ଆମ ଜିଲା ଖବର

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ

କଟକ,୧୬।୮: ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ…

ଥାନା ଆଗରେ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇଦେଲେ ମହିଳା

ସାଲେପୁର,୧୬।୮: କଟକ ଜିଲା ସାଲେପୁର ଥାନା ଆଗରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଥାନା ଆଗରେ ମହିଳା ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ସ୍ଥାନାନ୍ତର କରାଯାଇଛି। ମିଳିଥିବା…

ଅତି ଜରୁରୀ ନ ଥିଲେ ଏସ୍‌ସିବି ନ ଆସିବାକୁ ପରାମର୍ଶ ଦେଲେ ଅଧୀକ୍ଷକ

କଟକ,୧୬ା୮: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ…

ମାଲକାନଗିରିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ମାଲକାନଗିରି,୧୬ା୮: ଶୁକ୍ରବାର ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଇଛି। ମାଲକାନଗିରି ଜିଲା ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଚାଲିଥିବା ଅତ୍ୟାଚାର ବନ୍ଦ ଏବଂ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ଏହି ବନ୍ଦ ଡାକରା…

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ, ୬ ଗୁରୁତର

ଭବାନୀପାଟଣା,୧୬ା୮: କଳାହାଣ୍ଡି ଜିଲା ଭବାନୀପାଟଣା ଜାତୀୟ ରାଜପଥରେ ଶୁକ୍ରବାର ଏକ ବୋଲେରୋ ଏବଂ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି, ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଏନ୍‌ଏଚ୍‌…

ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ପାରାଦୀପ,୧୬ା୮: ପାରାଦୀପରେ ଆଉ ଏକ ଜାହାଜକୁ ଗିରଫ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କୁଜଙ୍ଗ ସବ୍‌ଜଜ୍‌ଙ୍କୁ ମାର୍ଶାଲ ରୂପେ ନିଯୁକ୍ତ କରାଯାଇଛି। ହାଇକୋର୍ଟଙ୍କ ପରବର୍ତ୍ତୀ ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡ଼ି କୁଆଡ଼େ ଯାଇପାରିବ ନାହିଁ।…

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ପାପଡାହାଣ୍ଡି,୧୫।୮(ସ୍ବପ୍ନଜିତ ପଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କଣ୍ଟାମାଳ ପଞ୍ଚାୟତ ଅଧୀନ ଟିଲିଗୁଡା ଗ୍ରାମରେ ଏକ ଅଭାବନୀଘଟଣା ଘଟିଛି। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗ୍ରାମବାସୀ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଯୋଗେ ପାପଡାହାଣ୍ଡି…

ଗଛ କାଟିବା ହେଲା କାଳ: ୧୧କେଭି ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ

କୁଆଁରମୁଣ୍ଡା,୧୫।୮(ମହେନ୍ଦ୍ର କୁମାର ସାହୁ): ବାରମ୍ବାର ଅଭିଯୋଗ ସତ୍ତ୍ୱେ ଟାଟା ପାୱାର ପକ୍ଷରୁ ଗଛ କଟାଯାଇ ନ ଥିଲା। ବର୍ଷା ଦିନେ ଘର ପାଖ ଗଛ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବା ଆଶଙ୍କାରେ ଗୁରୁବାର ଗଛ ଡାଲ କାଟୁଥିବା ବେଳେ ଏକ ଅଘଟଣ ଘଟିଛି।…

କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା

ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର ବିଷୟ…

ଆଉ ନାହାନ୍ତି ପ୍ରତିଷ୍ଠିତ ନୃତ୍ୟଗୁରୁ ସାନ୍ତା ରାଓ

ଜଟଣୀ,୧୫।୮(ରବିନ୍ଦ୍ରନାଥ ମହାକୁଡ଼): ଆଜି ସମଗ୍ର ଅଞ୍ଚଳରେ ସ୍ବାଧୀନତା ଦିବସକୁ ବେଶ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଉଥିଲା ବେଳେ ଜଟଣୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଟଣୀର ପ୍ରତିଷ୍ଠିତ ନୃତ୍ୟ ଗୁରୁ ସାନ୍ତା ରାଓ ସ୍ଥାନୀୟ ମଧୁସୁଦନ ନଗର ସ୍ଥିତ…

ବସ୍‌-ବାଇକ୍‌ ଧକ୍କା: ଚାଲିଗଲା ଦୁଇ ଜୀବନ

ପଡିଆବାହାଲ,୧୫।୮(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଯୁଜୁମୁରା ବ୍ଲକ କୁକୁଡ଼ାପାଲି ପଞ୍ଚାୟତ କୁକୁଡ଼ାପାଲି ଆର୍‌ଏମ୍‌ସି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମିଳିଥିବା ସୂଚନା ମୁତାବକ,…

ଗୋ ଚାଲାଣ ରୋକିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲା ସ୍ଥରୀୟ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ରେ ଯୋଗଦେଇ ମୋହନା ଆସୁଥିଲେ ମନ୍ତ୍ରୀ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?