ଭୁଶୁଡୁଛି ଯାଜପୁର ଜିଲା ବିଜେଡି ଗଡ଼
ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୧୭ା୮: ରାଜ୍ୟ ଶାସନ ବିଜେଡି ହାତରୁ ଖସିବା ପରେ ବିଭିନ୍ନ ସ୍ଥାନରେ ଦଳୀୟ ସ୍ଥିତି ଦୋହଲିବାରେ ଲାଗିଛି। ସେଥିମଧ୍ୟରେ ଯାଜପୁର ଜିଲା ଅନ୍ୟତମ। ଏଠାରେ ବି ବିଜେଡି ଗଡ଼ ଭୁଶୁଡ଼ିବାରେ ଲାଗିଛି। ଗତ କିଛି ସପ୍ତାହ ତଳେ ଯାଜପୁର…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ବହୁ କୋଟିର ସମ୍ପତ୍ତି
କେନ୍ଦ୍ରାପଡ଼ା,(ଜଗନ୍ନାଥ ଧଳ)/ ଭୁବନେଶ୍ୱର,୧୭ା୮(ସତ୍ୟଜିତ୍ ରାଉତ): କେନ୍ଦ୍ରାପଡା ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ (ଏସିଏସ୍ଓ) ପ୍ରଦୀପ କୁମାର ମହାପାତ୍ର ଶୁକ୍ରବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, କଟକ ଓ…
ଥାନା ଆଗରେ ନିଜକୁ ଜାଳିଦେଲେ ମହିଳା
ମାହାଙ୍ଗା/କଟକ,୧୭ା୮(ଯଯାତି ସିଂହ/ଶିଳ୍ପା ପ୍ରିୟଦର୍ଶିନୀ): ଏକ ଚୋରି ମାମଲାରେ କଟକ ଜିଲା ମାହାଙ୍ଗା ପୋଲିସ ଅଟକ ରଖିଥିବା ଜଣେ ବ୍ୟକ୍ତି ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ତାଙ୍କ ସ୍ତ୍ରୀ। ସେ ଅନେକ କାକୁତିମିନତି ହୋଇଥିଲେ, କିନ୍ତୁ ପୋଲିସ ତାଙ୍କୁ ପ୍ରବଳ ଗାଳି ଦେଇଥିଲା।…
ଅଙ୍ଗନୱାଡି ସୁପରଭାଇଜର ନେଉଥିଲେ ଲାଞ୍ଚ: ମାଡ଼ିବସିଲା ଭିଜିଲାନ୍ସ
ଫୁଲବାଣୀ/ଗୋଚ୍ଛାପଡା/ଫିରିଙ୍ଗିଆ,୧୬ା୮(ରାକେଶ କୁମାର ରାଉତ/ରୋହିତ କହଁର/ବିମଳ ଦିଗାଲ): ମିନି ଅଙ୍ଗନୱାଡିକୁ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ କରାଇବା ପାଇଁ ଲାଞ୍ଚ ନେବା ବେଳେ ଶୁକ୍ରବାର ଜଣେ ଅଙ୍ଗନୱାଡି ସୁପରଭାଇଜରଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଅଧିକାରୀ ଧରିଛନ୍ତି। ସେ ହେଲେ ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ସର୍କଲର…
ନର୍ସଙ୍କୁ ଅଶାଳୀନ ବ୍ୟବହାର: ଗିରଫ ହେଲେ ଡାକ୍ତର
ରାଉରକେଲା,୧୬।୮(ସଙ୍ଗୀତା ଜେନା): ଝିରପାଣି ଥାନା ଅଧୀନ ଜଗଦା ୟୁଏସ୍ଡବ୍ଲ୍ୟସି ହେଲ୍ଥ ସେଣ୍ଟରରେ କାର୍ଯ୍ୟରତ ଜଣେ ନର୍ସଙ୍କୁ ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ପୋଲିସ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜଗଦା ନିବାସୀ ଡାକ୍ତର ଗୌରବ ଓରାମ। ତାଙ୍କୁ…
ସହକାରୀ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ନିର୍ଯାତନା
ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମାଣିକେଶ୍ୱରୀ ହାଇସ୍କୁଲର ପ୍ରଧାନଶିକ୍ଷକ ରବି କାନୁନ୍ଗୋଙ୍କ ବିରୋଧରେ ଶାରୀରିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରଣତୀ ମହାପାତ୍ର। ଏ ନେଇ ଭବାନୀପାଟଣା ଟାଉନ ଥାନାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ନାମରେ…
କନ୍ଧମାଳରେ ହେବ ଆଳୁ, ପିଆଜ ଚାଷ: ନିର୍ମାଣ କରାଯିବ ୫୮ ଶୀତଳଭଣ୍ଡାର
ବାଲିଗୁଡା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପାତ୍ର ଖବରଦାତାଙ୍କୁ କହିଥିଲେ, ରାଜ୍ୟରେ ଆଳୁ…
ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବଲିଉଡ ସୁନ୍ଦରୀ ଜୁହି ଚାୱଲା, କହିଲେ ବଡ଼ କଥା
ମହାରାଷ୍ଟ୍ର,୧୬।୮: ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବେ ଦଶକର ବଳିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଜୁହି ଚାୱଲା । ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ…
ବିଲରେ କରୁଥିଲେ କାମ: କାମୁଡ଼ିଦେଲା ସାପ
ଦିଗପହଣ୍ଡି/ପାଟପୁର,୧୬।୮(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବାରି ଗ୍ରାମରେ ସାପ କାମୁଡାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚାଷୀ କାଳୁ ମଳିକ ମିଳିଥିବା ସୂଚନା ମୁତାବକମ, କାଳୁ ଜମିରେ ଚାଷକାର୍ଯ୍ୟ କରୁଥିଲେ।…
‘ବିଦ୍ୟାଳୟକୁ ସୁସଜ୍ଜିତ କରିବା ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ’
ରାଇକିଆ,୧୬।୮(ପ୍ରଦୀପ ବେହେରା): କନ୍ଧମାଳ-ଗଞ୍ଜାମ ସୀମାନ୍ତ ରଣବା ପଞ୍ଚାୟତ ଦୁର୍ଗମ କକରବାଡି ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଏବଂ ପରିଚାଳନା କମିଟିର ଉଦ୍ୟମ କ୍ରମେ ବିଦ୍ୟାଳୟ ପରିସରରେ ଏହାକୁ ସ୍ଥାପନ କରାଯାଇଛି।…
ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ
ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ…
ଯେଣ୍ଡା ପାହାଡ଼ରୁ ମାର୍ବଲ ଖୋଳିବା ନିମନ୍ତେ ସରିଲା ଜନ ଶୁଣାଣି, ଜିଲା ପ୍ରଶାସନକୁ ରୋକ ଠୋକ୍ ଶୁଣାଇଲେ ଗ୍ରାମବାସୀ…
ପଟ୍ଟାଙ୍ଗି,୧୬।୮(ଶରତ ଧଳ): ନିଜେ ନିଜର ଜୀବନ ଜୀବିକା ନିର୍ବାହ କରି ବଞ୍ଚୁଥିବା ଏବଂ ନିର୍ଭର କରୁଥିବା ପାହାଡ଼କୁ ଇଛା ନଥାଇ ମଧ୍ୟ କମ୍ପାନୀ ହାତକୁ ଟେକି ଦେବା ପରି ଦୃଶ୍ୟ ଅନେକ କିଛି ପ୍ରଶ୍ନ ସୃଷ୍ଟି କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି…

