ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…
ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ ପାହାଡ଼ରେ ଥିବା ବୃକ୍ଷଲତା ନଷ୍ଟହେବା ଆଶଙ୍କା ଦେଖାଦେଇଛି । ଏଥିସହ ଉକ୍ତ ପାହାଡ଼ରେ…
ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…
ପୁରୀ,୨୯ା୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ମୃତ୍ୟୁ ଘଟିଛି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ତାଙ୍କ ନିମନ୍ତେ ଶେଷ ଦର୍ଶନ ପାଲଟିଛି।…
ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ
ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ଲାଞ୍ଚ ମାମଲାର ଶୁଣାଣି କରି ରାଉରକେଲା ପୌରପାଳିକାର ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲଦଣ୍ଡରେ ଦଣ୍ଡିତ…
ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ
ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ ହୋଇଥିଲା। ଏଥିରେ ଅନାମିକା କ୍ଲବ ଚାମ୍ପିୟନ ହୋଇଛି। ପୂର୍ବତନ ଉପ ନଗରପାଳ ସିଦ୍ଧାର୍ଥ…
ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…
ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…
ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…
ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ ସମୟ ଗୋଟିଏ ସ୍ଥାନରେ ହିଁ ଅଟକି ରହୁଛି। ବୟସାଧିକ କାରଣ ଯୋଗୁ ହାତୀଟି…
ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…
ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ…
ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ
ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା ଘଟିଛି। ସୂଚନାରୁ ଜଣାପଡିଛି, ରାୟଗଡା ବ୍ଲକ…
୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ
ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ ଭିଜିଲାନ୍ସ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦହୁଣ୍ଡା ସେବା ସମବାୟ ସମିତିର ପୂର୍ବତନ…
ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା
ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା ନିରବଚ୍ଛିନ୍ନ ଭାବେ ଅଭିନୟ କରିଥିବା ସିମାଞ୍ଚଳ ପାତ୍ରଙ୍କୁ କେନ୍ଦ୍ର ସରକାର…
ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ
ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ ହେରମ ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ବିଶ୍ୱହିନ୍ଦୁ ପରିଷଦ ଖଣ୍ଡ ସମରସତ୍ତା ସଂଯୋଜକ…
ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…
ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି ଆପଲସ୍ବାମୀ ବିଭିନ୍ନ ପଦପଦବୀ ପାଇଁ ନାମ ଚୟନ କରି ଏକ ତାଲିକା ପ୍ରଦେଶ…
Archives


