ପହଞ୍ଚି ପରିଦର୍ଶନ କରିଥିଲେ। ଜିଲାପାଳ ଅମ୍ରିତ ଋତୁରାଜ କନ୍ଧମାଳରେ ନୂତନ ଭାବେ…

ବନ୍ଧରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ରାଜୁଗୁରୁ ସାହି ନିକଟ ସଦରା ବନ୍ଧରେ ବୁଡି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ନିଖିଳ ପଟ୍ଟନାୟକ ବଡ଼ ବ୍ରାହ୍ମଣ ସାହି ବାସିନ୍ଦା ବୋଲି ଜଣାପଡିଛି। ମିଳିଥିବା ସୂଚନା…

ଜଳିଗଲା ମଦ ବୋଝେଇ ଟ୍ରକ

ଅନୁଗୋଳ,୧୮।୮: ଅନୁଗୋଳ ଜରପଡ଼ାସ୍ଥିତ ବିଦେଶୀ ମଦ ଗୋଦାମ ପାଖରେ ରବିବାର ଦୁଇଟି ବିଦେଶୀ ମଦ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଗୋଦାମରେ ଖାଲି କରିବା ପାଇଁ ଟ୍ରକ ଦୁଇଟି ଠିଆ ହୋଇଥିଲା। ସେତିକିବେଳେ କୌଣସି କାରଣରୁ ଦୁଇଟି ଟ୍ରକରେ ନିଆଁ…

ଗଣେଶ ପୂଜାରେ ବାଜିବନି ଡିଜେ: ମୂର୍ତ୍ତି ବିକୃତ କଲେ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ୱର,୧୮।୮: ସେପ୍ଟେମ୍ବର ୭ରେ ଗଣେଶ ପୂଜା। ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?